କନ୍ଧମାଳ (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ରାତି ଅଧରେ ଗୋଦାମ ଘରୁ ପିଡିଏସ୍ ଚାଉଳ ଚୋରି ସନ୍ଦେହରେ ଦୁଇ ଜଣଙ୍କୁ ଅଟକ ରଖିଲେ ଗ୍ରାମବାସୀ । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ପଞ୍ଚାୟତରେ । ସୂଚନା ଅନୁଯାୟୀ ରବିବାର ଡିୟୁଟି ସାରି ଗୋଦାମ ଘର ଏବଂ ଚାଉଳ ବିତରଣ କେନ୍ଦ୍ର ତାଲା ଦେଇ ବନ୍ଦ କରି ଯାଇଥିଲେ ଯୋଗାଣ ସହାୟକ ।















