• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରଶାସନିକ ପକ୍ଷରୁ ସ୍ୱତନ୍ତ୍ର ସଘନ ସଂଶୋଧନ ସଂପର୍କ ରେ ରାଜନୈତିକ ଦଳ ପ୍ରତିନିଧି ମାନଙ୍କୁ ନେଇ ବୈଠକ

Proprietor Abhimanyu Maharana by Proprietor Abhimanyu Maharana
May 25, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
ପ୍ରଶାସନିକ ପକ୍ଷରୁ ସ୍ୱତନ୍ତ୍ର ସଘନ ସଂଶୋଧନ ସଂପର୍କ ରେ ରାଜନୈତିକ ଦଳ ପ୍ରତିନିଧି ମାନଙ୍କୁ ନେଇ ବୈଠକ
Share on FacebookShare on TwitterWhatsapp

ବାଲିଗୁଡା  (ଓଡିଶା ତାଜା ନ୍ୟୁଜ) ନି. ପ୍ର :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡର ୮୨ ନଂ.ବାଲିଗୁଡା ନିର୍ବାଚନ ମଣ୍ଡଳୀ ଓ ୮୩ ନଂ.ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର ସ୍ୱତନ୍ତ୍ର ସଘନ ସଂଶୋଧନ ସଂପର୍କ ରେ ପ୍ରଶାସନ ପକ୍ଷରୁ ବିଭିନ୍ନ ରାକନୈତିକ ଦଳ ର ପ୍ରତିନିଧି ମାନଙ୍କୁ ନେଇ ଏକ ବୈଠକ ଉପଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି l ଅନୁଷ୍ଠିତ ବୈଠକରେ ୮୨ ନଂ. ବାଲିଗୁଡା ନିର୍ବାଚନ ମଣ୍ଡଳୀର ନିର୍ବାଚନ ପଞ୍ଜିକରଣ ଅଧିକାରୀ ତଥା ବାଲିଗୁଡା ଉପଜିଲ୍ଲାପାଳ ଶ୍ରୀମତୀ ପ୍ରଣୀତା ଦାସ ଓ ୮୩ ନଂ.ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର ନିର୍ବାଚନ ପଞ୍ଜିକରଣ ଅଧିକାରୀ ତଥା କନ୍ଧମାଳ ଏଡିଏମ କୁଶଳ ଚନ୍ଦ୍ର ନାୟକ ଅଧ୍ୟକ୍ଷତା କରି ସ୍ୱତନ୍ତ୍ର ସଘନ ସଂଶୋଧନ ସଂପର୍କରେ ଥିବା ବିଭିନ୍ନ ଦିଗ ଉପରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋକପାତ କରିଥିଲେ l

ଦୁଇ ନିର୍ବାଚନ ମଣ୍ଡଳୀର ରାଜନୈତିକ ଦଳର ପ୍ରତିନିଧି ମାନଙ୍କୁ ନେଇ ସ୍ୱତନ୍ତ୍ର ସଘନ ସଂଶୋଧନ ପ୍ରକ୍ରିୟା ସଂପର୍କ ରେ ଆଲୋକପାତ କରିଥିଲେ l ସମଗ୍ର କନ୍ଧମାଳ ଜିଲ୍ଲାରେ ଏକ ସୁଗମ ଏବଂ ସ୍ୱଚ୍ଛ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ସୁନିଶ୍ଚିତ କରିବା ପାଇଁ ଆଗାମୀ ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ଏବଂ ଚଳିତ ମାସ ୩୦ ତାରିଖ ରୁ ବିଏଲଓ ମାନଙ୍କ ଦ୍ୱାରା ଘର ଘର ପରିଦର୍ଶନ ଆରମ୍ଭ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏହି ବୈଠକରେ ବିଡ଼ିଓଙ୍କ ସହିତ ସମସ୍ତ ରାଜନୈତକ ଦଳର ପ୍ରତିନିଧି ମାନେ ଉପସ୍ଥିତ ଥିଲେ l ଭୋଟର ତାଲିକା ସଂଶୋଧନ (SIR) ଜନିତ ପ୍ରଶାସନ ଓ ଭାରତର ନିର୍ବାଚନ କମିଶନ ତା ୦୧,୦୭,୨୦୨୬ କୁ ନୂତନ ଭୋଟର ମାନଙ୍କ ନିମନ୍ତେ ଯୋଗ୍ୟତା ତାରିଖ ରଖିଛନ୍ତି l

ଏହି ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମରେ କେହି ହେଲେ ଜଣେ ଯୋଗ୍ୟ ଭୋଟର , ଯେପରି ତାଲିକାରୁ ବାଦ ନ ପଡନ୍ତୁ ଏବଂ କେହି ହେଲେ ଜଣେ ଅଯୋଗ୍ୟ ଭୋଟର, ତାଲିକାରେ ନ ରୁହନ୍ତୁ ସଂଶୋଧନର ମୂଳ ଲକ୍ଷ ଅଟେ l ଏହି ସ୍ଵତନ୍ତ୍ର ତୀବ୍ର ଭୋଟର ତାଲିକା ସଂଶୋଧନ କାର୍ଯ୍ୟରେ ଯୋଗ୍ୟତା ତାରିଖ ୦୧,୦୭ ,୨୦୨୬ ରିଖ ଥିବା ବେଳେ ପ୍ରସ୍ତୁତି ,ତାଲିମ ଓ ପ୍ରିଣ୍ଟିଙ୍ଗ ୨୦.୦୫ ,୨୦୨୬ ରୁ ୨୯ ,୦୫ ,୨୦୨୬, ବୁଥ ଲେବଲ ଅଫିସର ଘର ଘର ବୁଲି ତଥ୍ୟ ସଂଗ୍ରହ କରିବା ୩୦,୦୫,୨୦୨୬ରୁ ୨୮,୦୬,୨୦୨୬ , ମତଦାନ କେନ୍ଦ୍ର ସଙ୍ଗତି କରଣ ପାଇଁ ତା ୨୮.୦୬.୨୦୨୬ ରିଖ, ଭୋଟର ତାଲିକା ପ୍ରକାଶନ ପାଇଁ ତା ୦୫.୦୬.୨୦୨୬ ରିଖ ,

ଆପତ୍ତି ଅଭିଯୋଗ ଗ୍ରହଣ କାରିବା ନିମନ୍ତେ ତା ୦୫ ୦୭ ୨୦୨୬ରୁ ୦୪,୦୮.୨୦୨୬ ରିଖ ପର୍ଯ୍ୟନ୍ତ, ଆପତ୍ତି ଅଭିଯୋଗର ସମାଧାନ ନିମନ୍ତେ ୫.୦୭.୨୦୨୬ ରୁ ୦୨.୦୯.୨୦୨୬ ଏବଂ ଚୂଡାନ୍ତ ଭୋଟର ତାଲିକା ପ୍ରକାଶନ ପାଇଁ ତା ୦୬/୦୯/୨୦୨୬ରିଖ ନିର୍ବାଚନ କମିଶନ ପକ୍ଷରୁ ସ୍ଥିର କରାଯାଇଅଛି l ସେହି ପରି ଭୋଟର ତାଲିକାରେ ନାମ ଯୋଗ କରିବା ନିମନ୍ତେ ,ନାମ କାଟିବା ନିମନ୍ତେ ଏବଂ ପରିବର୍ତ୍ତନ ନିମନ୍ତେ ନାଗରିକ ମାନେ ଅନଲାଇନ ଇସିଆଇ ନେଟ ବ୍ୟବହାର କରିପାରିବେ l ଏହି ସ୍ୱତନ୍ତ୍ର ଭୋଟର ତାଲିକା ତିବ୍ର ସଂଶୋଧନ କାର୍ଯ୍ୟ କୁ ସମସ୍ତ ରାଜନୈତିକ ଦଳ ବୁଥ ସ୍ତରୀୟ ଅଧିକାରୀ ମାନଙ୍କୁ ସହଯୋଗ କରି ବାଲିଗୁଡା ଓ ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର ଏସଆଇଆର କାର୍ଯ୍ୟକୁ ତୃଟିଶୁନ୍ୟ କରିବାକୁ ବୈଠକରେ ରାଜନୈତିକ ନେତ୍ରୁ ବର୍ଗଙ୍କ ସହାୟତା ଲୋଡ଼ିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

June 15, 2026
ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

June 15, 2026
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ

ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ

June 15, 2026
ଦିଘାରୁ ହଟିଲା ‘ଧାମ’ ଶବ୍ଦ : ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

ଦିଘାରୁ ହଟିଲା ‘ଧାମ’ ଶବ୍ଦ : ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

June 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

June 15, 2026
ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

ଦ୍ୱିତୀୟ ବାର୍ଷିକ ରଜ ମଉଜ ଉତ୍ସବ ଉଦଘାଟିତ

June 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version