• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଣ୍ଟାବାଞ୍ଜି ଏନ.ଏ.ସି.ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅନୁଷ୍ଠିତ – କଣ୍ଟାବାଞ୍ଜି

Proprietor Abhimanyu Maharana by Proprietor Abhimanyu Maharana
June 27, 2026
in ଓଡ଼ିଶା, ବଲାଙ୍ଗିର, ହୋମ୍
0
କଣ୍ଟାବାଞ୍ଜି ଏନ.ଏ.ସି.ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅନୁଷ୍ଠିତ – କଣ୍ଟାବାଞ୍ଜି
Share on FacebookShare on TwitterWhatsapp

କଣ୍ଟାବାଞ୍ଜି (ଓଡିଶା ତାଜାନ୍ୟୁଜ) (ନି. ପ୍ର) :- ଓଡିଶା ସରକାରଙ୍କ ଦୁଇ ବର୍ଷ ପୂର୍ତି ଉପଲକ୍ଷେ ରାଜ୍ୟସ୍ତରୀୟ ସହରାଂଚଳ ଜନ ସମ୍ପର୍କ ଓ ନାଗରୀକ ସହଭାଗୀତା କାର୍ଯ୍ୟକ୍ରମ ସାରା ରାଜ୍ୟରେ ବୁଧବାର ଦିନ ଅନୁଷ୍ଠିତ ହୋଇଛି । ଏହି ଅବସରରେ କଣ୍ଟାବାଞ୍ଜି ଏନ.ଏ.ସି.ରେ ମଧ୍ୟ ସ୍ଥାନୀୟ ଚିଲଡ୍ରେନ ପାର୍କ ନିକଟସ୍ଥ ନବ ନିର୍ମିତ ମଲ୍ଟି ପରପୋଜ୍ କମ୍ୟୁନିଟି ହଲରେ ବର୍ଣ୍ଣାଢ୍ୟ ପରିବେଶ ରେ ଆୟୋଜିତ ହୋଇଯାଇଛି । ଏହି ଅବସରରେ କଣ୍ଟାବାଞ୍ଜିରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ଉପରେ ଆଲୋକପାତ କରାଯାଇଥିଲା ।

ସହରର ସ୍ୱଛତା, ପରିମଳ ଏବଂ ଉନ୍ନୟନରେ ସ୍ୱଛସାଥୀ, ଜଳସାଥୀ ଓ କର୍ମଚାରୀମାନଙ୍କ ଭୂମିକା ଉପରେ ଜନସାଧାରଣଙ୍କ ସହଯୋଗରେ ନିଜ ଅଂଚଳର ଉନ୍ନତି ସହିତ ସହରର ଉନ୍ନତି ସମ୍ଭବ ବୋଲି କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ଅତିଥୀମାନେ ମତବ୍ୟକ୍ତ କରିଥିଲେ ।ରାଜ୍ୟର ସହରାଞ୍ଚଳର ସର୍ବାଙ୍ଗୀଣ ଉନ୍ନତି ଓ ନାଗରିକ ସେବାର ସୁଧାର ପାଇଁ ଆଜିଠାରୁ ଆରମ୍ଭ ହୋଇଛି “ବିକଶିତ ଯାତ୍ରା, ଓଡ଼ିଶା ସାରା” କାର୍ଯ୍ୟକ୍ରମ। ରାଜ୍ୟ ସରକାରଙ୍କ ଗତ ଦୁଇ ବର୍ଷର ଉନ୍ନୟନମୂଳକ କାର୍ଯ୍ୟ ଏବଂ ଆଗାମୀ ଯୋଜନା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା ଏହାର ମୁଖ୍ୟ ଉଦ୍ଦେଶ୍ୟ। “ବିକଶିତ ଯାତ୍ରା, ଓଡ଼ିଶା ସାରା” ଅଭିଯାନ ଅଧୀନରେ ସହରାଞ୍ଚଳରେ ପାନୀୟ ଜଳ,

ପରିମଳ ବ୍ୟବସ୍ଥା, ଆବାସ, ସଡ଼କ, ଜନପରିବହନ ଓ ଡିଜିଟାଲ ସେବା କ୍ଷେତ୍ରରେ ହୋଇଥିବା ଉନ୍ନତିକୁ ଲୋକଙ୍କ ସମ୍ମୁଖରେ ଉପସ୍ଥାପନ କରାଯାଉଛି। ଏହି ଅଭିଯାନ ମାଧ୍ୟମରେ ଜନସାଧାରଣଙ୍କ ମତାମତ ଓ ପରାମର୍ଶ ମଧ୍ୟ ସଂଗ୍ରହ କରାଯିବ। ପ୍ରଦର୍ଶନୀ, ସଚେତନତା କାର୍ଯ୍ୟକ୍ରମ ଏବଂ ସରକାରୀ ଯୋଜନାର ସୂଚନା ପ୍ରଦାନ ମାଧ୍ୟମରେ ଏହି ଯାତ୍ରା ସହରବାସୀଙ୍କୁ ସରକାରଙ୍କ ବିକାଶମୂଳକ ପଦକ୍ଷେପ ସହ ଯୋଡ଼ିବାରେ ସହାୟକ ହେବ। ରାଜ୍ୟକୁ ଏକ ବିକଶିତ ଓ ସମୃଦ୍ଧ ଓଡ଼ିଶା ଗଢ଼ି ତୋଳିବା ଦିଗରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ ବୋଲି ସରକାର କହିଛନ୍ତି।

ବିକାଶର ବାର୍ତ୍ତାକୁ ଘରେ ଘରେ ପହଞ୍ଚାଇବା ସହ ଲୋକଙ୍କ ସକ୍ରିୟ ଭାଗୀଦାରୀକୁ ଗୁରୁତ୍ୱ ଦେଇ “ବିକଶିତ ଯାତ୍ରା, ଓଡ଼ିଶା ସାରା” କାର୍ଯ୍ୟକ୍ରମ ରାଜ୍ୟବ୍ୟାପୀ ଭାବେ ଆୟୋଜିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଏନ.ଏ.ସି. ଉପାଧ୍ୟକ୍ଷା ଶ୍ରୀମତୀ ମନୋରମା ରାଉତଙ୍କ ଅଧ୍ୟକ୍ଷତାରେ ଓ ଏନ.ଏ.ସି. ନିର୍ବାହୀ ଅଧିକାରୀ ନେତୃତ୍ୱରେ ଛବି ପୋଢଙ୍କ ଅନୁଷ୍ଠିତ ସଭାରେ ବିଧାୟକଙ୍କ ପ୍ରତିନିଧି ବେଦବ୍ୟାସ ନାଗ ମୂଖ୍ୟ ଅତିଥୀ ଭାଭେ ମଂଚାଶିନ ଥିଲେ । କାର୍ଯ୍ୟକ୍ରମ ପ୍ରାରମ୍ଭରେ ଏନ.ଏ.ସି.କମ୍ୟୁନିଟି ଅର୍ଗାନାଇଜର ଜ୍ୟୋସ୍ନାମୟୀ ବାରୀକ ପ୍ରାରମ୍ଭିକ ସୂଚନା ଦେଇଥିଲେ । କାର୍ଯ୍ୟକ୍ରମ ପରେ ଓଡିଶା ସରକାରଙ୍କ ରାଜ୍ୟବ୍ୟାପୀ ଉନ୍ନୟନ ମୂଳକ କାର୍ଯ୍ୟର ଏଲ.ସି.ଡି. ମାଧ୍ୟମରେ ଦେଖାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଏନ.ଏ.ସି.ର କାଉନସିଲର ବିକାଶ ତରିଆ ସହ ସହସ୍ରାଧିକ ସ୍ୱଂୟ ସହାୟକ ଗୋଷ୍ଠୀର ମହିଳା, ଜନସାଧାରଣ ଉପସ୍ଥିତ ରହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

June 28, 2026
ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version