ବାଲିଗୁଡା (ଓଡିଶା ତାଜା ନ୍ୟୁଜ) ନି. ପ୍ର :- ଶ୍ରୀଜଗନ୍ନାଥ ପାଇକ ଖଣ୍ଡାୟତ କୁଳ ସମାଜ କନ୍ଧମାଳ ର ନିର୍ଦ୍ଦେଶ କ୍ରମେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ରେ କୁଳ ସମାଜ ଗଠନ ପାଇଁ ପ୍ରଥମ ବୈଠକ ସ୍ଥାନୀୟ ମାଁ ବରାଳ ଦେବୀ ମନ୍ଦିର ପ୍ରାଙ୍ଗଣ ରେ ମୃତ୍ୟୁଞ୍ଜୟ ପ୍ରଧାନୀ ଙ୍କ ଆବାହନ କ୍ରମେ ଜିଲ୍ଳା ସମ୍ପାଦକ ଶ୍ରୀକାନ୍ତ ଦଳ ବେହେରା ଙ୍କ ଉପସ୍ଥିତି ରେ କୁଳ ସମାଜ ର ଆରାଧ୍ୟ ଦେବତା ଶ୍ରୀ ଜଗନ୍ନାଥ ଙ୍କ ଫୋଟ ଚିତ୍ରରେ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ପୁଷ୍ପ ମାଲ୍ୟାର୍ପଣ କରି ଅନୁଷ୍ଠାନିକ ଭାବେ ଶୁଭ ଉଦଘାଟନ କରିଥିଲେ l















