• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁରୀ ପୋଲିସର ଆଣ୍ଟି-ସ୍ନାଚିଂ ଅଭିଯାନ ; ୪ ଦିନରେ ୧୪୩ ଜଣ ସ୍ନାଚର ଗିରଫ, ୨୫୦ରୁ ଅଧିକ ଚୋରି ମୋବାଇଲ ଜବତ

Proprietor Abhimanyu Maharana by Proprietor Abhimanyu Maharana
July 21, 2026
in ଓଡ଼ିଶା, ପୁରୀ, ହୋମ୍
0
ପୁରୀ ପୋଲିସର ଆଣ୍ଟି-ସ୍ନାଚିଂ ଅଭିଯାନ ; ୪ ଦିନରେ ୧୪୩ ଜଣ ସ୍ନାଚର ଗିରଫ, ୨୫୦ରୁ ଅଧିକ ଚୋରି ମୋବାଇଲ ଜବତ
Share on FacebookShare on TwitterWhatsapp

ପୁରୀ (ଓଡିଶା ତାଜାନ୍ୟୁଜ ) (ନି. ପ୍ର) :-  ରଥଯାତ୍ରା ୨୦୨୬ ଅବସରରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଓ ପର୍ଯ୍ୟଟକ ଶ୍ରୀକ୍ଷେତ୍ର ପୁରୀକୁ ଆସୁଥିବା ପରିପ୍ରେକ୍ଷୀରେ ସେମାନଙ୍କର ସୁରକ୍ଷା, ନିରାପତ୍ତା ଓ ନିର୍ବିଘ୍ନ ଦର୍ଶନକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ପୁରୀ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ସହିତ ଏକ ସ୍ୱତନ୍ତ୍ର ଆଣ୍ଟି-ସ୍ନାଚିଂ ଡ୍ରାଇଭ୍ ଜାରି ରହିଛି । ଭିଡ଼ର ସୁଯୋଗ ନେଇ ମୋବାଇଲ, ପର୍ସ, ସୁନା ଅଳଙ୍କାର ଓ ଅନ୍ୟାନ୍ୟ ମୂଲ୍ୟବାନ ସାମଗ୍ରୀ ଲୁଟ୍ କରୁଥିବା ଅପରାଧୀଙ୍କ ବିରୋଧରେ ପୁରୀ ପୋଲିସ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଉଛି ।

ଗତ ୪ ଦିନ ଧରି ଚାଲିଥିବା ଏହି ସ୍ୱତନ୍ତ୍ର ଅଭିଯାନରେ ପୁରୀ ପୋଲିସ ବିଭିନ୍ନ ଥାନା ଓ ଆଣ୍ଟି-ସ୍ନାଚିଂ ଟିମ୍‌ର ମିଳିତ ଉଦ୍ୟମରେ ମୋଟ ୧୪୩ ଜଣ ସ୍ନାଚରଙ୍କୁ ଗିରଫ କରିଛି । ସେମାନଙ୍କ ନିକଟରୁ ୨୫୦ରୁ ଅଧିକ ଚୋରି ମୋବାଇଲ ଫୋନ୍ ଜବତ କରାଯାଇଛି । ଆଇନଗତ ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବା ପରେ ଉଦ୍ଧାର ହୋଇଥିବା ମୋବାଇଲ ଫୋନଗୁଡ଼ିକୁ ସେମାନଙ୍କର ପ୍ରକୃତ ମାଲିକଙ୍କୁ ଫେରସ୍ତ କରାଯାଉଛି । ଏହି ଅଭିଯାନରେ ଟାଉନ ଥାନା ୪୭ ଜଣ ଅଭିଯୁକ୍ତ ଗିରଫ, ସିଂହଦ୍ୱାର ଥାନା ୩୫ ଜଣ ଅଭିଯୁକ୍ତ ଗିରଫ, କୁମ୍ଭାରପଡ଼ା ଥାନା ୩୧ ଜଣ ଅଭିଯୁକ୍ତ ଗିରଫ, ସି ବିଚ୍ ଥାନା ୧୫ ଜଣ ଅଭିଯୁକ୍ତ ଗିରଫ, ବାଲିଆପଣ୍ଡା ଥାନା ୧୩ ଜଣ ଅଭିଯୁକ୍ତ ଗିରଫ, ତାଳବଣିଆ ଥାନା ୨ ଜଣ ଅଭିଯୁକ୍ତ ଗିରଫହୋଇଛନ୍ତି ।

ପୁରୀ ସହରର ବଡ଼ଦାଣ୍ଡ, ଶ୍ରୀଜଗନ୍ନାଥ ମନ୍ଦିର ପରିସର, ଗୁଣ୍ଡିଚା ମନ୍ଦିର, ସମୁଦ୍ରକୂଳ, ବସ୍‌ଷ୍ଟାଣ୍ଡ, ରେଳ ଷ୍ଟେସନ, ପାର୍କିଂ ସ୍ଥଳୀ ଏବଂ ଅନ୍ୟାନ୍ୟ ଜନଗହଳିପୂର୍ଣ୍ଣ ସ୍ଥାନଗୁଡ଼ିକରେ ସ୍ୱତନ୍ତ୍ର ନଜରଦାରୀ ବ୍ୟବସ୍ଥା କରାଯାଇଛି । ସାଦା ପୋଷାକଧାରୀ ପୋଲିସ କର୍ମଚାରୀ, ଆଣ୍ଟି-ସ୍ନାଚିଂ ଟିମ୍, ସିସିଟିଭି ନିରୀକ୍ଷଣ ଓ ସୂଚନାକୁ ଆଧାର କରି ଅଭିଯୁକ୍ତମାନଙ୍କୁ ଚିହ୍ନଟ କରି ତୁରନ୍ତ ଗିରଫ କରାଯାଉଛି। ପୁରୀ ଏସ୍ପି ପ୍ରତୀକ ସିଂ, କହିଛନ୍ତି ଯେ, ରଥଯାତ୍ରା ସମୟରେ ଭକ୍ତ ଓ ପର୍ଯ୍ୟଟକଙ୍କ ସୁରକ୍ଷା ପୁରୀ ପୋଲିସର ସର୍ବୋଚ୍ଚ ପ୍ରାଥମିକତା । ଚୋରି, ସ୍ନାଚିଂ ଓ ଅନ୍ୟାନ୍ୟ ସମ୍ପତ୍ତି ସମ୍ବନ୍ଧୀୟ ଅପରାଧକୁ ସମ୍ପୂର୍ଣ୍ଣ ରୋକିବା ପାଇଁ ଆଣ୍ଟି-ସ୍ନାଚିଂ ଅଭିଯାନକୁ ଆହୁରି ଜୋରଦାର କରାଯାଇଛି ଏବଂ ଏହି ଅଭିଯାନ ଆଗାମୀ ଦିନରେ ମଧ୍ୟ ନିରନ୍ତର ଜାରି ରହିବ ।

ଏପରି ଅପରାଧରେ ସମ୍ପୃକ୍ତ କୌଣସି ବ୍ୟକ୍ତିଙ୍କୁ ଆଇନ ଅନୁଯାୟୀ କଠୋର କାର୍ଯ୍ୟାନୁଷ୍ଠାନରୁ ରକ୍ଷା ମିଳିବ ନାହିଁ । ପୁରୀ ପୋଲିସ ସମସ୍ତ ଶ୍ରଦ୍ଧାଳୁ ଓ ସାଧାରଣ ଜନତାଙ୍କୁ ଅନୁରୋଧ କରୁଛି ଯେ, ଜନଗହଳିପୂର୍ଣ୍ଣ ସ୍ଥାନରେ ନିଜର ମୋବାଇଲ ଫୋନ୍, ପର୍ସ, ସୁନା ଅଳଙ୍କାର ଓ ଅନ୍ୟାନ୍ୟ ମୂଲ୍ୟବାନ ସାମଗ୍ରୀ ପ୍ରତି ସତର୍କ ରୁହନ୍ତୁ । କୌଣସି ସନ୍ଦିଗ୍ଧ ବ୍ୟକ୍ତି କିମ୍ବା ସ୍ନାଚିଂ ସମ୍ପର୍କିତ ଘଟଣା ଦେଖିଲେ ତୁରନ୍ତ ନିକଟସ୍ଥ ପୋଲିସ କର୍ମଚାରୀ କିମ୍ବା ପୋଲିସ କଣ୍ଟ୍ରୋଲ ରୁମ ୧୧୨କୁ ସୂଚନା ଦିଅନ୍ତୁ । ପୁରୀ ପୋଲିସ ଶ୍ରୀକ୍ଷେତ୍ରକୁ ଆସୁଥିବା ପ୍ରତ୍ୟେକ ଭକ୍ତ, ପର୍ଯ୍ୟଟକ ଓ ସାଧାରଣ ନାଗରିକଙ୍କୁ ଏକ ସୁରକ୍ଷିତ, ନିରାପଦ ଓ ନିର୍ବିଘ୍ନ ପରିବେଶ ପ୍ରଦାନ କରିବା ପାଇଁ ସଦା ସର୍ବଦା ପ୍ରତିବଦ୍ଧ। ରଥଯାତ୍ରା ସମୟରେ ଏହି ସ୍ୱତନ୍ତ୍ର ଆଣ୍ଟି-ସ୍ନାଚିଂ ଅଭିଯାନ ନିରନ୍ତର ଜାରି ରହିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ : ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ

ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ : ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ

September 11, 2026
ଟାଇମ୍ସ ହସ୍ପିଟାଲିଟି ଆଇକନ୍ସ ଓଡ଼ିଶା ୨୦୨୬ରେ ଆକିଜ୍ ହାର୍ବର “ଆଇକନିକ୍ ସି ଫୁଡ୍ ରେଷ୍ଟୁରାଣ୍ଟ” ଭାବେ ସମ୍ମାନିତ

ଟାଇମ୍ସ ହସ୍ପିଟାଲିଟି ଆଇକନ୍ସ ଓଡ଼ିଶା ୨୦୨୬ରେ ଆକିଜ୍ ହାର୍ବର “ଆଇକନିକ୍ ସି ଫୁଡ୍ ରେଷ୍ଟୁରାଣ୍ଟ” ଭାବେ ସମ୍ମାନିତ

September 11, 2026
ସାଂସଦ ରତ୍ନ ଡଃ ଭର୍ତୁହରି ମହତାବଙ୍କ ଜନ୍ମ ଦିବସକୁ ନମ୍ରତା ଓ ସ୍ୱାଭିମାନ ଦିବସ ରୂପେ ପାଳିତ

ସାଂସଦ ରତ୍ନ ଡଃ ଭର୍ତୁହରି ମହତାବଙ୍କ ଜନ୍ମ ଦିବସକୁ ନମ୍ରତା ଓ ସ୍ୱାଭିମାନ ଦିବସ ରୂପେ ପାଳିତ

September 11, 2026
ଓଡିଶା ଆଦର୍ଶ ବିଦ୍ୟାଳୟରେ ସଂସ୍କୃତ ଦିବସ ପାଳିତ

ଓଡିଶା ଆଦର୍ଶ ବିଦ୍ୟାଳୟରେ ସଂସ୍କୃତ ଦିବସ ପାଳିତ

September 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ : ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ

ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ : ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ

September 11, 2026
ଟାଇମ୍ସ ହସ୍ପିଟାଲିଟି ଆଇକନ୍ସ ଓଡ଼ିଶା ୨୦୨୬ରେ ଆକିଜ୍ ହାର୍ବର “ଆଇକନିକ୍ ସି ଫୁଡ୍ ରେଷ୍ଟୁରାଣ୍ଟ” ଭାବେ ସମ୍ମାନିତ

ଟାଇମ୍ସ ହସ୍ପିଟାଲିଟି ଆଇକନ୍ସ ଓଡ଼ିଶା ୨୦୨୬ରେ ଆକିଜ୍ ହାର୍ବର “ଆଇକନିକ୍ ସି ଫୁଡ୍ ରେଷ୍ଟୁରାଣ୍ଟ” ଭାବେ ସମ୍ମାନିତ

September 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version