• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡ଼ିଶା ସମାବେଶ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
June 25, 2026
in ଓଡ଼ିଶା, ପୁରୀ, ହୋମ୍
0
ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡ଼ିଶା ସମାବେଶ ଅନୁଷ୍ଠିତ
Share on FacebookShare on TwitterWhatsapp

ପୁରୀ (ଓଡିଶା ତାଜାନ୍ୟୁଜ) (ନି. ପ୍ର) :- ପୁରୀଜିଲ୍ଲା ସତ୍ୟବାଦୀ ବ୍ଲକ ସଭାଗୃହରେ ଓଡ଼ିଶା ସରକାରଙ୍କ ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟମ ବିଭାଗ ଏବଂ କୌଶଳ ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ମିଳିତ ଉଦ୍ୟମରେ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡ଼ିଶା ସମାବେଶ ଅନୁଷ୍ଠିତ ହୋଇଯାଇଛି। ଯୁବକ ଯୁବତୀ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଏସଏଚଜି ସଦସ୍ୟ ଏବଂ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଉଦ୍ୟୋଗୀ ମନୋଭାବ ସୃଷ୍ଟି, କୌଶଳ ବିକାଶ ଏବଂ ସ୍ୱରୋଜଗାର ସୁଯୋଗ ସମ୍ପର୍କରେ ସଚେତନତା ବୃଦ୍ଧି କରିବା ଏହି ସମାବେଶର ମୂଳ ଉଦ୍ଦେଶ୍ୟ ଥିଲା। ସମାବେଶରେ ସତ୍ୟବାଦୀ ବ୍ଲକ ଅଧ୍ୟକ୍ଷ ସୁନୀଲ କୁମାର ପଣ୍ଡା ଅଧ୍ୟକ୍ଷତା କରିଥିଲେ ।

ଜିଲ୍ଲା ଶିଳ୍ପ କେନ୍ଦ୍ର ସାଧାରଣ ପରିଚାଳକ ମାନସ କୁମାର ବାରିକ, ଜିଲ୍ଲା ଶିଳ୍ପ କେନ୍ଦ୍ର, ପୁରୀ, ସତ୍ଯବାଦୀ ବ୍ଲକ ବିକାଶ ଅଧିକାରୀ ଦେବାଶିଷ ନାୟକ , ଜିଲ୍ଲା ପରିଷଦ ସଦସ୍ଯା ବିଷ୍ଣୁପ୍ରିୟା ବରାଳ, ଜିଲ୍ଲା ପରିଷଦ ସଦସ୍ଯ ରତିକାନ୍ତ ମିଶ୍ର,ସ୍କିଲ ଡେଭଲପମେଣ୍ଟ କମ୍ ଏମ୍ପ୍ଲୟମେଣ୍ଟ ଅଫିସର ପ୍ରଭାତ କୁମାର ବସ୍ତିଆ, ସତ୍ଯବାଦୀ ଶିଳ୍ପ ବିକାଶ ଅଧିକାରୀ ସଞ୍ଜୟ କୁମାର ନାୟକ ପ୍ରମୁଖ ମଞ୍ଚାସୀନ ଥିଲେ।ଅତିଥିମାନେ ତାଙ୍କ ବକ୍ତବ୍ୟରେ ଯୁବସମାଜକୁ ସରକାରଙ୍କ ବିଭିନ୍ନ ସ୍ୱରୋଜଗାର ଏବଂ ଉଦ୍ୟୋଗ ବିକାଶ ଯୋଜନାର ସୁଯୋଗ ନେଇ ସ୍ୱାବଲମ୍ବୀ ହେବା ପାଇଁ ଆହ୍ୱାନ କରିଥିଲେ।

ମାନସ କୁମାର ବାରିକ ଏମଏସଏମଇ କ୍ଷେତ୍ରରେ ଉଦ୍ୟୋଗ ପ୍ରତିଷ୍ଠା ଓ ଆତ୍ମନିର୍ଭରଶୀଳ ଓଡ଼ିଶା ଗଠନରେ ଯୁବଶକ୍ତିର ଭୂମିକା ଉପରେ ଆଲୋକପାତ କରିଥିଲେ। ଦେବାଶିଷ ନାୟନ ଗ୍ରାମାଞ୍ଚଳରେ ସ୍ୱରୋଜଗାର ସୃଷ୍ଟି ଏବଂ ସରକାରୀ ଯୋଜନାର ସଫଳ ରୂପାୟନ ଉପରେ ମତ ରଖିଥିଲେ। ବିଷ୍ଣୁପ୍ରିୟା ବରାଳ ଏବଂ ରତିକାନ୍ତ ମିଶ୍ର ଯୁବକ ଯୁବତୀମାନଙ୍କୁ ସରକାରୀ ଯୋଜନାର ସୁଯୋଗ ନେଇ ଆତ୍ମନିର୍ଭରଶୀଳ ହେବା ପାଇଁ ପ୍ରେରଣା ଦେଇଥିଲେ। ପ୍ରଭାତ କୁମାର ବସ୍ତିଆ କୌଶଳ ବିକାଶ, ତାଲିମ ଏବଂ ନିଯୁକ୍ତି ସୁଯୋଗ ସମ୍ପର୍କରେ ବିସ୍ତୃତ ସୂଚନା ଦେଇଥିଲେ।

ସତ୍ଯବାଦୀ ଶିଳ୍ପ ବିକାଶ ଅଧିକାରୀ ସଞ୍ଜୟ କୁମାର ନାୟକ, ପିଏମଇଜିପି, ପିଏମଏଫଏମଇ ମୁଖ୍ୟମନ୍ତ୍ରୀ ଏମଏସଏମଇ ସୁଧ ପ୍ରତିପୂରଣ ଯୋଜନା ସିଏମ-ଏସଆରଆଇଏମ ଏବଂ ଅନ୍ୟାନ୍ୟ ଏମଏସଏମଇ ଯୋଜନା ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ ଏବଂ ଯୁବକ ଯୁବତୀମାନଙ୍କୁ ଉଦ୍ୟୋଗୀ ହୋଇ ସ୍ୱାବଲମ୍ବୀ ହେବା ପାଇଁ ଆହ୍ୱାନ କରିଥିଲେ । କାର୍ଯ୍ୟକ୍ରମ ଅବସରରେ ପିଏମଇଜିପି ଏବଂ ପିଏମଏଫଏମଇ ଯୋଜନାର ୫ ଜଣ ସଫଳ ହିତାଧିକାରୀଙ୍କୁ ଜିଲ୍ଲା ଶିଳ୍ପ କେନ୍ଦ୍ର ସାଧାରଣ ପରିଚାଳକ ମାନସ କୁମାର ବାରିକ,

ବ୍ଲକ ବିକାଶ ଅଧିକାରୀ ଦେବାଶିଷ ନାୟନ ସତ୍ୟବାଦୀଙ୍କ ଦ୍ୱାରା ଉତ୍ତରୀୟ ଓ ପ୍ରଶଂସାପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା । ସମ୍ବର୍ଦ୍ଧିତ ହିତାଧିକାରୀମାନେ ନିଜର ସଫଳତାର ଅନୁଭୂତି ବାଣ୍ଟିବା ସହ ଅନ୍ୟ ଯୁବକ ଯୁବତୀମାନଙ୍କୁ ସରକାରୀ ଯୋଜନାର ସୁଯୋଗ ଗ୍ରହଣ କରି ସ୍ୱରୋଜଗାର ଦିଗରେ ଆଗେଇ ଆସିବାକୁ ଆହ୍ୱାନ କରିଥିଲେ।ସମାବେଶରେ ବହୁ ସଂଖ୍ୟକ ଯୁବକ ଯୁବତୀ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟ, ଛାତ୍ରଛାତ୍ରୀ ଏବଂ ଆଗ୍ରହୀ ଉଦ୍ୟୋଗୀମାନେ ଅଂଶଗ୍ରହଣ କରି ସରକାରୀ ଯୋଜନା ସମ୍ପର୍କରେ ସୂଚନା ଗ୍ରହଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର

ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର

June 25, 2026
ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

June 25, 2026
ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା : ବିକାଶର ଧାରା ଓଡ଼ିଶା ସାରା” ଅଭିଯାନ

ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା : ବିକାଶର ଧାରା ଓଡ଼ିଶା ସାରା” ଅଭିଯାନ

June 25, 2026
ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମର ଶୁଭାରମ୍ଭ

ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମର ଶୁଭାରମ୍ଭ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର

ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର

June 25, 2026
ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version