• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସମାଜସେବୀ କଵି କୃଷ୍ଣ ଜଗଦ୍ଦେବଙ୍କ ରଚିତ କବିତା କୁସୁମାଞ୍ଜଳି ଲୋକାର୍ପିତ

Proprietor Abhimanyu Maharana by Proprietor Abhimanyu Maharana
May 17, 2026
in ଓଡ଼ିଶା, ପୁରୀ, ରାଜନୀତି, ହୋମ୍
0
ସମାଜସେବୀ କଵି କୃଷ୍ଣ ଜଗଦ୍ଦେବଙ୍କ ରଚିତ କବିତା କୁସୁମାଞ୍ଜଳି ଲୋକାର୍ପିତ
Share on FacebookShare on TwitterWhatsapp

ପୁରୀ (ଓଡିଶା ତାଜା ନ୍ୟୁଜ) ନି. ପ୍ର :- ବହୁ ପ୍ରତୀକ୍ଷିତ ସମାଜସେବୀ କବି କୃଷ୍ଣ ଜଗଦ୍ଦେବଙ୍କ ରଚିତ କବିତା କୁସୁମାଞ୍ଜଳି ଆଜି ପୁରୀସ୍ଥିତ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ ପ୍ରେକ୍ଷାଳୟରେ କେନ୍ଦ୍ରମନ୍ତ୍ରୀଙ୍କ ଦ୍ବାରା ଲୋକାର୍ପିତ ହୋଇଯାଇଛି । ଉତ୍ସବରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ କବିତା କୁସୁମାଞ୍ଜଳିର କଵି କୃଷ୍ଣ ଜଗଦ୍ଦେବ ଆଧ୍ୟାତ୍ମିକ ଦେଶଭକ୍ତି ଓ ସମାଜର ବିଭିନ୍ନ ସମସ୍ୟା ନେଇ ଯେଉଁ ସବୁ ବିଷୟର ଉପସ୍ଥାପନା କରିଛନ୍ତି ସେ ସବୁ ଉତ୍ତରପିଢ଼ି ପାଇଁ ପ୍ରେରଣାପ୍ରଦ ହେବ ବୋଲି ମତବ୍ୟକ୍ତ କରିଥିଲେ ।

ସମ୍ମାନିତ ଅତିଥି ଭାବରେ ପ୍ରଫେସର ବସନ୍ତ କୁମାର ପଣ୍ଡା, ବିଶିଷ୍ଟ ସାହିତ୍ୟିକ ତଥା ଓଡ଼ିଆ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସତ୍ୟନାରାୟଣ ଆଚାର୍ଯ୍ୟ, କଵି ରକ୍ଷକ ନାୟକ, ପୁରୀର ପୂର୍ବତନ ବିଧାୟକ ଜୟନ୍ତ କୁମାର ଷଢଙ୍ଗୀ କବିତା କୁସୁମାଞ୍ଜଳି ପୁସ୍ତକର ସମୀକ୍ଷା କରି ଏହାର ଉଚ୍ଚ ପ୍ରଶଂସା କରିଥିଲେ । ପ୍ରାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭବ୍ୟ ସ୍ୱାଗତ କରାଯାଇ ପୁଣ୍ୟାତ୍ମା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ପର୍ଯ୍ୟନ୍ତ ନିଆଯାଇଥିଲା ।

ସେଠାରେ ଶ୍ରୀ ପ୍ରଧାନ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ପ୍ରଦାନ କରିଥିଲେ । ସଭାକକ୍ଷରେ କବି ଶ୍ରୀ ଜଗଦ୍ଦେବ ସ୍ୱରଚିତ କବିତା କୁସୁମାଞ୍ଜଳି ପୁସ୍ତକ ପାଠକୀୟ ସ୍ୱୀକୃତି ପାଇ ସମାଜ କଲ୍ୟାଣରେ ଲାଗିଲେ, ସେ ଆନନ୍ଦିତ ହେବେ ବୋଲି କହିଥିଲେ ।ସୃଜନ ପ୍ରକାଶକ ସୁଧୀର ମଉଡମଣୀ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମକୁ ଅଭିନନ୍ଦନିକାର ସମ୍ପାଦକ ଶ୍ୟାମପ୍ରକାଶ ସେନାପତି ସଂଚାଳନ କରିଥିବା ବେଳେ ପୁରୀ ତଥା ସାରା ଜିଲ୍ଲାରୁ ତିନି ଶହରୁ ଉର୍ଦ୍ଧ୍ବ ବୁଦ୍ଧିଜିଵୀ ଓ ପ୍ରମୁଖ ବ୍ୟକ୍ତି ବିଶେଷ ଯୋଗଦାନ କରି ଏହି ଉତ୍ସବକୁ ଗୌରବମଣ୍ଡିତ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୪୭ ଦିନରେ ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁପଦଯାତ୍ରା

ଶିଶୁ ପ୍ରତିଭା ଅନ୍ବେଷଣ କାର୍ଯ୍ୟକ୍ରମ ୨୦୨୬

May 18, 2026
୪୭ ଦିନରେ ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁପଦଯାତ୍ରା

୪୭ ଦିନରେ ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁପଦଯାତ୍ରା

May 18, 2026
ପୁରୀଜିଲ୍ଲା ପାରମ୍ପରିକ ମତ୍ସ୍ୟକର୍ମୀ ୟୁନିଅନର ନୂତନ କର୍ମକର୍ତ୍ତା ଚୟନ

ପୁରୀଜିଲ୍ଲା ପାରମ୍ପରିକ ମତ୍ସ୍ୟକର୍ମୀ ୟୁନିଅନର ନୂତନ କର୍ମକର୍ତ୍ତା ଚୟନ

May 18, 2026
ମହୋଦଧିରେ ମିଶୁଛି ମହାନଗର ମଇଳା ପାଣି କଳା ପଡିଗଲାଣି ସ୍ବର୍ଣ୍ଣାଭ ବେଳାଭୂମି

ମହୋଦଧିରେ ମିଶୁଛି ମହାନଗର ମଇଳା ପାଣି କଳା ପଡିଗଲାଣି ସ୍ବର୍ଣ୍ଣାଭ ବେଳାଭୂମି

May 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୪୭ ଦିନରେ ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁପଦଯାତ୍ରା

ଶିଶୁ ପ୍ରତିଭା ଅନ୍ବେଷଣ କାର୍ଯ୍ୟକ୍ରମ ୨୦୨୬

May 18, 2026
୪୭ ଦିନରେ ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁପଦଯାତ୍ରା

୪୭ ଦିନରେ ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁପଦଯାତ୍ରା

May 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version