• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶିଳ୍ପ ମନ୍ତ୍ରୀଙ୍କ ସହ ଆଲୋଚନା କଲେ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ ସଂଘର କର୍ମକର୍ତ୍ତା

Proprietor Abhimanyu Maharana by Proprietor Abhimanyu Maharana
January 3, 2020
in ଓଡ଼ିଶା, ହୋମ୍
0
ଶିଳ୍ପ ମନ୍ତ୍ରୀଙ୍କ ସହ ଆଲୋଚନା କଲେ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ ସଂଘର କର୍ମକର୍ତ୍ତା
Share on FacebookShare on TwitterWhatsapp

ନୂତନ ଆଇ ପିଆର୍‌ ପ୍ରକାଶନରେ ଏମ୍‌ଏସ୍‌ଏମ୍‌ଇକୁ ଗୁରୁତ୍ୱ ଦିଆଯିବ

ଭୁବନେଶ୍ୱର (ଓଡିଶା ତାଜା ନିଉଜ୍) ଭୁବନେଶ୍ୱର ତା.3.1.2020 :-  ଆଜି ଲୋକସେବା ଭବନ କାର୍ଯ୍ୟାଳୟ ପ୍ରକୋଷ୍ଠଠାରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗର ୭ଟି ସଂଘର ମୁଖ୍ୟ ଏବଂ କ୍ଷୁଦ୍ର ଶିଳ୍ପର ମୁଖ୍ୟମାନେ ଶିଳ୍ପ, ଶକ୍ତି, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ଗୃହ ମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟ ଶଙ୍କର ମିଶ୍ରଙ୍କୁ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିକାଶ କ୍ଷେତ୍ରରେ ଦେଖାଯାଉଥିବା ବିଭିନ୍ନ ସମସ୍ୟା ସଂପର୍କରେ ଅବଗତ କରାଇଥିଲେ । ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରର ବିକାଶ ନିମନ୍ତେ ଶିଳ୍ପ ପାଇଁ ପ୍ରଦାନ କରାଇଥିବା ଭୂମିର ପଟ୍ଟା ଅଧିକାର ସଂ ପ୍ରତି କ୍ଷୁଦ୍ରଶିଳ୍ପ ସଂସ୍ଥାଗୁଡ଼ିକୁ ପ୍ରଦାନ କରିବାର ତତ୍କାଳ ଆବଶ୍ୟକତା ରହୁଛି ବୋଲି କ୍ଷୁଦ୍ର ଶିଳ୍ପ ଉଦ୍ୟୋଗୀମାନେ ମନ୍ତ୍ରୀ କ୍ୟାପ୍‌ଟେନ୍‌ ମିଶ୍ରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । କ୍ଷୁଦ୍ର ଶିଳ୍ପ ସ୍ଥା ପନର ଆରମ୍ଭରୁ ରହି ଆସିଥିବା ତ୍ରୁଟି ବିଚୁ୍ୟତି ସଂପର୍କରେ ଓଡ଼ିଶା ରାଜ୍ୟ କ୍ଷୁଦ୍ର ଶିଳ୍ପ ସଂସ୍ଥା ସଂଘର ମୁଖ୍ୟ ଶ୍ରୀ ମାନସ ଦାସ ମନ୍ତ୍ରୀ କ୍ୟା ପ୍‌ଟେନ୍‌ ମିଶ୍ରଙ୍କୁ ଅବଗତ କରାଇଥିଲେ ।

ଚଳିତ ୨୦୨୦ ମସିହାରେ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଗୁଡ଼ିକର ବିକାଶ ଦିଗରେ ସୁବିସ୍ତୃତ ପଦକ୍ଷେପ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ କ୍ୟାପ୍‌ଟେନ୍‌ ମିଶ୍ର ଉପସ୍ଥିତ ଥିବା ସମସ୍ତ କ୍ଷୁଦ୍ର ଉଦ୍ୟୋଗୀ ମାନଙ୍କୁ କହିଥିଲେ । ଏଥି ସକାଶେ ଉପୁଜୁଥିବା ସମସ୍ୟା ଗୁଡ଼ିକ ସଂପର୍କରେ ବିଭାଗକୁ ଅବଗତ କରାଇଲେ ତା’ର ସମ୍ମାନ ଦିଗରେ ପଦକ୍ଷେପ ଗ୍ରହଣ କରାଯିବ । କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗଗୁଡ଼ିକରେ ଯେତେ ସମ୍ଭବ ସ୍ବତନ୍ତ୍ର ଦ୍ୱାରା କାର୍ଯ୍ୟ ନକରି କର୍ମଚାରୀ ନିଯୁକ୍ତ କରାଗଲେ ବେରୋଜଗାରୀ ସମସ୍ୟା ଦୂର ହୋଇ ପାରିବ ବୋଲି ମନ୍ତ୍ରୀ କ୍ୟାପ୍‌ଟେନ୍‌ ମିଶ୍ର ପରାମର୍ଶ ଦେଇଥିଲେ । ବିଭାଗୀୟ ଅଧିକାରୀ ଏବଂ ଅଭିଜ୍ଞତା ଥିବା ସଂସ୍ଥାକୁ ନେଇ ଆଲୋଚନା କରି ସମସ୍ୟାର ସମାନ ଦିଗରେ ପଦକ୍ଷେପ ଗ୍ରହଣ କରାଯିବ ।

ଏମ୍‌ଏସ୍‌ଏମ୍‌ଇ ରେ ରହିଥିବା ସମସ୍ୟାର ସୁଧାର ଆଣି ଚଳିତ ବର୍ଷ ନୂତନ ଏମ୍‌ଏସ୍‌ଏମ୍‌ଇ ପଲିସି ଘୋଷଣା କରାଯିବ , ଏହାଦ୍ୱାରା ନୂତନ ଆଇ ପିଆର୍‌ର ସଠିକ୍‌ ପ୍ରକାଶନ ସମ୍ଭବପର ହୋଇ ପାରିବ ବୋଲି ମନ୍ତ୍ରୀ କ୍ୟାପ୍‌ଟେନ୍‌ ମିଶ୍ର ପ୍ରକାଶ କରିଥିଲେ । ବୈଠକରେ ଓଡ଼ିଶା ରାଜ୍ୟ କ୍ଷୁଦ୍ର ଶିଳ୍ପ ସଂସ୍ଥା ସଂଘର ସଭାପତି ଶ୍ରୀ ସମରଜିତ୍‌ ମହାନ୍ତି, ଓଏଏସ୍‌ଏମ୍‌ଇର ଅଧ୍ୟକ୍ଷ ଶ୍ରୀ ଜି.ଏସ୍‌. ଦାଶ, ଓ୍ୱାଇଇଏର ସଭାପତି ଶ୍ରୀ ବିରଞ୍ଚି ମିଶ୍ର, ଓଆଇଏର ଉ ପସଭା ପତି ଶ୍ରୀ ରାଜେଶ କାନୁନଗୋ, ଓଏଏସ୍‌ଏମ୍‌ଇର ସଂ ପାଦକ ଶ୍ରୀ ସ୍ୱତିକ ସ୍ୱାଇଁ, ୟୁ ପିଏମ୍‌ଏର ଶ୍ରୀ ଆର୍‌, ଦାଶ ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

March 9, 2026
ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

March 9, 2026
ବଲାଙ୍ଗିର ରେ ଓମ୍ ଏଣ୍ଟରପ୍ରାଇଜେସ୍ ର ନୂତନ ବ୍ରାଞ୍ଚ ଉଦଘାଟିତ

ବଲାଙ୍ଗିର ରେ ଓମ୍ ଏଣ୍ଟରପ୍ରାଇଜେସ୍ ର ନୂତନ ବ୍ରାଞ୍ଚ ଉଦଘାଟିତ

March 9, 2026
AIG Hospitals Launches South India’s First ZAP-X®️ Gyroscopic Neuro-Radiosurgery Platform, Transforming Brain Tumor Treatment into a Non-Invasive Day-Care Procedure

AIG Hospitals Launches South India’s First ZAP-X®️ Gyroscopic Neuro-Radiosurgery Platform, Transforming Brain Tumor Treatment into a Non-Invasive Day-Care Procedure

March 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

March 9, 2026
ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

March 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version