• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁରୀ ପୋଲିସ ପକ୍ଷରୁ ୩୩୫ ଜଣ ଅସାମାଜିକ ବ୍ୟକ୍ତି ଗିରଫ

Proprietor Abhimanyu Maharana by Proprietor Abhimanyu Maharana
June 25, 2026
in ଓଡ଼ିଶା, ପୁରୀ, ହୋମ୍
0
ପୁରୀ ପୋଲିସ ପକ୍ଷରୁ ୩୩୫ ଜଣ ଅସାମାଜିକ ବ୍ୟକ୍ତି ଗିରଫ
Share on FacebookShare on TwitterWhatsapp

ପୁରୀ (ଓଡିଶା ତାଜାନ୍ୟୁଜ) (ନି. ପ୍ର) :- ଜିଲ୍ଲାରେ ଆଇନ-ଶୃଙ୍ଖଳା ପରିସ୍ଥିତି ସୁଦୃଢ କରିବା, ଅସାମାଜିକ କାର୍ଯ୍ୟକଳାପ ଉପରେ ନିୟନ୍ତ୍ରଣ ଏବଂ ମାଦକଦ୍ରବ୍ୟ ସମ୍ବନ୍ଧୀୟ ଅପରାଧକୁ ରୋକିବା ନିମନ୍ତେ ପୁରୀ ପୋଲିସ୍ ପକ୍ଷରୁ ଗତ ଏହି ବର୍ଷ ବ୍ୟାପକ ଚଢ଼ାଉ ଓ ବିଶେଷ ଏନଫୋର୍ସମେଣ୍ଟ ଡ୍ରାଇଭ୍ ଚାଲୁ ରହିଛି। ଏହି ଅଭିଯାନ ମାଧ୍ୟମରେ ଅପରାଧୀ, ଅସାମାଜିକ ତତ୍ତ୍ୱ ଓ ଆଇନ ଉଲ୍ଲଂଘନକାରୀଙ୍କ ବିରୁଦ୍ଧରେ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି ।

ପୋଲିସ ପକ୍ଷରୁ ହୋଇଥିବା ସମ୍ପ୍ରତିର ଅଭିଯାନରେ ମୋଟ ୩୩୫ ଜଣ ଅସାମାଜିକ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି ସିଟି ପୋଲିସ ଦ୍ୱାରା । ଏହି ବ୍ୟକ୍ତିମାନେ ବିଭିନ୍ନ ଅପରାଧ, ସାମାଜିକ ଅଶାନ୍ତି ସୃଷ୍ଟି ଓ ଆଇନ ଶୃଙ୍ଖଳା ବିଘ୍ନ କରିବା ଘଟଣାରେ ଜଡିତ ଥିବା ପ୍ରମାଣ ମିଳିଛି। ସେମାନଙ୍କ ବିରୋଧରେ ଆବଶ୍ୟକୀୟ ଆଇନଗତ କାର୍ଯ୍ୟବାହୀ ଚାଲିଛି। ମାଦକଦ୍ରବ୍ୟ ବିରୋଧୀ ଅଭିଯାନ ଅଧୀନରେ ବ୍ରାଉନ ସୁଗାର ସମ୍ବନ୍ଧୀୟ ୧୪ଟି ମାମଲା ରୁଜୁ କରାଯାଇଛି। ଏହି ସମସ୍ତ ମାମଲାରେ ୨୮ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ବେଳେ ସେମାନଙ୍କ ନିକଟରୁ ମୋଟ ୫୩୬ ଗ୍ରାମ ବ୍ରାଉନ ସୁଗାର ଜବତ କରାଯାଇଛି ।

ମାଦକଦ୍ରବ୍ୟର ଅବୈଧ କାରବାର ଯୁବପିଢ଼ିକୁ ଭ୍ରଷ୍ଟ ମାର୍ଗରେ ନେଇଯାଉଥିବାରୁ ଏହା ଉପରେ ପୋଲିସ୍ ଶୂନ୍ୟ ସହନଶୀଳତା ନୀତି ଅନୁସରଣ କରୁଛି । ସେହିପରି କଫ ସିରାପର ଅବୈଧ ବ୍ୟବସାୟ ବିରୋଧରେ ୨୦ଟି ମାମଲା ରୁଜୁ କରାଯାଇଛି । ଏଥିରେ ୩୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ସହିତ ମୋଟ ୧୬୪୬ ବୋତଲ କଫ ସିରାପ ଜବତ କରାଯାଇଛି। ଏହି ପ୍ରକାର ନିଶାଦ୍ରବ୍ୟର ଅବୈଧ ବ୍ୟବହାର ଓ ବିକ୍ରୟ ବିରୋଧରେ ପୋଲିସ୍ ଅଧିକ ସକ୍ରିୟ ଭାବରେ କାର୍ଯ୍ୟ କରୁଛି । ସଡ଼କ ସୁରକ୍ଷା ଓ ଦୁର୍ଘଟଣା ନିୟନ୍ତ୍ରଣ ପାଇଁ ମଦ୍ୟପ ଅବସ୍ଥାରେ ଗାଡ଼ି ଚାଳନା ବିରୋଧରେ ବିଶେଷ ଚେକିଂ ଅଭିଯାନ ଚାଲିଛି ।

ଏହି ଅଭିଯାନରେ ୮୦୩ଟି ଡ୍ରଙ୍କେନ୍ ଡ୍ରାଇଭିଂ କେସ୍ ଚିହ୍ନଟ କରାଯାଇ ଆଇନ ଅନୁଯାୟୀ ଜରିମାନା ଓ କାର୍ଯ୍ୟବାହୀ କରାଯାଇଛି । ଏହାଛଡ଼ା ସାର୍ବଜନିକ ସ୍ଥାନରେ ମଦ୍ୟପାନ କରି ସାମାଜିକ ଶୃଙ୍ଖଳା ଭଙ୍ଗ କରୁଥିବା ବ୍ୟକ୍ତିଙ୍କ ବିରୋଧରେ ମଧ୍ୟ ଅଭିଯାନ ଜାରି ରହିଛି । ଏପର୍ଯ୍ୟନ୍ତ ୧୮୦୦ ଜଣଙ୍କୁ ପବ୍ଲିକ ଡ୍ରିଙ୍କିଂରେ ଚିହ୍ନଟ କରାଯାଇ ଆବଶ୍ୟକୀୟ ଆଇନଗତ ପଦକ୍ଷେପ ନିଆଯାଇଛି । ପୁରୀ ପୋଲିସ ସବୁବେଳେ ଜନସାଧାରଣଙ୍କ ସୁରକ୍ଷା, ଆଇନ ଶୃଙ୍ଖଳା ରକ୍ଷା ଓ ଅପରାଧ ନିୟନ୍ତ୍ରଣ ପ୍ରତି ପ୍ରତିବଦ୍ଧ ।

ଅପରାଧ ନିୟନ୍ତ୍ରଣ, ମାଦକଦ୍ରବ୍ୟ ମୁକ୍ତ ସମାଜ ଗଠନ ଏବଂ ସୁରକ୍ଷିତ ପରିବେଶ ସୃଷ୍ଟି ପାଇଁ ଏପରି ଅଭିଯାନ ଆଗାମୀ ଦିନରେ ଆହୁରି ଜୋରଦାର ଭାବରେ ଜାରି ରହିବ । ଜନସାଧାରଣଙ୍କୁ ଅନୁରୋଧ, କୌଣସି ସନ୍ଦେହଜନକ କାର୍ଯ୍ୟକଳାପ, ମାଦକଦ୍ରବ୍ୟ ବ୍ୟବସାୟ କିମ୍ବା ଆଇନ ଶୃଙ୍ଖଳା ବିଘ୍ନ ସମ୍ବନ୍ଧୀୟ ସୂଚନା ମିଳିଲେ ତତ୍କ୍ଷଣାତ୍ ପୋଲିସ୍‌କୁ ଅବଗତ କରନ୍ତୁ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର

ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର

June 25, 2026
ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

June 25, 2026
ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା : ବିକାଶର ଧାରା ଓଡ଼ିଶା ସାରା” ଅଭିଯାନ

ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା : ବିକାଶର ଧାରା ଓଡ଼ିଶା ସାରା” ଅଭିଯାନ

June 25, 2026
ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମର ଶୁଭାରମ୍ଭ

ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମର ଶୁଭାରମ୍ଭ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର

ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର

June 25, 2026
ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version