• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅନାସ୍ଥା କାର୍ଯ୍ୟକାରୀ କରିବାକୁ ଜନପ୍ରତିନିଧିଙ୍କ ଧାରଣା ଏସ୍‌ଆଇଆର୍ ବାହାନା କଲା ପ୍ରଶାସନ ୧୭ରୁ ଅହୋରାତ୍ର ଧାରଣା ପାଇଁ ଚେତାବନୀ

Proprietor Abhimanyu Maharana by Proprietor Abhimanyu Maharana
June 10, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଅନାସ୍ଥା କାର୍ଯ୍ୟକାରୀ କରିବାକୁ ଜନପ୍ରତିନିଧିଙ୍କ ଧାରଣା ଏସ୍‌ଆଇଆର୍ ବାହାନା କଲା ପ୍ରଶାସନ ୧୭ରୁ ଅହୋରାତ୍ର ଧାରଣା ପାଇଁ ଚେତାବନୀ
Share on FacebookShare on TwitterWhatsapp

ନୟାଗଡ଼ (ଓଡିଶା ତାଜା ନ୍ୟୁଜ) ନି. ପ୍ର :- ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଧାରଣା ଦେଲେ ନିର୍ବାଚିତ ଜନପ୍ରତିନିଧି । ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁଙ୍କ ବିରୁଦ୍ଧରେ ଆସିଥିବା ଅନାସ୍ଥା କାର୍ଯ୍ୟକାରୀ କରିବାରେ ପ୍ରଶାସନ କରୁଥିବା ଅବହେଳା ପ୍ରତିବାଦରେ ଧାରଣା ଦିଆଯାଇଥିଲା । ଗତ ମେ ୧୨ ତାରିଖରେ ବିଜେଡିରୁ ଇସ୍ତଫା ଦେଇ ୧୫ ତାରିଖରେ ବିଜେପିରେ ମିଶିଥିଲେ ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ। ଯାହାକୁ ନେଇ ନିର୍ବାଚିତ ସରପଞ୍ଚ ଓ ସମିତିସଭ୍ୟ ମେ ୧୮ ତାରିଖରେ ଅନାସ୍ଥା ପ୍ରସ୍ତାବ ଆଗତ କରିଥିଲେ।

ଆଜି ପର୍ଯ୍ୟନ୍ତ ଅନାସ୍ଥା ପ୍ରକିୟା ଆରମ୍ଭ ହୋଇନାହିଁ। ଉପଜିଲ୍ଲାପାଳ ଅନାସ୍ଥା ପ୍ରସ୍ତାବରେ ରହିଥିବା ଦସ୍ତଖତ ଯାଞ୍ଚ କରିବାକୁ ପଠାଇ ସମୟ ଗଡ଼ାଇ ଚାଲିଥିବା ଅଭିଯୋଗ ହୋଇଛି। ଗତ ୩୦ ତାରିଖରେ ଅନେକ ଜନପ୍ରତିନିଧି ନୟାଗଡ଼ ଜିଲ୍ଲାପାଳଙ୍କ କାର‌୍ୟ୍ୟାଳୟକୁ ଯାଇ ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦ୍ଦାରଙ୍କୁ ଘେରାଉ କରିଥିଲେ। ଉପଜିଲ୍ଲାପାଳଙ୍କୁ ପ୍ରଶ୍ନବାଣରେ ତାଙ୍କୁ ଛନ୍ଦିଥିଲେ। କାହିଁକି ବିଳମ୍ବ ହେଉଛି, ଚାପରେ ପ୍ରଶାସନ ଚେପା ହେଉଛି କି ବୋଲି ପ୍ରଶ୍ନ କରିଥିଲେ। ଉପଜିଲ୍ଲାପାଳ କୈାଣସି ସନ୍ତୋଷ ଜନକ ଉତ୍ତର ଦେଇ ପାରିନଥିଲେ। ଜିଲ୍ଲାପାଳ ମଧୁମିତା ରଥ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ ପହଞ୍ଚି ଜନପ୍ରତିନିଧିଙ୍କୁ ବୁଝାଶୁଝା କରିଥିଲେ।

ଦୁଇ ଦିନ ମଧ୍ୟରେ ଅନାସ୍ଥା ପ୍ରକିୟା ଆରମ୍ଭ କରାଯିବ ବୋଲି ଜିଲ୍ଲାପାଳ ପ୍ରତିଶୃତି ଦେଇଥିଲେ। ୩୦ ତାରିଖରୁ ଆଜି ମଧ୍ୟରେ ଜନପ୍ରତିନିଧିମାନେ ଜିଲ୍ଲାପାଳଙ୍କୁ ଦୁଇ ଦୁଇ ଥର ଭେଟିବା ପରେ ବି ଅନାସ୍ଥା ପାଇଁ କୈାଣସି ପ୍ରକିୟା ଆରମ୍ଭ ହୋଇନାହିଁ। ଘଟଣାକୁ ନେଇ ନୟାଗଡ଼ରେ ରାଜନୈତିକ ମାହୋଲ ଉଷ୍ମ ହେଉଛି। ପ୍ରଶାସନ ସରକାରୀ ଦଳର ହାତ ବାରିଶ ସାଜୁଥିବା ଅଭିଯୋଗ ହୋଇଛି। ଆଜି ନୟାଗଡ଼ ବ୍ଲକ ଉପାଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ସାହୁଙ୍କ ସମେତ ବହୁ ସରପଞ୍ଚ, ସମିତି ସଭ୍ୟ ଓ ଜନପ୍ରତିନିଧିମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଧାରଣା ଦେଇଛନ୍ତି । ଜିଲ୍ଲା ପରିଷଦ ସଦସ୍ୟ ସରୋଜ ରଣସିଂ, ସୁବାଷ ଚନ୍ଦ୍ର କହଁର, କ୍ଷୀରୋଦ ମହାପାତ୍ର ପ୍ରମୂଖ ଉପସ୍ଥିତ ରହି ଧାରଣାକୁ ସମର୍ଥନ ଦେଇଛନ୍ତି ।

ଜିଲ୍ଲା ପ୍ରଶାସନ ଗଣତନ୍ତ୍ରର ହତ୍ୟା କରୁଥିବା ଏବଂ ଅନସ୍ଥା କାର୍ଯ୍ୟକାରୀ କରାନଗଲେ ଜୋରଦାର ଆନ୍ଦୋଳନ କରାଯିବ ବୋଲି ବାଲୁଗାଁ ସରପଞ୍ଚ ମନୋଜ କୁମାର ନାୟକ ଗଣମାଧ୍ୟମକୁ କହିଛନ୍ତି । ଆଜି ଦୀର୍ଘ ସମୟ ଧାରଣା ଦେବା ପରେ ଜିଲ୍ଲାପାଳ ଓ ଉପଜିଲ୍ଲାପାଳ ଧାରଣା ସ୍ଥଳକୁ ଆସି ଜନପ୍ରତିନିଧିଙ୍କ ସହ ଆଲୋଚନା କରିଥିଲେ । ଉପଜିଲ୍ଲାପାଳ ଏସ୍‌ଆଇଆର୍ କାମ ଚାଲିଥିବାରୁ ଜୁଲାଇ ୫ ତାରିଖ ପରେ ଅନସ୍ଥା ପାଇଁ ନୋଟିସ କରାଯିବ ବୋଲି କହିଥିଲେ । ଏହା ଶୁଣି ନିର୍ବାଚିତ ଜନପ୍ରତିିନିଧିମାନେ ଜୋରଦାର ବିରୋଧ କରିଥିଲେ ।

ଅନସ୍ଥା ନୋଟିସ କରାଯିବା ପରେ ଧାରଣା ପ୍ରତ୍ୟାହୃତ ହେବ ବୋଲି କହିଥିଲେ । ଏହା ଶୁଣି ଜିଲ୍ଲାପାଳ ଓ ଉପଜିଲ୍ଲାପାଳ ସେଠାରୁ ଫେରି ଯାଇଥିଲେ । ଜିଲ୍ଲା ପ୍ରଶାସନ ସରକାରୀ କଳ ଦ୍ୱାରା ଚାପ ଗ୍ରସ୍ତ ବୋଲି ଜନପ୍ରତିନିଧିମାନେ କହିବା ସହ ଅସନ୍ତୋଷ ଜାହିର କରିଥିଲେ । ଜନପ୍ରତିନିଧିମାନେ ଆଜି ଜିଲ୍ଲାପାଳଙ୍କୁ ପୁଣି ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ଆସନ୍ତା ୧୭ ତାରିଖଠାରୁ ଅହୋରାତ୍ର ଧାରଣା ଦିଆଯିବ ବୋଲି ଚେତାବନୀ ଦିଆଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

ସ୍ୱଦେଶୀ ଗୁରୁତ୍ୱପୂର୍ଣ୍ଣ ଖଣିଜ ପ୍ରଯୁକ୍ତିର ବିକାଶକୁ ତ୍ୱରାନ୍ୱିତ କରିବା ଳକ୍ଷ ନେଇ ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟି ଇଞ୍ଜିନିୟର୍ସ ଇଣ୍ଡିଆ ଲିମିଟେଡ୍ ଏବଂ ଲୋହମ୍‌ ମଧ୍ୟରେ ଶିଳ୍ପ ସହଭାଗିତା

July 27, 2026

ଲବଣଗିରି ପାହାଡ଼ରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ବାହୁଡ଼ାଯାତ୍ରା ଅନୁଷ୍ଠିତ ହୋଇଯାଇଛି

ଲବଣଗିରି ପାହାଡ଼ରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ବାହୁଡ଼ାଯାତ୍ରା ଅନୁଷ୍ଠିତ ହୋଇଯାଇଛି

July 27, 2026
ମହାପ୍ରଭୁଙ୍କ ଅଧରଚୁମ୍ବୀ ତୁମ୍ବାକୃତି ମାଟିହାଣ୍ଡିରେ ଅର୍ପଣ ହେଲା ଅଧରପଣା

ମହାପ୍ରଭୁଙ୍କ ଅଧରଚୁମ୍ବୀ ତୁମ୍ବାକୃତି ମାଟିହାଣ୍ଡିରେ ଅର୍ପଣ ହେଲା ଅଧରପଣା

July 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

ସ୍ୱଦେଶୀ ଗୁରୁତ୍ୱପୂର୍ଣ୍ଣ ଖଣିଜ ପ୍ରଯୁକ୍ତିର ବିକାଶକୁ ତ୍ୱରାନ୍ୱିତ କରିବା ଳକ୍ଷ ନେଇ ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟି ଇଞ୍ଜିନିୟର୍ସ ଇଣ୍ଡିଆ ଲିମିଟେଡ୍ ଏବଂ ଲୋହମ୍‌ ମଧ୍ୟରେ ଶିଳ୍ପ ସହଭାଗିତା

July 27, 2026
CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

July 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version