• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡିଶୀ ନୃତ୍ୟ ଗୁରୁ ମାଧବ ଚନ୍ଦ୍ର ପଲେଇ ସମ୍ମାନିତ ବିଶିଷ୍ଟ ବର୍ଷୀୟାନ ଓଡିଶୀ ନୃତ୍ୟ ଗୁରୁ

Proprietor Abhimanyu Maharana by Proprietor Abhimanyu Maharana
May 24, 2026
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଓଡିଶୀ ନୃତ୍ୟ ଗୁରୁ ମାଧବ ଚନ୍ଦ୍ର ପଲେଇ ସମ୍ମାନିତ ବିଶିଷ୍ଟ ବର୍ଷୀୟାନ ଓଡିଶୀ ନୃତ୍ୟ ଗୁରୁ
Share on FacebookShare on TwitterWhatsapp

ବାଣପୁର (ଓଡିଶା ତାଜା ନ୍ୟୁଜ) ନି. ପ୍ର :- ମାଧବ ଚନ୍ଦ୍ର ପଲେଇ ଙ୍କୁ ରାଉରକେଲା ସ୍ଥିତ ଶ୍ରୀ ଜଗନ୍ନାଥ କଳା ପରିଷଦ ପକ୍ଷରୁ ତାଙ୍କର ନିରବଛିନ୍ନ ନୃତ୍ୟ ସାଧନା ଓ ଶିକ୍ଷା ପାଇଁ ସମ୍ବର୍ଦ୍ଧିତ କରାଯାଇଛି । ଶ୍ରୀ ଜଗନ୍ନାଥ କଳା ପରିଷଦ ପକ୍ଷରୁ ସିଭିକ ସେଣ୍ଟର, ରାଉରକେଲା ଠାରେ ଦ୍ବିବସୀୟ ରାଜ୍ୟସ୍ତରୀୟ ଶାସ୍ତ୍ରୀୟ ନୃତ୍ୟ ଉତ୍ସବ ଅବସରରେ ଏହି ସମ୍ବର୍ଦ୍ଧନା ମାନ୍ୟ ଗଣ୍ୟ ଅତିଥି ମାନଙ୍କ ଦ୍ୱାରା ପ୍ରଦାନ କରାଯାଇଛି ।

ସୂଚନା ଯୋଗ୍ୟ ଯେ, ଶ୍ରୀ ପଲେଇ ଗୁରୁ ସ୍ବର୍ଗତ କେଳୁଚରଣ ମହାପାତ୍ର ଓ ପଙ୍କଜ ଚରଣ ଦାସ ଙ୍କ ସୁଯୋଗ୍ୟ ଶିଷ୍ୟ ରୂପେ ଗତ ପାଞ୍ଚ ଦଶନ୍ଧି ଧରି ରାଜ୍ୟ ଓ ରାଜ୍ୟ ବାହାରେ ତଥା ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦେଶ ମାନ ଙ୍କରେ ଓଡିଶୀ ର ପ୍ରଚାର ଓ ପ୍ରସାର ପାଇଁ ବିଭିନ୍ନ ସାଂସ୍କୃତିକ ଅନୁଷ୍ଠାନ ମାଧ୍ୟମରେ କାର୍ଯ୍ୟରତ ଅଛନ୍ତି । ଶ୍ରୀ ପଲେଇ ଙ୍କ ଜନ୍ମସ୍ଥାନ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ମଙ୍ଗରାଜପୁର ଗ୍ରାମରେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
 मराठी चित्रपटाला सोन्याचे दिवस

 मराठी चित्रपटाला सोन्याचे दिवस

May 24, 2026
ଓଡିଶୀ ନୃତ୍ୟ ଗୁରୁ ମାଧବ ଚନ୍ଦ୍ର ପଲେଇ ସମ୍ମାନିତ ବିଶିଷ୍ଟ ବର୍ଷୀୟାନ ଓଡିଶୀ ନୃତ୍ୟ ଗୁରୁ

ଓଡିଶୀ ନୃତ୍ୟ ଗୁରୁ ମାଧବ ଚନ୍ଦ୍ର ପଲେଇ ସମ୍ମାନିତ ବିଶିଷ୍ଟ ବର୍ଷୀୟାନ ଓଡିଶୀ ନୃତ୍ୟ ଗୁରୁ

May 24, 2026
ସମର୍ପଣ ବୃଦ୍ଧାଶ୍ରମରେ ଜନ୍ମଦିବସ ପାଳିଲେ ବିଧାୟକଙ୍କ ପତ୍ନୀ

ସମର୍ପଣ ବୃଦ୍ଧାଶ୍ରମରେ ଜନ୍ମଦିବସ ପାଳିଲେ ବିଧାୟକଙ୍କ ପତ୍ନୀ

May 24, 2026
ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ ୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ ୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

May 24, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

 मराठी चित्रपटाला सोन्याचे दिवस

 मराठी चित्रपटाला सोन्याचे दिवस

May 24, 2026
ଓଡିଶୀ ନୃତ୍ୟ ଗୁରୁ ମାଧବ ଚନ୍ଦ୍ର ପଲେଇ ସମ୍ମାନିତ ବିଶିଷ୍ଟ ବର୍ଷୀୟାନ ଓଡିଶୀ ନୃତ୍ୟ ଗୁରୁ

ଓଡିଶୀ ନୃତ୍ୟ ଗୁରୁ ମାଧବ ଚନ୍ଦ୍ର ପଲେଇ ସମ୍ମାନିତ ବିଶିଷ୍ଟ ବର୍ଷୀୟାନ ଓଡିଶୀ ନୃତ୍ୟ ଗୁରୁ

May 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version