• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତିରେ କାଳ ବୈଶାଖୀର ତାଣ୍ଡବ : ବଜ୍ରଘାତ ଯୋଗୁଁ ୪ ଜଣ ମହିଳା ଆହତ, ୩ ବଳଦ ମୃତ

Proprietor Abhimanyu Maharana by Proprietor Abhimanyu Maharana
June 3, 2026
in ଓଡ଼ିଶା, ଗଜପତି, ହୋମ୍
0
ଗଜପତିରେ କାଳ ବୈଶାଖୀର ତାଣ୍ଡବ : ବଜ୍ରଘାତ ଯୋଗୁଁ ୪ ଜଣ ମହିଳା ଆହତ, ୩ ବଳଦ ମୃତ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି (ଓଡିଶା ତାଜା ନ୍ୟୁଜ) ନି. ପ୍ର :-  ଗଜପତି ଜିଲ୍ଲାରେ କାଳ ବୈଶାଖୀର ତାଣ୍ଡବ ଯୋଗୁଁ ପ୍ରବଳ ବଜ୍ରଘାତ ଜନିତ ଘଟଣାରେ ୪ ଜଣ ମହିଳା ଆହତ ହୋଇଥିବା ବେଳେ ୩ଗୋଟି ବଳଦର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଗତକାଲି ସନ୍ଧ୍ୟା ସମୟରେ ଗଜପତି ଜିଲ୍ଲାର ଗୁମ୍ମା ଓ ଗୋଷଣୀ ବ୍ଲକ ଅଞ୍ଚଳରେ ଏହି ଅଘଟଣ ଘଟିଛି. ଗୁମ୍ମା ବ୍ଳକରେ 4 ଜଣ ମହିଳା ବଜ୍ରାଘାତ ଯୋଗୁଁ ଆହତ ହୋଇଛନ୍ତି l

ସେମାନେ ହେଲେ ତାଲାଜିଙ୍ଗ ଗ୍ରାମର ମନିକା ମଣ୍ଡଳ, ଜୁସ୍କା ମଣ୍ଡଳ, ଜୁସ୍‌ଟିଲା ମଣ୍ଡଳ ଓ ଖୁଲିମୁଣ୍ଡା ଗ୍ରାମର ରିବିକା ଶବର. ଏହି 4 ଜଣ ଘରେ ବସିଥିବା ସମୟରେ ଘର ନିକଟରେ ବଜ୍ରପାତ ହୋଇଥିବାରୁ ସେମାନେ ଆହତ ହୋଇଥିଲେ । ପରିବାରବର୍ଗ ଓ ଗ୍ରାମବାସୀ ଏହି 4 ଜଣ ଆହତ ମହିଳାଙ୍କୁ ଗୁମ୍ମା ଡାକ୍ତରଖାନାରେ ଭର୍ତି କରିଥିଲେ. ସେମାନଙ୍କୁ ଚିକିତ୍ସା କରାଯିବା ପରେ ସ୍ଵାସ୍ଥ୍ୟବସ୍ଥା ସ୍ଥିର ରହିଥିବା ସୂଚନା ମିଳିଛି ।

ସେହିପରି ଏହି ଜିଲ୍ଲାର ରାୟଗଡ଼ ବୃକ୍ ଅଧୀନସ୍ଥ ମାର୍ଲବା ପଞ୍ଚାୟତ ପୁତି ସାହି ଗ୍ରାମର ତେନ୍ତୁଳି ଗଛ ନିକଟରେ ଆଶ୍ରୟ ନେଇଥିବା ୩ଟି ବଳଦ କାଳ ବୈଶାଖୀ ଜନିତ ବଜ୍ରଘାତ ଯୋଗୁଁ ଗତକାଲି ସନ୍ଧ୍ୟାରେ ମୃତ୍ୟୁ ହୋଇଛି । ମୃତ ବଳଦଗୁଡ଼ିକ ଚାଷୀ ଗେଡ଼ୁ ବଡରଇତ, ମାମିନା ବଡ଼ ରଇତ ଏବଂ ଦୁଆରି ଗମାଙ୍ଗଙ୍କର ବୋଲି ଚିହ୍ନଟ କରାଯାଇଛି । କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତା ଯୋଗାଇ ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vedanta Aluminium-Supported Young Archer Wins 3 Gold; Qualifies for CBSE Nationals

ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

August 1, 2026
Vedanta Aluminium-Supported Young Archer Wins 3 Gold; Qualifies for CBSE Nationals

Vedanta Aluminium-Supported Young Archer Wins 3 Gold; Qualifies for CBSE Nationals

August 1, 2026
ଇପାରି ଗୋବିନ୍ଦମ୍ ଜୁଏଲର୍ସର ନବୀକୃତ ଶୋ’ରୁମ୍ ଉଦଘାଟିତ

ଇପାରି ଗୋବିନ୍ଦମ୍ ଜୁଏଲର୍ସର ନବୀକୃତ ଶୋ’ରୁମ୍ ଉଦଘାଟିତ

August 1, 2026
ଚଳିତ ବନ୍ୟାରେ ପୁରୀ ଜିଲ୍ଲା ୧୭୨୨୧ ପ୍ରଭାବିତ

ଚଳିତ ବନ୍ୟାରେ ପୁରୀ ଜିଲ୍ଲା ୧୭୨୨୧ ପ୍ରଭାବିତ

August 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vedanta Aluminium-Supported Young Archer Wins 3 Gold; Qualifies for CBSE Nationals

ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

August 1, 2026
Vedanta Aluminium-Supported Young Archer Wins 3 Gold; Qualifies for CBSE Nationals

Vedanta Aluminium-Supported Young Archer Wins 3 Gold; Qualifies for CBSE Nationals

August 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version