• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ କଳାପତାକା ପ୍ରଦର୍ଶନ କରି କଂଗ୍ରେସ ନେତା ଗିରଫ

Proprietor Abhimanyu Maharana by Proprietor Abhimanyu Maharana
July 6, 2026
in ଓଡ଼ିଶା, ପୁରୀ, ହୋମ୍
0
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ କଳାପତାକା ପ୍ରଦର୍ଶନ କରି କଂଗ୍ରେସ ନେତା ଗିରଫ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜାନ୍ୟୁଜ) (ନି.ପ୍ର) :- ରଥଯାତ୍ରା-୨୦୨୬ ଶେଷ ସମନ୍ୱୟ ସଭା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଙ୍କୁ କଂଗ୍ରେସ ଦଳ ପକ୍ଷରୁ କଂଗ୍ରେସ‌ ପୁରୀ ସଦର ବ୍ଲକ ପୂର୍ବତନ ସଭାପତି ରାମଚନ୍ଦ୍ର ସାହୁ, ଅବିନାଶ ମିଶ୍ର, ରଜତ କୁମାର ସାହୁ, ଏବଂ ବିଶ୍ବରଂଜନ ମହାପାତ୍ର ନଗର କଂଗ୍ରେସ ସଭାପତି, ଆଦର୍ଶ ମିଶ୍ର, ରାଜକିଶୋର ସ୍ବାଇଁ, ଜିତୁ ଦାସ, ପିଣ୍ଟୁ ସାହୁ, ଦିପକ ବେହେରା କଳାପତାକା ପ୍ରଦର୍ଶନ କରି ପୁରୀ ପୋଲିସ ଦ୍ବାରା ଗିରଫ ହୋଇଛନ୍ତି ।

ପାଠ୍ୟପୁସ୍ତକରେ ତୃଟି, ଏ ପର୍ଯ୍ୟନ୍ତ ସଠିକ ପାଠ୍ୟପୁସ୍ତକ ବିତରଣ ନ କରିବା, ତଥା ପୁରୀ ଲୋକଙ୍କ ସରଳ ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥା ତତ୍ ସହିତ ରାମ ମନ୍ଦିର ଓ ବଦ୍ରିନାଥ ମନ୍ଦିରରୁ ଭକ୍ତଙ୍କ ଦାନ ଅର୍ଥ ଚୋରି କରିବା ବିରୁଦ୍ଧରେ ଏବଂ ଅଦିନିଆ ରଥଯାତ୍ରା କରୁଥିବା ଇସ୍କନକୁ ରଥଯାତ୍ରାରେ ବହୁ ମାତ୍ରାରେ କର୍ଡନ ପାସ ବାଣ୍ଟିବା ତଥା ମହାପ୍ରସାଦ କହି ଲୋକଙ୍କୁ ଖାଦ୍ୟ ବାଣ୍ଟିବା କୁ ଅନୁମତି ଦେବା ତଥା ପୁରୀ ସାହି ଗଳିକନ୍ଦି ରୁ ନଳା ସଫା ନକରିବା, ରାସ୍ତା ସଠିକ ଭାବେ କାମ ନ କରିବା,

ଅହେତୁକ ବିଦ୍ୟୃତ କାଟ, ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ତଥା ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପୋଡ଼ାଜଳା ବିଭାଗ ନଥିବା ଆଦି ଆଦି ବିଭିନ୍ନ ସମସ୍ୟା ର ସ୍ଥାୟୀ ସମାଧାନ ପାଇଁ ବାରମ୍ବାର ବିଭିନ୍ନ ଅନୁଷ୍ଠାନ ତଥା ରାଜନୈତିକ ଦଳ ଦ୍ବାରା ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲେ ମଧ୍ୟ ଏଥିପ୍ରତି ଭ୍ରୁକ୍ଷେପ ନକରିବା ତଥା ସରକାରଙ୍କ ଖାମଖିଆଲି ମନୋଭାବ ପାଇଁ କଂଗ୍ରେସ ପକ୍ଷରୁ ଏପରି ପଦକ୍ଷେପ ନିଆଯାଇଛି ଏବଂ

ଆଗାମୀ ଦିନରେ ପୁରୀ ରେ କୌଣସି ନେତାଙ୍କୁ ପୁରାଇ ଦିଆଯିବ ନାହିଁ ବୋଲି ରାମଚନ୍ଦ୍ର ସାହୁ ଚେତାବନୀ ଦେଇଛନ୍ତି । ଗିରଫ କଂଗ୍ରେସ ନେତା ମାନଙ୍କୁ ସାକ୍ଷାତ କରିବା ପାଇଁ ପୁରୀ ଜିଲ୍ଲା କଂଗ୍ରେସ ସଭାପତି ଇଂ ରାଜେଶ କୁମାର ମିଶ୍ର, ସୁଜିତ ମହାପାତ୍ର, ବିଶ୍ବକେସନ ହରିଚନ୍ଦନ ମହାପାତ୍ର, ଉମାକାନ୍ତ ବରାଳ, ସୁକାନ୍ତ କୁମାର ପ୍ରଧାନ, ଜିବେଶ ଚନ୍ଦ୍ର ରଥ ଆଦି ଏକ ଟିମ୍ ରିଜର୍ଭ ପୋଲିସ ଲାଇନ ପରିଦର୍ଶନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ କଳାପତାକା ପ୍ରଦର୍ଶନ କରି କଂଗ୍ରେସ ନେତା ଗିରଫ

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ କଳାପତାକା ପ୍ରଦର୍ଶନ କରି କଂଗ୍ରେସ ନେତା ଗିରଫ

July 6, 2026
ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ରଥଯାତ୍ରାର ସ୍ୱତନ୍ତ୍ର ସମୀକ୍ଷା ବୈଠକ

ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ରଥଯାତ୍ରାର ସ୍ୱତନ୍ତ୍ର ସମୀକ୍ଷା ବୈଠକ

July 6, 2026
ଦଳେଇ ସାହି ପଞ୍ଚାୟତରେ ଜନ ଅଭିଯୋଗ ଶୁଣାଣୀ ଶିବିର ଉଦଘାଟିତ

ଦଳେଇ ସାହି ପଞ୍ଚାୟତରେ ଜନ ଅଭିଯୋଗ ଶୁଣାଣୀ ଶିବିର ଉଦଘାଟିତ

July 6, 2026
ରଣପୁର ନୂଆପଡ଼ା ସଂରକ୍ଷିତ ଜଙ୍ଗଲରେ ୭୭ତମ ବନମହୋତ୍ସବ ସପ୍ତାହ ପାଳିତ ହୋଇଛି

ରଣପୁର ନୂଆପଡ଼ା ସଂରକ୍ଷିତ ଜଙ୍ଗଲରେ ୭୭ତମ ବନମହୋତ୍ସବ ସପ୍ତାହ ପାଳିତ ହୋଇଛି

July 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ କଳାପତାକା ପ୍ରଦର୍ଶନ କରି କଂଗ୍ରେସ ନେତା ଗିରଫ

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ କଳାପତାକା ପ୍ରଦର୍ଶନ କରି କଂଗ୍ରେସ ନେତା ଗିରଫ

July 6, 2026
ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ରଥଯାତ୍ରାର ସ୍ୱତନ୍ତ୍ର ସମୀକ୍ଷା ବୈଠକ

ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ରଥଯାତ୍ରାର ସ୍ୱତନ୍ତ୍ର ସମୀକ୍ଷା ବୈଠକ

July 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version