ବାଲିଗୁଡା (ଓଡ଼ିଶା ତାଜାନ୍ୟୁଜ) (ନି.ପ୍ର) :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ନିକଟସ୍ଥ ୫୯ ନଂ ଜାତୀୟ ରାଜପଥ ଖଡ଼ଗ ନଦୀ ପୋଲ ଉପରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅଜଣା ଗାଡ଼ି ଧକ୍କାରେ ତିନିଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ଖବରପାଇ ଘଟଣାସ୍ଥଳରେ ବାଲିଗୁଡ଼ା ପୋଲିସ୍ ପହଁଞ୍ଚି ତିନି ଜଣଙ୍କୁ ଉଦ୍ଧାର କରି ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛି l ସୂଚନା ଅନୁଯାୟୀ ଶୁକ୍ରବାର ବିଳମ୍ବିତ ରାତିରେ ଗୋଟିଏ ମୋଟରସାଇକେଲରେ ତିନିଜଣ ଯାଉଥିବା ବେଳେ ଏକ ଅଜଣା ଗାଡ଼ି ସେମାନଙ୍କୁ ଧକ୍କା ଦେଇ ଘଟଣାସ୍ଥଳରୁ ଫେରାର ସୋଇଯାଇଥିଲା ।

ଉକ୍ତ ତିନି ଜଣ ନବରଙ୍ଗପୁର ଥାନା ଅଞ୍ଚଳ ର ହୋଇଥିବା ବେଳେ ଶୁଭମ ରାଜ ଜେନା (୨୧) ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣ ସୁନୀଲ ଜାନୀ (୨୭) ଓ ଚନ୍ଦନ ସୁନା (୨୫) ଗୁରୁତର ଆହତ ହୋଇଥିଲେ । ଦୁର୍ଘଟଣା ଖବରପାଇ ବାଲିଗୁଡ଼ା ପୋଲିସ୍ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଁଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ । ସେଠାରେ ଚିକିତ୍ସିତ ଅବସ୍ଥାରେ ଅନ୍ୟ ଦୁଇଜଣଙ୍କର ମଧ୍ୟ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ତିନିଜଣ ମୃତକଙ୍କ ମର ଶରୀର ବ୍ୟବଚ୍ଛେଦ ପାଇଁ ଶବ ବ୍ୟବଚ୍ଛେଦ ଗୃହରେ ରଖାଯାଇଛି । ଏ ନେଇ ବାଲିଗୁଡ଼ା ପୋଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି ।