• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଣମାଧ୍ୟମ ସତ ଖବର ଉପରେ ଗୁରୁତ୍ୱ ଦେଉ : ପ୍ରତ୍ୟୁଷା ର ୫ମ ପ୍ରତିଷ୍ଠା ବର୍ଷ ଉତ୍ସବ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
May 13, 2026
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଗଣମାଧ୍ୟମ ସତ ଖବର ଉପରେ ଗୁରୁତ୍ୱ ଦେଉ : ପ୍ରତ୍ୟୁଷା ର ୫ମ ପ୍ରତିଷ୍ଠା ବର୍ଷ ଉତ୍ସବ ପାଳିତ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ ) ନି. ପ୍ର :-  ସାପ୍ତାହିକ ପ୍ରତ୍ୟୁଷା ସତ୍ୟ ଖବର ପରିବେଷଣ ଉପରେ ଗୁରତ୍ୱ ଦେଉ ଥିବାରୁ ଲୋକ ପ୍ରିୟତା ସାଉଁଟି ପାରିଛି। ମଙ୍ଗଳ ବାର ଜୟଦେବ ଭବନ ଠାରେ ଏହାର ପଞ୍ଚମ ବର୍ଷ ପ୍ରତିଷ୍ଠା ସମାରୋହରେ ଉପସ୍ଥିତ ଅତିଥି ମତ ବ୍ୟକ୍ତ କରିଛନ୍ତି। ବିଶିଷ୍ଟ ସାମ୍ବାଦିକ ତଥା ପୂର୍ବତନ ସୂଚନା କମିଶନ ସଦସ୍ୟ ଦିଲ୍ଲୀପ ବିଷୋୟୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ସମ୍ମାନିତ ଅତିଥି ଭାବେ ସି ପି ଆଇ ଏମ ର ରାଜ୍ୟ ସମ୍ପାଦକ ସୁରେଶ ପାଣିଗ୍ରାହୀ,

ବିଜେଡି ନେତା ଚିନ୍ମୟ ସାହୁ, କଂଗ୍ରେସ ପ୍ରବକ୍ତା ରଜନୀ ମହାନ୍ତି, ଉତ୍କଳ ସାମ୍ବାଦିକ ସଂଘର ରାଜ୍ୟ ସଭାପତି ବିଭୁତି ଭୂଷଣ କର, ଏମ ବି ସି ଟିଭିର ସମ୍ପାଦକ ଅଶୋକ ପଣ୍ଡା ଓ ନିଗମାନନ୍ଦ ଆଶ୍ରମର ଅଧକ୍ଷ ସ୍ୱାମୀ ଶ୍ରଦ୍ଧାନନ୍ଦ ସରସ୍ବତୀ ପ୍ରମୁଖ ସାମ୍ବାଦିକତା ଆଇନ ଓ ନୀତି ଉପରେ ଅଭିଭାଷଣ ରଖି ଗଣମାଧ୍ୟମ ସତ୍ୟ ଓ ତଥ୍ୟ ଉପରେ ଧ୍ୟାନ ରଖିବାକୁ ପରାମର୍ଶ ଦେଇଥିଲେ। ଉତ୍ସବ ଆରମ୍ଭରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା।

ଶେଷରେ ନିଜସ୍ୱ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରିଥିବା ବୁଦ୍ଧିଜୀଵୀ ଉଦ୍ୟୋଗପତି ଓ ବରିଷ୍ଠ ସାମ୍ବାଦିକ ଉପସ୍ଥାପକଙ୍କୁ ଉପଢୌକନ ଉତ୍ତରୀୟ ପୁଷ୍ପ ଗୁଚ୍ଛ ପ୍ରଦାନ କରି ସମ୍ମାନିତ କରାଯାଇଥିଲା । ସେହିପରି ଉପସ୍ଥିତ ଅତିଥି ମାନଙ୍କୁ ମଧ୍ୟ କାର୍ଯ୍ୟକ୍ରମରେ ପ୍ରତ୍ୟୁଷାର ସମ୍ପାଦକ ସୁରେଶ କର ପୁଷ୍ପ ଗୁଚ୍ଛ ପ୍ରଦାନ କରି ସମ୍ମାନ ପ୍ରଦର୍ଶନ କରିବା ସହ ଧନ୍ୟବାଦ ଦେଇ ସଭା ସାଙ୍ଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
27 ବର୍ଷ ଧରି ଫେରାର ଥିବା ଆସାମୀ ଦ୍ୱୟ କୋର୍ଟରେ ଆତ୍ମସମର୍ପଣ : ଆଜୀବନ କାରାଦଣ୍ଡ ରାୟ ପ୍ରକାଶ ପାଇବା ପରେ ଉଭୟ ଗଲେ ଜେଲ

27 ବର୍ଷ ଧରି ଫେରାର ଥିବା ଆସାମୀ ଦ୍ୱୟ କୋର୍ଟରେ ଆତ୍ମସମର୍ପଣ : ଆଜୀବନ କାରାଦଣ୍ଡ ରାୟ ପ୍ରକାଶ ପାଇବା ପରେ ଉଭୟ ଗଲେ ଜେଲ

May 13, 2026
ଗଣମାଧ୍ୟମ ସତ ଖବର ଉପରେ ଗୁରୁତ୍ୱ ଦେଉ : ପ୍ରତ୍ୟୁଷା ର ୫ମ ପ୍ରତିଷ୍ଠା ବର୍ଷ ଉତ୍ସବ ପାଳିତ

ଗଣମାଧ୍ୟମ ସତ ଖବର ଉପରେ ଗୁରୁତ୍ୱ ଦେଉ : ପ୍ରତ୍ୟୁଷା ର ୫ମ ପ୍ରତିଷ୍ଠା ବର୍ଷ ଉତ୍ସବ ପାଳିତ

May 13, 2026
ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା, ବିଜେଡି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ

ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା, ବିଜେଡି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ

May 13, 2026
ବାଲିଗୁଡାରେ ଡିସିବି ବ୍ୟାଙ୍କର ନୂତନ ଶାଖା ଉଦ୍‌ଘାଟିତ

ବାଲିଗୁଡାରେ ଡିସିବି ବ୍ୟାଙ୍କର ନୂତନ ଶାଖା ଉଦ୍‌ଘାଟିତ

May 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

27 ବର୍ଷ ଧରି ଫେରାର ଥିବା ଆସାମୀ ଦ୍ୱୟ କୋର୍ଟରେ ଆତ୍ମସମର୍ପଣ : ଆଜୀବନ କାରାଦଣ୍ଡ ରାୟ ପ୍ରକାଶ ପାଇବା ପରେ ଉଭୟ ଗଲେ ଜେଲ

27 ବର୍ଷ ଧରି ଫେରାର ଥିବା ଆସାମୀ ଦ୍ୱୟ କୋର୍ଟରେ ଆତ୍ମସମର୍ପଣ : ଆଜୀବନ କାରାଦଣ୍ଡ ରାୟ ପ୍ରକାଶ ପାଇବା ପରେ ଉଭୟ ଗଲେ ଜେଲ

May 13, 2026
ଗଣମାଧ୍ୟମ ସତ ଖବର ଉପରେ ଗୁରୁତ୍ୱ ଦେଉ : ପ୍ରତ୍ୟୁଷା ର ୫ମ ପ୍ରତିଷ୍ଠା ବର୍ଷ ଉତ୍ସବ ପାଳିତ

ଗଣମାଧ୍ୟମ ସତ ଖବର ଉପରେ ଗୁରୁତ୍ୱ ଦେଉ : ପ୍ରତ୍ୟୁଷା ର ୫ମ ପ୍ରତିଷ୍ଠା ବର୍ଷ ଉତ୍ସବ ପାଳିତ

May 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version