• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କବିସୂର୍ଯ୍ୟନଗର ଥାନାରେ ହାଜତ ମୃତୁ୍ୟ ଘଟଣା ରାଜ୍ୟ ମାନବାଧିକାର କମିଶନଙ୍କୁ ଭେଟିଲା ବିଜେଡି ପ୍ରତିନିଧିମଣ୍ଡଳୀ

Proprietor Abhimanyu Maharana by Proprietor Abhimanyu Maharana
June 3, 2026
in ଓଡ଼ିଶା, ଗଞ୍ଜାମ, ମହାନଗର, ହୋମ୍
0
କବିସୂର୍ଯ୍ୟନଗର ଥାନାରେ ହାଜତ ମୃତୁ୍ୟ ଘଟଣା ରାଜ୍ୟ ମାନବାଧିକାର କମିଶନଙ୍କୁ ଭେଟିଲା ବିଜେଡି ପ୍ରତିନିଧିମଣ୍ଡଳୀ
Share on FacebookShare on TwitterWhatsapp

ପୋଲିସ ବିରୋଧରେ କାହିଁକି ମାମଲା ରୁଜୁ ହେଉ ନାହିଁ  ?
ସୁଶାନ୍ତଙ୍କ ପତ୍ନୀ ଦେଇଥିବା ଏଫ୍ଆଇଆର କୁଆଡେ ଗଲା ?
ସୁଶାନ୍ତର ପରିବାରକୁ ସରକାରୀ ସହାୟତା ପାଇଁ ଦାବି

ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ) ନି. ପ୍ର :- କବିସୂର୍ଯ୍ୟନଗର ଥାନା ହାଜତରେ ଭିନ୍ନକ୍ଷମ ଯୁବକ ସୁଶାନ୍ତ ସାହୁଙ୍କୁ ଅକଥନୀୟ ନିର୍ଯାତନା ଦେବା ଯୋଗୁଁ ମୃତୁ୍ୟବରଣ ହୋଇଥିବା ଘଟଣାରେ ଆଜି ବିଜୁ ଜନତା ଦଳର ଏକ ପ୍ରତିନିଧି ମଣ୍ଡଳୀ ରାଜ୍ୟ ମାନବାଧିକାର କମିଶନଙ୍କୁ ଭେଟିଛନ୍ତି । ବିନା ଅଭିଯୋଗରେ ସୁଶାନ୍ତଙ୍କୁ ଥାନାକୁ ଆଣି ଏକ ସପ୍ତାହ ପର୍ଯ୍ୟନ୍ତ ଶାରୀରିକ ନିର୍ଯାତନା ଦେବା ଫଳରେ ସେ ଗୁରୁତର ହୋଇଯାଇଥିଲେ ।

ଚିକିତ୍ସା ପାଇଁ ମେଡିକାଲ ନେବା ପରିବର୍ତ୍ତେ, ସୁଶାନ୍ତଙ୍କୁ ତାଙ୍କ ପରିବାର ନିକଟରେ ଛାଡିଦେଇଥିଲା ପୋଲିସ । ସୁଶାନ୍ତଙ୍କୁ ପରିବାର ଦ୍ୱାରା ଏମ୍କେସିଜି ମେଡିକାଲ ନିଆଯାଉଥିବା ସମୟରେ ରାସ୍ତାରେ ତାଙ୍କର ମୃତୁ୍ୟ ହୋଇଥିଲା । ସୁଶାନ୍ତଙ୍କ ପତ୍ନୀ ଦେଇଥିବା ଏଫ୍ଆଇଆର ପୋଲିସ ରୁଜୁ କରୁନାହିଁ କାହିଁକି ବୋଲି ବିଜେଡି ଅଭିଯୋଗ କରିଛି । ଯେଉଁ ପୋଲିସ ଅଧିକାରୀଙ୍କ ନିର୍ଯାତନା ଫଳରେ ସୁଶାନ୍ତଙ୍କ ମୃତୁ୍ୟ ଘଟିଛି ।

ସେମାନଙ୍କ ବିରୋଧରେ କାହିଁକି ବର୍ତ୍ତମାନ ସୁଦ୍ଧା ମାମଲା ରୁଜୁ ହୋଉନାହିଁ ବୋଲି ବିଜେଡି ଅଭିଯୋଗ କରିଛି । ସୁଶାନ୍ତ ତାଙ୍କ ପରିବାରର ଏକମାତ୍ର ରୋଜଗାରକ୍ଷମ ସଦସ୍ୟ ଥିଲେ । ତାଙ୍କର ବିଧବା ପତ୍ନୀ, ଦୁଇଟି ଛୋଟ ଛୁଆ ଓ ପରିବାର ବେସାହାରା ହୋଇପଡିଛନ୍ତି । ସେମାନଙ୍କୁ ଦୀର୍ଘମିଆଦୀ ସରକାରୀ ସହାୟତା ଦେବା ସହ ପରିବାରକୁ ସୁରକ୍ଷା ଦେବା ପାଇଁ ବିଜେଡି ମାନଧିକାର କମିଶନଙ୍କ ନିକଟରେ ଦାବି କରିଛି ।

ବିଜେଡିର ଏହି ପ୍ରତିନିଧିମଣ୍ଡଳୀରେ ପୂର୍ବତନ ବିଧାୟକ ଡ. ରମେଶଚନ୍ଦ୍ର ଚ୍ୟାଉପଟ୍ଟନାୟକ, ବରିଷ୍ଠ ସାଧାରଣ ସମ୍ପାଦକ ଭୃଗୁ ବକ୍ସିପାତ୍ର, ସାଧାରଣ ସମ୍ପାଦକ ବିଜୟ ନାୟକ, ଗଂଜାମ ଜିଲ୍ଲା ବିଜେଡିର କାର୍ଯ୍ୟକାରୀ ସଭାପତି ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ, ପୂର୍ବତନ ବିଧାୟକ ଲତିକା ପ୍ରଧାନ, ସୂର୍ଯ୍ୟମଣି ବୈଦ୍ୟ, ବିପ୍ଲବ ପାତ୍ର, ସୁବାସ ମହାରଣା, ରଂଜିତା ସାହୁ, ନଚିକେତା ସ୍ୱାଇଁ, ସୁଲକ୍ଷଣା ଗୀତାଞ୍ଜଳୀ ଦେବୀ, ଦଳର ଗଣମାଧ୍ୟମ ସଂଯୋଜକ ତଥା ମୁଖପାତ୍ର ଡ. ଲେନିନ ମହାନ୍ତି ଓ ତୁମ୍ବନାଥ ପଣ୍ଡା ପ୍ରମୁଖ ରହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଯୁବ ସମାଜସେବୀ ମୁକେଶଙ୍କ ସାଇକେଲ ଯାତ୍ରା

ଯୁବ ସମାଜସେବୀ ମୁକେଶଙ୍କ ସାଇକେଲ ଯାତ୍ରା

June 8, 2026
ବିଧାୟକଙ୍କ ନେତୃତ୍ୱରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର

ବିଧାୟକଙ୍କ ନେତୃତ୍ୱରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର

June 8, 2026
ବାଲିଅନ୍ତା ଭିଡହିଂସା ଘଟଣା

ବାଲିଅନ୍ତା ଭିଡହିଂସା ଘଟଣା

June 8, 2026
ପ୍ରକୃତିବନ୍ଧୁ ପୁରସ୍କାର ପାଇଲେ ବିରଞ୍ଚି ଦାଶ

ପ୍ରକୃତିବନ୍ଧୁ ପୁରସ୍କାର ପାଇଲେ ବିରଞ୍ଚି ଦାଶ

June 7, 2026

Recent News

ଯୁବ ସମାଜସେବୀ ମୁକେଶଙ୍କ ସାଇକେଲ ଯାତ୍ରା

ଯୁବ ସମାଜସେବୀ ମୁକେଶଙ୍କ ସାଇକେଲ ଯାତ୍ରା

June 8, 2026
ବିଧାୟକଙ୍କ ନେତୃତ୍ୱରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର

ବିଧାୟକଙ୍କ ନେତୃତ୍ୱରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର

June 8, 2026
ବାଲିଅନ୍ତା ଭିଡହିଂସା ଘଟଣା

ବାଲିଅନ୍ତା ଭିଡହିଂସା ଘଟଣା

June 8, 2026
ପ୍ରକୃତିବନ୍ଧୁ ପୁରସ୍କାର ପାଇଲେ ବିରଞ୍ଚି ଦାଶ

ପ୍ରକୃତିବନ୍ଧୁ ପୁରସ୍କାର ପାଇଲେ ବିରଞ୍ଚି ଦାଶ

June 7, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଯୁବ ସମାଜସେବୀ ମୁକେଶଙ୍କ ସାଇକେଲ ଯାତ୍ରା

ଯୁବ ସମାଜସେବୀ ମୁକେଶଙ୍କ ସାଇକେଲ ଯାତ୍ରା

June 8, 2026
ବିଧାୟକଙ୍କ ନେତୃତ୍ୱରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର

ବିଧାୟକଙ୍କ ନେତୃତ୍ୱରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର

June 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version