• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବ୍ରହ୍ମଗିରିରେ ବିଶ୍ଵ ପରିବେଶ ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
June 6, 2026
in ଓଡ଼ିଶା, ପୁରୀ, ହୋମ୍
0
ବ୍ରହ୍ମଗିରିରେ ବିଶ୍ଵ ପରିବେଶ ଦିବସ ପାଳିତ
Share on FacebookShare on TwitterWhatsapp

ପୁରୀ (ଓଡିଶା ତାଜା ନ୍ୟୁଜ) ନି. ପ୍ର :- ରାଷ୍ଟ୍ରୀୟ ସଦଭାବନା ମଞ୍ଚ ତରଫରୁ ବିଶ୍ୱ ପରିବେଶ ଦିବସ ବ୍ରହ୍ମଗିରି ରେ ପାଳିତ ହୋଇଯାଇଛି । ଆମ ସଂସ୍କୃତି ଦାରୁ ବ୍ରହ୍ମର ସଂସ୍କୃତି, ତେଣୁ ବ୍ୟାପକ ବୃକ୍ଷ ରୋପଣ ଆମର ପ୍ରଥମ କର୍ତ୍ତବ୍ୟ ବୋଲି ବକ୍ତାମାନେ କହିଥିଲେ |ଭାରତ ସରକାର ଙ୍କ କ୍ରୀଡ଼ା ଓ ଯୁବସେବା ମନ୍ତ୍ରଣାଳୟ ଅଧୀନ ମାଇଁ ଭାରତ କେନ୍ଦ୍ର, ପୁରୀ ଜିଲ୍ଲା ଏବଂ ରାଷ୍ଟ୍ରୀୟ ସଦଭାବନା ମଞ୍ଚ ତରଫରୁ ବ୍ରହ୍ମଗିରି ବ୍ଳକ ଅନ୍ତର୍ଗତ ବ୍ରାହ୍ମଣିଆ ଗ୍ରାମ ପଞ୍ଚାୟତର ବ୍ରାହ୍ମଣିଆ ବାତ୍ୟା ଆଶ୍ରୟସ୍ଥଳୀ ଠାରେ ବିଶ୍ୱ ପରିବେଶ ଦିବସ ଅନୁଷ୍ଠିତ ହୋଇଯାଇଅଛି ।

ଏଥିରେ ଆଇନଜୀବୀ ଦିଗମ୍ବର ବେହେରା ଅଧ୍ୟକ୍ଷତା କରିଥିଲେ। ସ୍ଥାନୀୟ ସରପଞ୍ଚ ନିରଞ୍ଜନ ସେଠୀ ମୁଖ୍ୟ ଅତିଥି ରୂପେ ଯୋଗଦେଇ ପରିବେଶ ସୁରକ୍ଷା ରେ ସ୍ଥାନୀୟ ଜନସାଧାରଣଙ୍କ ସହଯୋଗ କାମନା କରିଥିଲେ। ବ୍ରହ୍ମଗିରି ଓକିଲ ସଂଘ ସଭାପତି ଆଇନଜୀବୀ ରମା ଶଙ୍କର ପାତ୍ର ମୁଖ୍ୟ ବକ୍ତା ଭାବେ ଯୋଗଦେଇଥିଲେ।ଆମ ସଂସ୍କୃତି ଦାରୁ ବୃକ୍ଷ ଆଧାରିତ।ଜନ୍ମର ଏନ୍ତୁଡ଼ିଶାଳରୁ ମରଣର ଜୁଇ ଶେଯ ପର୍ଯ୍ୟନ୍ତ ବୃକ୍ଷର ଆବଶ୍ୟକତା ରହିଛି। ବର୍ତ୍ତମାନ ପୃଥିବୀ ଜଳବାୟୁରେ ବ୍ୟାପକ ପରିବର୍ତ୍ତନ ଘଟି ଚାଲିଛି। ବିଶ୍ୱ ତାପମାତ୍ରା ଅହେତୁକ ଭାବେ ବୃଦ୍ଧି ହେବାରେ ଲାଗିଛି।

ଏହାକୁ ସ୍ଥାନୀୟ ସ୍ତରରେ ମୁକାବିଲା କରିବାକୁ ହେଲେ ବ୍ୟାପକ ବୃକ୍ଷ ରୋପଣ କରିବାକୁ ହେବ ବୋଲି ସେ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସମିତି ସଭ୍ୟା ବବିତା ସ୍ୱାଇଁ, ସମାଜସେବୀ ସଶ୍ମିତା ସାହୁ, ବ୍ରହ୍ମା କୁମାରୀ ଭଗ୍ନୀ ମଞ୍ଜୁଲତା ଦେବୀ, ଟୁଇଟର ଆକ୍ଟିଭିଷ୍ଟ ବିସ୍ମୟ ମିଶ୍ର, ଅକ୍ଷୟ କୁମାର ଜେନା, ସମାଜସେବୀ ପ୍ରଦୀପ କୁମାର ମହାରଣା ପ୍ରମୁଖ ଯୋଗଦାନ କରି ବିଶ୍ୱ ତାପାୟନ, ଜଳବାୟୁ ପରିବର୍ତ୍ତନ ଓ ବ୍ୟାପକ ବୃକ୍ଷ ରୋପଣ ସମ୍ପର୍କରେ ଆଲୋଚନା କରିଥିଲେ। ଅତିଥିମାନେ ବାତ୍ୟା ଆଶ୍ରୟସ୍ଥଳୀ ପରିସରରେ ବିଭିନ୍ନ ଫଳଚାରା ରୋପଣ କରିଥିଲେ।

ପୂର୍ବରୁ ଆୟୋଜିତ ହୋଇଥିବା ପରିବେଶ ସୁରକ୍ଷା ସମ୍ପର୍କୀତ ବକ୍ତୃତା ପ୍ରତିଯୋଗିତାର ଚାରିଜଣ ବିଜେତାଙ୍କୁ ପ୍ରମାଣପତ୍ର ଓ ପୁରସ୍କାର ସହିତ ସମ୍ମାନିତ କରାଯାଇଥିଲା। ପ୍ରାରମ୍ଭରେ ଷ୍ଟଡି କମ୍ପ୍ଲେକ୍ସ ର ଛାତ୍ରଛାତ୍ରୀମାନେ ସ୍ୱାଗତ ସଂଗୀତ ପରିବେଷଣ କରିଥିଲେ। ରାଷ୍ଟ୍ରୀୟ ସଦଭାବନା ମଞ୍ଚ ଅଧ୍ୟକ୍ଷା ସ୍ୱର୍ଣ୍ଣଲତା ଜେନା ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ। ଉପାଧ୍ୟକ୍ଷ ସଞ୍ଜୟ କୁମାର ପ୍ରଧାନ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ଅଭିଭାଷଣ ପ୍ରଦାନ କରିଥିଲେ।ଆବାହକ ସମୀର କୁମାର ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ।ଏହି କାର୍ଯ୍ୟକ୍ରମରେ ଶତାଧିକ ମହିଳା,ଚାଷୀ,ଯୁବକ, ଯୁବତୀ ଓ ଛାତ୍ରଛାତ୍ରୀମାନେ ଯୋଗଦାନ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁରୀ ୨ ରେ ସର୍ବବୃହତ ରଜ ମହୋତ୍ସବ ବିଜୟିତା ପିନ୍ଧିବେ ରଜରାଣୀ ମୁକଟ

ପୁରୀ ୨ ରେ ସର୍ବବୃହତ ରଜ ମହୋତ୍ସବ ବିଜୟିତା ପିନ୍ଧିବେ ରଜରାଣୀ ମୁକଟ

June 7, 2026
୮ଟି ନାଟ ଗୋଡରେ କନ୍ଦର୍ପ ରୂପ ଖୋଦେଇ ଜାରୀ

୮ଟି ନାଟ ଗୋଡରେ କନ୍ଦର୍ପ ରୂପ ଖୋଦେଇ ଜାରୀ

June 7, 2026
ଶ୍ରୀ ଜଗନ୍ନାଥ ମନ୍ଦିର ପାଇଁ ଅନଲାଇନ୍ ଦାନ ସୁବିଧା ଓ ନୂତନ ଫିଜିଟାଲ୍ ଶାଖାର ଶୁଭାରମ୍ଭ ସହ ବ୍ୟାଙ୍କ ଅଫ୍ ବରୋଦାର ଓଡ଼ିଶାରେ ଉପସ୍ଥିତି ଆହୁରି ସୁଦୃଢ଼

ଶ୍ରୀ ଜଗନ୍ନାଥ ମନ୍ଦିର ପାଇଁ ଅନଲାଇନ୍ ଦାନ ସୁବିଧା ଓ ନୂତନ ଫିଜିଟାଲ୍ ଶାଖାର ଶୁଭାରମ୍ଭ ସହ ବ୍ୟାଙ୍କ ଅଫ୍ ବରୋଦାର ଓଡ଼ିଶାରେ ଉପସ୍ଥିତି ଆହୁରି ସୁଦୃଢ଼

June 6, 2026
ଡାଲମିଆ ଭାରତ ପକ୍ଷରୁ  “ବିଶ୍ୱ ପରିବେଶ ଦିବସ” ପାଳନ

ଡାଲମିଆ ଭାରତ ପକ୍ଷରୁ  “ବିଶ୍ୱ ପରିବେଶ ଦିବସ” ପାଳନ

June 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀ ୨ ରେ ସର୍ବବୃହତ ରଜ ମହୋତ୍ସବ ବିଜୟିତା ପିନ୍ଧିବେ ରଜରାଣୀ ମୁକଟ

ପୁରୀ ୨ ରେ ସର୍ବବୃହତ ରଜ ମହୋତ୍ସବ ବିଜୟିତା ପିନ୍ଧିବେ ରଜରାଣୀ ମୁକଟ

June 7, 2026
୮ଟି ନାଟ ଗୋଡରେ କନ୍ଦର୍ପ ରୂପ ଖୋଦେଇ ଜାରୀ

୮ଟି ନାଟ ଗୋଡରେ କନ୍ଦର୍ପ ରୂପ ଖୋଦେଇ ଜାରୀ

June 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version