• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ପଦ୍ମପୁର – କରୋନା ମହାମାରୀ ମଣିଷର ଆର୍ଥିକ ମେରୁଦଣ୍ଡକୁ ମଧ୍ୟ ପ୍ରଭାବିତ କରିଛି

Proprietor Abhimanyu Maharana by Proprietor Abhimanyu Maharana
September 29, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ପଦ୍ମପୁର – କରୋନା ମହାମାରୀ ମଣିଷର ଆର୍ଥିକ ମେରୁଦଣ୍ଡକୁ ମଧ୍ୟ ପ୍ରଭାବିତ କରିଛି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୯ ସେପ୍ଟେମ୍ବର,ମଙ୍ଗଳବାର) ପଦ୍ମପୁର :- କୄଷି କ୍ଷେତ୍ରରେ ସରକାରଙ୍କ କଟକଣା କୋହଲ ହେଲାପରେ ଚାଷୀମାନେ ବହୁ ଉତ୍ସକତା ସହ ଚାଷ କାମରେ ଲାଗିପଡିଥିଲେ । ସମବାୟ ସମିତି ଏବଂ ଧାର କରଜ କରି ଚାଷୀମାନେ ଚାଷ କରିଛନ୍ତି । ହେଲେ ଚଲିତ ବର୍ଷ ଅଦିନିଆ ବର୍ଷା,ଅଧିକ ବର୍ଷା ଓ ପାଗ ଚାଷ ପାଇଁ ଅନୁକୁଲ ହୋଇନଥିବାରୁ ବର୍ତ୍ତମାନ ଧାନ ଫସଲ ବିଭିନ୍ନ ରୋଗପୋକ ଦ୍ବାରା ଆକ୍ରାନ୍ତ ହୋଇ ଫସଲ।ନଷ୍ଟ ହେଉଛି । ରୋଗପୋକ ଦମନ ପାଇଁ ଚାଷୀମାନେ ବଜାରରୁ ବହୁ ମୂଲ୍ୟରେ କୀଟନାଶକ କିଣି ସିଞ୍ଚନ କଲେ ମଧ୍ୟ କୌଣସି ସୁଫଲ ମିଳୁନାହିଁ କେବଲ କୀଟନାଶକ ଦୋକାନୀ ଅର୍ଥ ଉପାର୍ଜନ କରୁଛନ୍ତି ।

ରୋଗପୋକ ଆକ୍ରାନ୍ତ ଯୋଗୁଁ ଚଲିତ ବର୍ଷ ଏକଚତୁର୍ଥାଂଶ ଫସଲ ଅମଲ ହେବ ନା ନାହିଁ ଦ୍ବନ୍ଦରେ ଚାଷୀ । ରୋଗପୋକ ଦମନ ପାଇଁ କୌଣସି ବ୍ୟବସ୍ଥା କରାନଗଲେ ଆଗାମୀ ଦିନରେ ସମବାୟ ସମିତିରୁ ଆଣିଥିବା ୠଣ ପରିଶୋଧ କରିବା ପାଇଁ ମଧ୍ୟ ଅକ୍ଷମ ହେବେ ବୋଲି ଚାଷୀମାନେ ଅଭିଯୋଗ କରିଛନ୍ତି । ଏହି ସବୁ ଅଭିଯୋଗ ନେଇ ପଦ୍ମପୁର ବ୍ଲକ ଭେଉଁରିଆ ଗ୍ରାମର ଚାଷୀମାନେ ଆଜି ପଦ୍ମପୁର ଉପଜିଲ୍ଲାପାଳ ଓ ଜିଲ୍ଲା କୄଷି ଅଧିକାରୀଙ୍କୁ ଲିଖିତ ଭାବରେ ଅଭିଯୋଗ କରିଛନ୍ତି । (ରିପୋର୍ଟ – ନିରୋଜ କୁମାର ପାଣୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ୱାସ୍ଥ୍ୟ, ଶିକ୍ଷାଠାରୁ ଆରମ୍ଭ କରି ପରିବେଶ ସୁରକ୍ଷା ଓ ଅସହାୟ ବୃଦ୍ଧବୃଦ୍ଧାଙ୍କ ସେବାକୁ ଗୁରୁତ୍ୱ

ସ୍ୱାସ୍ଥ୍ୟ, ଶିକ୍ଷାଠାରୁ ଆରମ୍ଭ କରି ପରିବେଶ ସୁରକ୍ଷା ଓ ଅସହାୟ ବୃଦ୍ଧବୃଦ୍ଧାଙ୍କ ସେବାକୁ ଗୁରୁତ୍ୱ

September 26, 2026
ଗଜପତି ଜିଲ୍ଲାରେ ସମବାୟସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଜପତି ଜିଲ୍ଲାରେ ସମବାୟସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ କାର୍ଯ୍ୟକ୍ରମ ଅନୁଷ୍ଠିତ

September 26, 2026
ଭୁବନେଶ୍ବର ରୁ ଗୁଣୁପୁର ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଟ୍ରେନ ଧକ୍କାରେ ଆନ୍ଧ୍ରର ଟେକାଲି ନିକଟରେ ରେଳ ଧାରଣାରେ ୪ ଜଣ ଛାତ୍ରଙ୍କ ମୃତ୍ୟୁ ଜଣେ ଗୁରୁତର

ଭୁବନେଶ୍ବର ରୁ ଗୁଣୁପୁର ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଟ୍ରେନ ଧକ୍କାରେ ଆନ୍ଧ୍ରର ଟେକାଲି ନିକଟରେ ରେଳ ଧାରଣାରେ ୪ ଜଣ ଛାତ୍ରଙ୍କ ମୃତ୍ୟୁ ଜଣେ ଗୁରୁତର

September 26, 2026
ଅଚ୍ୟୁତ ସାମନ୍ତଙ୍କୁ ଏକାଧିକ ଅନ୍ତର୍ଜାତୀୟ ସମ୍ମାନ

ଅଚ୍ୟୁତ ସାମନ୍ତଙ୍କୁ ଏକାଧିକ ଅନ୍ତର୍ଜାତୀୟ ସମ୍ମାନ

September 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ୱାସ୍ଥ୍ୟ, ଶିକ୍ଷାଠାରୁ ଆରମ୍ଭ କରି ପରିବେଶ ସୁରକ୍ଷା ଓ ଅସହାୟ ବୃଦ୍ଧବୃଦ୍ଧାଙ୍କ ସେବାକୁ ଗୁରୁତ୍ୱ

ସ୍ୱାସ୍ଥ୍ୟ, ଶିକ୍ଷାଠାରୁ ଆରମ୍ଭ କରି ପରିବେଶ ସୁରକ୍ଷା ଓ ଅସହାୟ ବୃଦ୍ଧବୃଦ୍ଧାଙ୍କ ସେବାକୁ ଗୁରୁତ୍ୱ

September 26, 2026
ଗଜପତି ଜିଲ୍ଲାରେ ସମବାୟସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଜପତି ଜିଲ୍ଲାରେ ସମବାୟସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ କାର୍ଯ୍ୟକ୍ରମ ଅନୁଷ୍ଠିତ

September 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version