• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଏନଏସଇ କ୍ରୁଡ ଅଏଲ ଅପ୍‌ସନ୍ସର ଉଲ୍ଲେଖନୀୟ ପ୍ରଦର୍ଶନ

Proprietor Abhimanyu Maharana by Proprietor Abhimanyu Maharana
July 11, 2026
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଏନଏସଇ କ୍ରୁଡ ଅଏଲ ଅପ୍‌ସନ୍ସର ଉଲ୍ଲେଖନୀୟ ପ୍ରଦର୍ଶନ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜାନ୍ୟୁଜ) (ନି.ପ୍ର) :- ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ ଅଫ୍ ଇଣ୍ଡିଆ (ଏନଏସଇ) ପକ୍ଷରୁ ଘୋଷଣା କରାଯାଇଛି ଯେ, ଏହାର କ୍ରୁଡ ଅଏଲ ଅପ୍‌ସନ୍ସ ଉଲ୍ଲେଖନୀୟ ପ୍ରଦର୍ଶନ କରିଛଇ । ଯାହାକି ଗତ ଜୁଲାଇ ୯ ତାରିଖ ୨୦୨୬ରେ ୨୦୦୬.୪୯ କୋଟି ଟଙ୍କାର ଦୈନିକ ପ୍ରିମିୟମ କାରବାର, ୪୭,୩୩,୮୬୨ଟି ଚୁକ୍ତି ସଂଖ୍ୟା ଓ ୧୧୪,୦୦୦ ଚୁକ୍ତି ଅତିକ୍ରମ କରିଥିବା ଇଂଟ୍ରାଡେ ଓପନ ଇଂଟରେଷ୍ଟ ହାସଲ କରିଛି । ଏହି ସଫଳତା ଅଶୋଧିତ ତୈଳ ମୂଲ୍ୟ ବିପଦକୁ ପରିଚାଳନା କରିବା ପାଇଁ ଉତ୍ପାଦଗୁଡିକର ବର୍ଦ୍ଧିତ ଗ୍ରହଣୀୟତାକୁ ଗୁରୁତ୍ୱାରୋପ କରୁଛି ।

ବଜାର ମତାମତକୁ ଅନୁସରଣ କରି ଏନଏସଇ ନମନୀୟତା ଓ ବିପଦ ପରିଚାଳନାକୁ ଉନ୍ନତ କରିବା ପାଇଁ ଫ୍ୟୁଚର୍ସ ଏକ୍ସପାୟରି ପୂର୍ବରୁ କଂଟ୍ରାକ୍ଟ ଏକ୍ସପାୟରିକୁ ଦୁଇରୁ ୭ ଦିନକୁ ସଂଶୋଧନ କରିଥିଲା ଯାହା ଗତ ନଭେମ୍ବର ୬ ତାରିଖ ୨୦୨୫ରୁ ପ୍ରଭାବୀ ରହିଛି । ଏହା ପରଠାରୁ  ଏନଏସଇରେ ଟ୍ରେଡିଂ ଗତିବିଧି ବୃଦ୍ଧି ପାଇବାରେ ଲାଗିଛି ।  ପୂର୍ବ ଏକ୍ସପାୟରି (୯ ଜୁନ ୨୦୨୬)ରେ ଏହି ଚୁକ୍ତି ୨୮୬୪,୬୧୮ଟି ଚୁକ୍ତି କାରବାର ଓ ୧୨୩୯.୧୦ କୋଟି ଟଙ୍କାର ପ୍ରିମିୟମ ଟର୍ଣ୍ଣଓଭର ପରିଲକ୍ଷିତ କରିଥିଲା ।

ସେହିପରି କ୍ରୁଡ ଅଏଲ ଫ୍ୟୁଚର୍ସ ୩୭୮.୩୨ କୋଟି ଟଙ୍କାର ଏକ ଟର୍ଣ୍ଣଓଭର ରେକର୍ଡ କରିଥିଲା । ଏନଏସଇ ପକ୍ଷରୁ କୁହାଯାଇଛି ଯେ,ଏହା ନିଜର କମୋଡିଟି ଡେରିଭେଟିଭ୍‌ସ ଅଫରିଙ୍ଗଗୁଡିକୁ ଉନ୍ନତ କରିବା ଜାରି ରଖିବ । ଏହାବ୍ୟତୀତ ଏନଏସଇ ନ୍ୟାଚୁରାଲ ଗ୍ୟାସ ଅପ୍‌ସନ୍ସ ଏକ୍ସପାୟରୀକୁ ଫ୍ୟୁଚର୍ସ ଏକ୍ସପାୟରୀ ପୂର୍ବରୁ ୪ଟି ବ୍ୟବସାୟିକ ଦିନକୁ ସଂଶୋଧନ କରିଛି ଯାହା ମେ ୨୫ ତାରିଖ ୨୦୨୬ରୁ ପ୍ରଭାବୀ ରହିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରଶ୍ନ ବ୍ୟାଙ୍କ ପ୍ରସ୍ତୁତି ନିମନ୍ତେ ୩ ଦିନିଆ କର୍ମଶାଳା ଅନୁଷ୍ଠିତ

ପ୍ରଶ୍ନ ବ୍ୟାଙ୍କ ପ୍ରସ୍ତୁତି ନିମନ୍ତେ ୩ ଦିନିଆ କର୍ମଶାଳା ଅନୁଷ୍ଠିତ

September 4, 2026
ଗଜପତି ଜିଲ୍ଲାର ଦୁର୍ଗମ ଲବାରସିଂରୁ ଭାରତ ସରକାରର ବରିଷ୍ଠ ବୈଜ୍ଞାନିକ-ଏଫ୍; ଗଜପତି ପାଇଁ ଗର୍ବ ଆଣିଲେ ଡ଼ଃ ସତ୍ୟବାନ ବିଶୋୟୀ ରତ୍ନ

ଗଜପତି ଜିଲ୍ଲାର ଦୁର୍ଗମ ଲବାରସିଂରୁ ଭାରତ ସରକାରର ବରିଷ୍ଠ ବୈଜ୍ଞାନିକ-ଏଫ୍; ଗଜପତି ପାଇଁ ଗର୍ବ ଆଣିଲେ ଡ଼ଃ ସତ୍ୟବାନ ବିଶୋୟୀ ରତ୍ନ

September 3, 2026
ବେଣ୍ଟ ଠାରେ ହୋଇଥିବା ନାରକୀୟ ହତ୍ୟା କାଣ୍ଡ ର ହତ୍ୟାକାରୀ ଙ୍କୁ ନୟାଗଡ଼ ପୁଲିସ ଖୁବଶୀଘ୍ର ଲୋକଲୋଚନକୁ ଆଣିବ

ବେଣ୍ଟ ଠାରେ ହୋଇଥିବା ନାରକୀୟ ହତ୍ୟା କାଣ୍ଡ ର ହତ୍ୟାକାରୀ ଙ୍କୁ ନୟାଗଡ଼ ପୁଲିସ ଖୁବଶୀଘ୍ର ଲୋକଲୋଚନକୁ ଆଣିବ

September 3, 2026
ଟାଙ୍ଗୀ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟରେ ‘ଅମ୍ଳାନ’ ଅଭିଯାନ : ଛାତ୍ରୀମାନଙ୍କର ହେମୋଗ୍ଲୋବିନ୍ ପରୀକ୍ଷା

ଟାଙ୍ଗୀ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟରେ ‘ଅମ୍ଳାନ’ ଅଭିଯାନ : ଛାତ୍ରୀମାନଙ୍କର ହେମୋଗ୍ଲୋବିନ୍ ପରୀକ୍ଷା

September 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରଶ୍ନ ବ୍ୟାଙ୍କ ପ୍ରସ୍ତୁତି ନିମନ୍ତେ ୩ ଦିନିଆ କର୍ମଶାଳା ଅନୁଷ୍ଠିତ

ପ୍ରଶ୍ନ ବ୍ୟାଙ୍କ ପ୍ରସ୍ତୁତି ନିମନ୍ତେ ୩ ଦିନିଆ କର୍ମଶାଳା ଅନୁଷ୍ଠିତ

September 4, 2026
ଗଜପତି ଜିଲ୍ଲାର ଦୁର୍ଗମ ଲବାରସିଂରୁ ଭାରତ ସରକାରର ବରିଷ୍ଠ ବୈଜ୍ଞାନିକ-ଏଫ୍; ଗଜପତି ପାଇଁ ଗର୍ବ ଆଣିଲେ ଡ଼ଃ ସତ୍ୟବାନ ବିଶୋୟୀ ରତ୍ନ

ଗଜପତି ଜିଲ୍ଲାର ଦୁର୍ଗମ ଲବାରସିଂରୁ ଭାରତ ସରକାରର ବରିଷ୍ଠ ବୈଜ୍ଞାନିକ-ଏଫ୍; ଗଜପତି ପାଇଁ ଗର୍ବ ଆଣିଲେ ଡ଼ଃ ସତ୍ୟବାନ ବିଶୋୟୀ ରତ୍ନ

September 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version