• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ ୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

Proprietor Abhimanyu Maharana by Proprietor Abhimanyu Maharana
May 24, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ ୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ
Share on FacebookShare on TwitterWhatsapp

ନୟାଗଡ଼ (ଓଡିଶା ତାଜା ନ୍ୟୁଜ) ନି. ପ୍ର :- ନୟାଗଡ଼ ଜିଲ୍ଲାରେ ସୃଷ୍ଟି ହୋଇଥିବା ବିଦ୍ୟୁତ୍ ବିଭ୍ରାଟକୁ ନେଇ ଆସନ୍ତା ୨୫ ତାରିଖ ସୋମବାର ବିଦ୍ୟୁତ୍ କାର୍ଯ୍ୟାଳୟ ଘେରାଉ କରିବାକୁ ଚେତାବନୀ ଦେଇଛି ବିଜୁ ଜନତା ଦଳ । ଆଜି ଜିଲ୍ଲା ବିଜେଡି କାର୍ଯ୍ୟାଳୟରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ରାଜ୍ୟ ସରକାରଙ୍କ ଅପରଗତା ଯୋଗୁଁ ବିଦ୍ୟୁତ୍ ବିଭ୍ରାଟ ପରିସ୍ଥିତି ସୃଷ୍ଟି ହୋଇଥିବା କହିଛନ୍ତି । ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ବିଜୁଳି କାଟ ହେବ ନାହିଁ ବୋଲି ଘୋଷଣା କରିଥିବା ବେଳେ ଏବେ ପରିସ୍ଥିତି ଭୟଙ୍କର ସମୟରେ ବିଭିନ୍ନ ଆଳ ଦେଖାଉଥିବା ଅଭିଯୋଗ କରିଛନ୍ତି ।

ସାଧାରଣ ଲୋକ, ରୋଗୀ ଓ ଛାତ୍ରଛାତ୍ରୀମାନେ ବିଦ୍ୟୁତ୍ ବିଭ୍ରାଟ କାରଣରୁ ନାହିଁ ନଥିବା ହଇରାଣ ହେଉଛନ୍ତି । ଭାରପ୍ରାପ୍ତ ଟାଟା ପାୱାର ଯେଭଳି ଖାମଖିଆଲି ଢଙ୍ଗରେ ବିଜୁଳି ଶକ୍ତି ପରିଚାଳନା କରି ଲକ୍ଷ ଲକ୍ଷ ବିଦ୍ୟୁତ୍ ଉପଭୋକ୍ତାଙ୍କୁ ଘୋର ସଙ୍କଟ ଭିତରକୁ ଠେଲୁଛି । ବିଜୁ ଜନତା ଦଳ ଏହାର ଦୃଢ଼ ନିନ୍ଦା କରିବା ସହିତ ତୁରନ୍ତ ଏହାର ପ୍ରତିକାର ପାଇଁ ଦାବୀ ରଖିଛି। ସ୍ମାର୍ଟ ମିଟର ବସାଇ ଅଘୋଷିତ ଭାବରେ ରାତି ଅଧିଆ ଲାଇନ କାଟି ଦେଉଥିବା ଟାଟା ପାୱାର ଯେତେବେଳେ ବିଦ୍ୟୁତ୍ ଶୁଳ୍କ ଆଦାୟରେ ଏକ ଘଣ୍ଟା ବି ବିଳମ୍ବ କରୁନାହିଁ,

ସେତିକି ବେଳେ ମରାମତି ଆଳରେ ଘଣ୍ଟା ଘଣ୍ଟା, ଦିନ ଦିନ ଧରି ବିଜୁଳି କାଟିବା, ଉପଭୋକ୍ତାଙ୍କୁ ଅନ୍ଧାରରେ ରଖିବା, ଲୋ- ଭୋଲଟେଜ ସମସ୍ୟା ସୃଷ୍ଟିକରି ଲକ୍ଷ ଲକ୍ଷ ଟଙ୍କାର ମୋଟର, କମ୍ପୁଟରକୁ ପୋଡି ଅଚଳ କରିଦେବା , ରୋଗୀ, ଵୃଦ୍ଧ, ଶିଶୁଙ୍କୁ ଗରମରେ ସଢ଼ାଇ ମାରିବା, ସ୍ୱାସ୍ଥ୍ୟକେନ୍ଦ୍ର ଓ ପାନୀୟ ଜଳ ଯୋଗାଣରେ ଅଚଳାବସ୍ଥା ସୃଷ୍ଚି ହେବା, ଅଫିସ ଦପ୍ତରର କମ୍ପ୍ୟୁଟରକୁ ନିକମା କରି ଲୋକଙ୍କ କାମରେ ବ୍ୟାଘାତ ସୃଷ୍ଟି କରିବା , ପୁଣି ବିଦ୍ୟୁତ୍ ଶୁଳ୍କ ବୃଦ୍ଧି କରିବା ଭଳି ଉପଭୋକ୍ତା – ବିରୋଧୀ ପଦକ୍ଷେପରେ ସାମାନ୍ୟ ହେଳା କରୁନାହିଁ ଟାଟା ପାୱାର ।

ବିଜେପି ସରକାର ତିନି ଶହ ୟନିଟ୍ ବିଦ୍ୟୁତ୍ ବିଲ୍ ଛାଡ କରିବାରେ ସରକାରୀ ଘୋଷଣା ନାମା ଶୀତଳ ଭଣ୍ଡାରକୁ ଚାଲି ଯାଇଛି। ସମଗ୍ର ଜିଲ୍ଲାରକୁ ନିରନ୍ତର ବିଦ୍ୟୁତ୍ ଯୋଗାଣ, ୩ ଶହ ୟୁନିଟ୍ ମାଗଣ ବିଦ୍ୟୁତ୍‌, ମାତ୍ରଧିକ ଦେୟ ଆଦାୟ କମାଇବା, କୃଷ୍‌ି କ୍ଷେତକୁ ମାଗଣ ବିଦ୍ୟୁତ୍ ଯୋଗାଣ ପାଇଁ ନୟାଗଡ଼ ବିଧାୟକ ଦାବି ରଖିଛନ୍ତି । ଆସନ୍ତା ୨୫ ତାରିଖ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ କରିବା ପାଇଁ ଆହ୍ୱାନ ଦେଇଛନ୍ତି ।

ଏହି ସମ୍ମିଳନୀରେ ନୟାଗଡ଼ ବ୍ଲକ ବିଜେଡି ସଭାପତି ଭଞ୍ଜକିଶୋର ମହାପାତ୍ର, ପୈାରାଞ୍ଚଳ ସଭାପତି ଦାଶରଥି ସାହୁ, ଜିଲ୍ଲା ଯୁବ ବିଜେଡି ସଭାପତି ଦୁର୍ଯ୍ୟୋଧନ ବେହେରା, ଜିଲ୍ଲା ପରିଷଦ ସଦସ୍ୟ ସରୋଜ ରଣସିଂ, ସୁବାଷ କହଁର, କ୍ଷୀରୋଦ ମହାପାତ୍ର, ବ୍ଲକ ଉପାଧ୍ୟକ୍ଷ ଲକ୍ଷ୍ମୀପ୍ରିୟା ବେହେରା, ପୂର୍ବତନ ଛାତ୍ର ବିଜେଡି ସଭାପତି ନୀଳମାଧବ ପଣ୍ଡା ପ୍ରମୂଖ ଉପସ୍ଥିତ ରହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡିଶୀ ନୃତ୍ୟ ଗୁରୁ ମାଧବ ଚନ୍ଦ୍ର ପଲେଇ ସମ୍ମାନିତ ବିଶିଷ୍ଟ ବର୍ଷୀୟାନ ଓଡିଶୀ ନୃତ୍ୟ ଗୁରୁ

ଓଡିଶୀ ନୃତ୍ୟ ଗୁରୁ ମାଧବ ଚନ୍ଦ୍ର ପଲେଇ ସମ୍ମାନିତ ବିଶିଷ୍ଟ ବର୍ଷୀୟାନ ଓଡିଶୀ ନୃତ୍ୟ ଗୁରୁ

May 24, 2026
ସମର୍ପଣ ବୃଦ୍ଧାଶ୍ରମରେ ଜନ୍ମଦିବସ ପାଳିଲେ ବିଧାୟକଙ୍କ ପତ୍ନୀ

ସମର୍ପଣ ବୃଦ୍ଧାଶ୍ରମରେ ଜନ୍ମଦିବସ ପାଳିଲେ ବିଧାୟକଙ୍କ ପତ୍ନୀ

May 24, 2026
ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ ୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ ୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

May 24, 2026
ଗଣମାଧ୍ୟମର ସମାଲୋଚନା ପରେ ଚୈତନ୍ୟ ଉଦୟ ହେଲା ବାଚସ୍ପତିଙ୍କର

ଗଣମାଧ୍ୟମର ସମାଲୋଚନା ପରେ ଚୈତନ୍ୟ ଉଦୟ ହେଲା ବାଚସ୍ପତିଙ୍କର

May 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡିଶୀ ନୃତ୍ୟ ଗୁରୁ ମାଧବ ଚନ୍ଦ୍ର ପଲେଇ ସମ୍ମାନିତ ବିଶିଷ୍ଟ ବର୍ଷୀୟାନ ଓଡିଶୀ ନୃତ୍ୟ ଗୁରୁ

ଓଡିଶୀ ନୃତ୍ୟ ଗୁରୁ ମାଧବ ଚନ୍ଦ୍ର ପଲେଇ ସମ୍ମାନିତ ବିଶିଷ୍ଟ ବର୍ଷୀୟାନ ଓଡିଶୀ ନୃତ୍ୟ ଗୁରୁ

May 24, 2026
ସମର୍ପଣ ବୃଦ୍ଧାଶ୍ରମରେ ଜନ୍ମଦିବସ ପାଳିଲେ ବିଧାୟକଙ୍କ ପତ୍ନୀ

ସମର୍ପଣ ବୃଦ୍ଧାଶ୍ରମରେ ଜନ୍ମଦିବସ ପାଳିଲେ ବିଧାୟକଙ୍କ ପତ୍ନୀ

May 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version