ବାଲିଗୁଡ଼ା (ଓଡିଶା ତାଜା ନ୍ୟୁଜ) ନି. ପ୍ର :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ପୋଲିସ ୫୯ ନଂ.ଜାତୀୟ ରାଜପଥ ସୀତାପଡ଼ି ଗ୍ରାମ ନିକଟରେ ମଙ୍ଗଳବାର ପାଟ୍ରୋଲିଂ କରୁଥିବା ସମୟରେ ଏକ ଟୟୋଟା କାରକୁ ଅଟକାଇ ତଲାସି କରିବା ସମୟରେ ସେଥିରୁ ୨୩ କିଲୋଗ୍ରାମ ଗଞ୍ଜେଇ ଜବତ କରାଯାଇଛି । ଏହି କାର ରେ ବିହାର ଅଭିମୁଖେ ଗଞ୍ଜେଇ ଚାଲାଣ କରାଯାଉଥିବା ବେଳେ ତିନି ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ମାନେ ଉତ୍ତର ପ୍ରଦେଶର ମିର୍ଜାପୁର ଜିଲ୍ଲାର ପପୁ ରସ୍ତୋଗୀ , ଆଚ୍ଛେ ଲାଲ ସରୋଜ,


















