• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ ଜିଲ୍ଲା ଓଷ୍ଟାର ନୂତନ ନିର୍ବାଚିତ କର୍ମକର୍ତ୍ତା ଓ ଜିଲ୍ଳା ଶିକ୍ଷା ଅଧିକାରୀଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ

Proprietor Abhimanyu Maharana by Proprietor Abhimanyu Maharana
May 22, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ ଜିଲ୍ଲା ଓଷ୍ଟାର ନୂତନ ନିର୍ବାଚିତ କର୍ମକର୍ତ୍ତା ଓ ଜିଲ୍ଳା ଶିକ୍ଷା ଅଧିକାରୀଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ
Share on FacebookShare on TwitterWhatsapp

ନୟାଗଡ଼ (ଓଡିଶା ତାଜା ନ୍ୟୁଜ) ନି. ପ୍ର :- ନୟାଗଡ଼ ପଠାଣି ସାମନ୍ତ ସଂସ୍କୃତି ଭବନ ଠାରେ ଓଷ୍ଟାର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଓ ନିର୍ବାଚନ ଅନୁଷ୍ଠିତ ହୋଇଯାଇଅଛି । ଜିଲ୍ଳାର ମାଧ୍ୟମିକ ଶିକ୍ଷକ ସଂଗଠନର ସମସ୍ତ ପଞ୍ଜିକୃତ ଶିକ୍ଷକ ଶିକ୍ଷୟିତ୍ରୀମାନେ ଯଥା ୨୧୮ ଜଣ ଉପତ୍ସ୍ଥିତ ରହି ଏହି ନିର୍ବାଚନ ପ୍ରକ୍ରିୟାରେ ଅଂଗ୍ରହଣ କରିଥିଲେ। ଦୁଇଟି ପ୍ୟାନେଲ ମଧ୍ୟରେ ନିର୍ବାଚନ ଲଢ଼େଇ ହୋଇଥିଲା ଫଳରେ ଗୋଟିଏ ପ୍ୟାନେଲର ୧୩ ଜଣ ପ୍ରାର୍ଥୀ ବିପୁଳ ସମର୍ଥନରେ ଵିଜୟୀ ଲାଭ କରିଥିଲା । ନୟାଗଡ଼ ଜିଲ୍ଲା ଓଷ୍ଟାର ନୂତନ ଭାବରେ ନିର୍ବାଚିତ ହୋଇଥିବା କର୍ମକର୍ତ୍ତା ହେଲେ ସଭାପତି ଶ୍ରୀ ନିତ୍ୟାନନ୍ଦ ଦାସ(୧୩୪ ଖଣ୍ଡ ଭୋଟ),କାର୍ଯ୍ୟକାରୀ ସଭାପତି ଶ୍ରୀ ପ୍ରଭାକର ମିଶ୍ର(୧୩୦ଖଣ୍ଡ ଭୋଟ),ଉପ ସଭାପତି ଶ୍ରୀ ଶିବ ରାଉତ (୯୯ଖଣ୍ଡ ଭୋଟ) ,

ଉପ ସଭାପତି ଶ୍ରୀ ନିରାକାର ସ୍ୱାଇଁ(୮୮ ଖଣ୍ଡ ଭୋଟ), ଉପ ସଭାପତି ଶ୍ରୀମତୀ ହରପ୍ରିୟା ଗୁମାନସିଂହ(୧୪୧ ଖଣ୍ଡ ଭୋଟ), ସମ୍ପାଦକ -ଶ୍ରୀ ଦିବାକର ପାଇକରାୟ(୧୨୦ ଖଣ୍ଡ ଭୋଟ),ଏବଂ ଯୁଗ୍ମ ସମ୍ପାଦକ ଶ୍ରୀ ପ୍ରତାପ କୁମାର ପରିଡ଼ା (୧୨୦ ଖଣ୍ଡ ଭୋଟ), ଯୁଗ୍ମ ସମ୍ପାଦକ ଶ୍ରୀ ଲକ୍ଷ୍ମୀଧର ମହାପାତ୍ର(୮୯ ଖଣ୍ଡ ଭୋଟ), ଶ୍ରୀମତୀ ସବିତା କୁମାରୀ ସାହୁ(୧୩୧ଖଣ୍ଡ ଭୋଟ)ପ୍ରମୁଖ ନିର୍ବାଚିତ ହୋଇଛନ୍ତି।ଏହା ସହିତ କମିଟିର କାର୍ଯ୍ୟଧାରାକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ, କାର୍ଯ୍ୟକାରୀ ସଦସ୍ୟ ଭାବରେ ଶ୍ରୀ ଶେଖ ରଫିକ ଉଦ୍ଦିନ(୧୫୮ଖଣ୍ଡ ଭୋଟ), ଶ୍ରୀ ବିରଞ୍ଚିନାରାୟଣ ବେହେରା(୧୨୬ ଖଣ୍ଡ ଭୋଟ),

ଶ୍ରୀ ବିଭୂତି ଭୂଷଣ ରଣସିଂହ(୧୨୫ ଖଣ୍ଡ ଭୋଟ) ଏବଂ ଶ୍ରୀ ଭଗବାନ ଚୌଧୁରୀ (୧୧୨ ଖଣ୍ଡ ଭୋଟ) ପାଇ ନିର୍ବାଚିତ ହୋଇଛନ୍ତି । ରାଜ୍ଯ ଓଷ୍ଟା ସଂଘର ସଭାପତି ଓ ସମ୍ପାଦକ ଶ୍ରୀଯୁକ୍ତ ରଞ୍ଜନ କୁମାର ଦାସ ଅନ୍ୟାନ୍ୟ ପଦାଧିକାରୀ ବୃନ୍ଦ ଉପସ୍ଥିତ ରହି ନିର୍ବାଚିତ ପ୍ରତିନିଧି ମାନଙ୍କୁ ଶପଥ ପାଠ କରାଇଥିଲେ। ବିଶେଷ ସୂଚନା ଉପ ସଭାପତି ହୃଷୀକେଶ ବାରିକ ଏବଂ ଉପ ସଭାପତି ଶ୍ରୀ ନିରାକାର ସ୍ୱାଇଁ ଙ୍କ ଭୋଟ ସଂଖ୍ୟା ୮୮ ଖଣ୍ଡ ଅର୍ଥାତ୍ ସମାନ ରହିଥିବାରୁ ଧର୍ମ ଗୁଳା ଦ୍ୱାରା ଉପ ସଭାପତି ଶ୍ରୀ ନିରାକାର ସ୍ୱାଇଁ ବିଜୟୀ ହୋଇଥିଲେ।

ଆଜି ତା ୨୧/୦୫/୨୬ରିଖ ଜିଲ୍ଳାର ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଏବଂ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଚିତ୍ତରଞ୍ଜନ ପାଣ୍ଡେଙ୍କୁ ଓଷ୍ଟାର ନବ ନିର୍ବାଚିତ କର୍ମକର୍ତ୍ତା ଜିଲ୍ଳା ଶିକ୍ଷା ଅଧିକାରୀଙ୍କୁ ସୌଜନ୍ୟ ମୂଳକ ସାକ୍ଷାତକରି ଜିଲ୍ଲାର ବିଭିନ୍ନ ଶିକ୍ଷା ସମସ୍ୟା ଉପରେ ଆଲୋକପାତ କରିଥିଲେ । ଜିଲ୍ଲାରେ ଶିକ୍ଷାର ସାମଗ୍ରିକ ବିକାଶ ପାଇଁ ମିଳିତ ପ୍ରୟାସ ଅବଶ୍ୟକ ବୋଲି ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଶ୍ରୀଯୁକ୍ତ ଶରତ କୁମାର ସାହୁ,ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ, ଜିଲ୍ଲା ଶିକ୍ଷାଧିକାରୀ ମତବ୍ୟକ୍ତ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ସ୍ତରୀୟ ବିଜୁ ମହିଳା ଜନତା ଦଳ ପକ୍ଷରୁ “ନାରୀ ଅଧିକାର ଅଭିଯାନ : ମହିଳାଙ୍କ ସ୍ୱାଭିମାନ ଓ ଅଭିମାନ ଉପରେ କୁଠାରଘାତ – ପ୍ରସନ୍ନ

ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ସ୍ତରୀୟ ବିଜୁ ମହିଳା ଜନତା ଦଳ ପକ୍ଷରୁ “ନାରୀ ଅଧିକାର ଅଭିଯାନ : ମହିଳାଙ୍କ ସ୍ୱାଭିମାନ ଓ ଅଭିମାନ ଉପରେ କୁଠାରଘାତ – ପ୍ରସନ୍ନ

May 22, 2026
 Odia Samaj Abudhabi Celebrates Utkarsha Utshav 

ଆବୁଧାବି ଓଡିଆ ସମାଜ ପକ୍ଷରୁ ଉତ୍କର୍ଷ ଉତ୍ସବ ପାଳନ

May 22, 2026
 Odia Samaj Abudhabi Celebrates Utkarsha Utshav 

 Odia Samaj Abudhabi Celebrates Utkarsha Utshav 

May 22, 2026
ଅତର୍କିତ ଅବକାରୀ ବିଭାଗର ଚଢାଉ, ଜବତ ହେଲା ୨୬୯୫ ଲିଟର ଚୋରା ଦେଶୀ ମଦ

ଅତର୍କିତ ଅବକାରୀ ବିଭାଗର ଚଢାଉ, ଜବତ ହେଲା ୨୬୯୫ ଲିଟର ଚୋରା ଦେଶୀ ମଦ

May 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ସ୍ତରୀୟ ବିଜୁ ମହିଳା ଜନତା ଦଳ ପକ୍ଷରୁ “ନାରୀ ଅଧିକାର ଅଭିଯାନ : ମହିଳାଙ୍କ ସ୍ୱାଭିମାନ ଓ ଅଭିମାନ ଉପରେ କୁଠାରଘାତ – ପ୍ରସନ୍ନ

ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ସ୍ତରୀୟ ବିଜୁ ମହିଳା ଜନତା ଦଳ ପକ୍ଷରୁ “ନାରୀ ଅଧିକାର ଅଭିଯାନ : ମହିଳାଙ୍କ ସ୍ୱାଭିମାନ ଓ ଅଭିମାନ ଉପରେ କୁଠାରଘାତ – ପ୍ରସନ୍ନ

May 22, 2026
 Odia Samaj Abudhabi Celebrates Utkarsha Utshav 

ଆବୁଧାବି ଓଡିଆ ସମାଜ ପକ୍ଷରୁ ଉତ୍କର୍ଷ ଉତ୍ସବ ପାଳନ

May 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version