• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଟକ ୬ଷ୍ଠ ବାଟାଲିୟନର ନୂତନ ଦୂର୍ଗପତି ଙ୍କୁ ସ୍ବାଗତ

Proprietor Abhimanyu Maharana by Proprietor Abhimanyu Maharana
July 8, 2026
in ଓଡ଼ିଶା, କଟକ, ହୋମ୍
0
କଟକ ୬ଷ୍ଠ ବାଟାଲିୟନର ନୂତନ ଦୂର୍ଗପତି ଙ୍କୁ ସ୍ବାଗତ
Share on FacebookShare on TwitterWhatsapp

କଟକ (ଓଡ଼ିଶା ତାଜାନ୍ୟୁଜ) (ନି.ପ୍ର) :- କଟକର ଓଡ଼ିଶା ପୋଲିସ୍ ବାହିନୀର କଟକ ୬ଷ୍ଠ ବାଟାଲିୟନର ନୂତନ ଦୂର୍ଗପତି ଭାବେ ବରିଷ୍ଠ ପୋଲିସ ଅଧିକାରୀ ଶ୍ରୀ ମନୋଜ ମିଶ୍ର ଯୋଗ ଦେଇଛନ୍ତି । ଯୋଗଦେଇଥିବା ନୂତନ ଦୂର୍ଗପତି ଙ୍କୁ ସ୍ବାଗତ କରିବା ଲାଗି କଟକ ୬ଷ୍ଠ ବାଟାଲିୟନ ପରିସର ରେ ସମ୍ବାଦ ପତ୍ର “ବାସ୍ତବ କଥା” ର ସହ-ସମ୍ପାଦକ ତଥା ରାଷ୍ଟ୍ରୀୟ ପତ୍ରକାର ସଂଘ,

ଓଡ଼ିଶା ଶାଖାର ଅଧ୍ୟକ୍ଷ ଶ୍ରୀ ସଞ୍ଜୟ କୁମାର ଶତପଥୀ,ପ୍ରୟାଗ ଖବର ର ସମ୍ପାଦକ ଶ୍ରୀ ରଜତ କୁମାର ମହାନ୍ତି, ରାଷ୍ଟ୍ରୀୟ ପତ୍ରକାର ସଂଘ ର ରାଜ୍ୟ ସଂଯୋଜକ ଶ୍ରୀ ପ୍ରଶାନ୍ତ ଚୈ।ଧୁରୀ ନୂତନ ଦୂର୍ଗପତି ଶ୍ରୀ ମନୋଜ ମିଶ୍ର ଙ୍କୁ ଉତ୍ତରୀୟ ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପଟ୍ଟଚିତ୍ର ପ୍ରଦାନ କରି ସ୍ବାଗତ କରିବା ସହ “କେମିତି ଲାଗୁଛି ୬ଷ୍ଠ ବାଟାଲିୟନ” ବିଷୟରେ ପଚାରିଥୂଲେ ।

ଗଣମାଧ୍ୟମ ଙ୍କ ପ୍ରଶ୍ନର ଉତ୍ତର ରେ ଦୂର୍ଗପତି ଶ୍ରୀ ମିଶ୍ର ନିଜ ଚାକିରୀ ଜୀବନ ଏହି ବାଟାଲିୟନ ରୁ ଆରମ୍ଭ ହୋଇଥିଲା ଏବଂ ଆଜି ଏହି ବାଟାଲିୟନ ର ଆବିଳତା ମୋତେ ଆଜି ଏହି ବାଟାଲିୟନ ର ସର୍ବୋଚ୍ଚ ପଦବୀ ପ୍ରଦାନ କରିଥୂବାରୁ ନିଜକୁ କୃତାର୍ଥ ମନେ କରୁଛି ।

ସମସ୍ତ ସହଯୋଗୀଙ୍କ ସହଯୋଗ ରେ ଏହି ବାଟାଲିୟନକୁ ଶ୍ରେଷ୍ଠ କରିବାକୁ ଚେଷ୍ଟା କରିବି ବୋଲି କହିଛନ୍ତି ଦୂର୍ଗପତି ଶ୍ରୀ ମିଶ୍ର । ଏହି କାର୍ଯ୍ୟକ୍ରମରେ ଦୂର୍ଗପତିଙ୍କ ସହ ଉପ-ଦୂର୍ଗପତି ଶ୍ରୀ ସ୍ୱଦେଶ କୁମାର ମହାନ୍ତି, ସହକାରୀ ଦୂର୍ଗପତି ଶ୍ରୀ ମାନ୍ଧାତା ସାଇ ଓ ଅନ୍ୟାନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥଯାତ୍ରା ପାଇଁ ଜରୁରୀକାଳୀନ ସ୍ୱାସ୍ଥ୍ୟସେବା ଓ ରୋଗୀ ସ୍ଥାନାନ୍ତର ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା

ରଥଯାତ୍ରା ପାଇଁ ଜରୁରୀକାଳୀନ ସ୍ୱାସ୍ଥ୍ୟସେବା ଓ ରୋଗୀ ସ୍ଥାନାନ୍ତର ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା

July 8, 2026
ଘରୁ ପଳାଇ ଆସିଥିବା ୨ ନାବାଳକଙ୍କୁ ପୋଲିସ ଉଦ୍ଧାର କରି ପରିବାରକୁ ହସ୍ତାନ୍ତର

ଘରୁ ପଳାଇ ଆସିଥିବା ୨ ନାବାଳକଙ୍କୁ ପୋଲିସ ଉଦ୍ଧାର କରି ପରିବାରକୁ ହସ୍ତାନ୍ତର

July 8, 2026
ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର ୪୬ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ

ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର ୪୬ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ

July 8, 2026
ଵନ ମହୋତ୍ସବ ସପ୍ତାହ ପାଳିତ

ଵନ ମହୋତ୍ସବ ସପ୍ତାହ ପାଳିତ

July 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥଯାତ୍ରା ପାଇଁ ଜରୁରୀକାଳୀନ ସ୍ୱାସ୍ଥ୍ୟସେବା ଓ ରୋଗୀ ସ୍ଥାନାନ୍ତର ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା

ରଥଯାତ୍ରା ପାଇଁ ଜରୁରୀକାଳୀନ ସ୍ୱାସ୍ଥ୍ୟସେବା ଓ ରୋଗୀ ସ୍ଥାନାନ୍ତର ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା

July 8, 2026
ଘରୁ ପଳାଇ ଆସିଥିବା ୨ ନାବାଳକଙ୍କୁ ପୋଲିସ ଉଦ୍ଧାର କରି ପରିବାରକୁ ହସ୍ତାନ୍ତର

ଘରୁ ପଳାଇ ଆସିଥିବା ୨ ନାବାଳକଙ୍କୁ ପୋଲିସ ଉଦ୍ଧାର କରି ପରିବାରକୁ ହସ୍ତାନ୍ତର

July 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version