• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନିଟ୍-ୟୁଜି ୨୦୨୬ ପରୀକ୍ଷାର୍ଥୀଙ୍କୁ ନ୍ୟାୟ ଦେବା ବଦଳରେ ପୋଲିସ୍ର ବର୍ବରତା ଦୁର୍ଭାଗ୍ୟଜନକ : ବିଜେଡି

Proprietor Abhimanyu Maharana by Proprietor Abhimanyu Maharana
July 22, 2026
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ନିଟ୍-ୟୁଜି ୨୦୨୬ ପରୀକ୍ଷାର୍ଥୀଙ୍କୁ ନ୍ୟାୟ ଦେବା ବଦଳରେ ପୋଲିସ୍ର ବର୍ବରତା ଦୁର୍ଭାଗ୍ୟଜନକ : ବିଜେଡି
Share on FacebookShare on TwitterWhatsapp

ଶାନ୍ତିପୂର୍ଣ୍ଣ ଭାବେ ଆନେ୍ଦାଳନ କରୁଥିବା ଛାତ୍ରଛାତ୍ରୀଙ୍କ ଉପରେ ପୋଲିସ୍ର ଅମାନୁଷିକ କାର୍ଯ୍ୟାନୁଷ୍ଠାନକୁ ବିଜେଡି କଡ଼ା ନିନ୍ଦା କରୁଛି  l

ଯୁବପିଢ଼ିଙ୍କ ସ୍ୱପ୍ନକୁ ପୋଲିସ୍ ବର୍ବରତା ଦ୍ୱାରା ଚାପି ଦିଆଯାଇପାରିବ ନାହିଁ  l

ଭୁବନେଶ୍ୱର (ଓଡିଶା ତାଜାନ୍ୟୁଜ) (ନି. ପ୍ର) :-  ନିଟ୍-ୟୁଜି ୨୦୨୬ ପରୀକ୍ଷାରେ ହୋଇଥିବା ଅନିୟମିତତାକୁ ନେଇ ଆନେ୍ଦାଳନ କରୁଥିବା ଛାତ୍ରଛାତ୍ରୀଙ୍କ ଉପରେ ପୋଲିସ୍ର ବର୍ବରତାକୁ କଡ଼ା ଭାଷାରେ ନିନ୍ଦା କରିବା ସହ ଲକ୍ଷ ଲକ୍ଷ ଛାତ୍ରଛାତ୍ରୀଙ୍କ ପ୍ରତି ପୋଲିସ୍ର ଏଭଳି ଅମାନୁଷିକ ଆକ୍ରମଣ ଦୁର୍ଭାଗ୍ୟଜନକ କହିଛି ବିଜୁ ଜନତା ଦଳ । ଦଳର ଉପସଭାପତି ତଥା ବରିଷ୍ଠ ଗଣମାଧ୍ୟମ ସଂଯୋଜକ ଶ୍ରୀ ପ୍ରତାପ ଜେନା ଏକ ପ୍ରେସ ବିବୃତ୍ତିରେ କହିଥିଲେ ଯେ, ନିଟ୍-ୟୁଜି ୨୦୨୬ ପରୀକ୍ଷା ପ୍ରଶ୍ନପତ୍ର ଲିକ୍, ବିଭିନ୍ନ ଅନିୟମିତତା ଏବଂ ପ୍ରଶାସନିକ ବିଫଳତା ଯୋଗୁଁ ପ୍ରାୟ ୪୦ ଲକ୍ଷ ଛାତ୍ରଛାତ୍ରୀ ଏବଂ ସେମାନଙ୍କ ପରିବାର ଗଭୀର ଚିନ୍ତା ଓ ଅନିଶ୍ଚିତତାରେ ରହିଛନ୍ତି ।

ପରୀକ୍ଷାର୍ଥୀଙ୍କ ଦାବିକୁ ସମାଧାନ କରି ସେମାନଙ୍କୁ ନ୍ୟାୟ ପ୍ରଦାନ କରିବା ପରିବର୍ତ୍ତେ ସରକାର ଶାନ୍ତିପୂର୍ଣ୍ଣ ପ୍ରତିବାଦକାରୀଙ୍କ ଉପରେ ପୋଲିସ୍ ବଳ ପ୍ରୟୋଗ କରି ଦମନର ପଥ ଆପଣାଇଛନ୍ତି । ଏକ ସ୍ୱଚ୍ଛ ପରୀକ୍ଷା ବ୍ୟବସ୍ଥା ଦାବି କରିବା ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କର ମୌଳିକ ଅଧିକାର । ଭବିଷ୍ୟତ ଡାକ୍ତରଙ୍କ ପ୍ରତି ଏଭଳି ଅତ୍ୟାଚାର କରି ଭାରତର ଗାରିମାକୁ ସାରା ବିଶ୍ୱରେ ନିନ୍ଦିତ କରିଛନ୍ତି ସରକାର । ଶ୍ରୀ ଜେନା ଆହୁରି କହିଥିଲେ ଯେ, ପୋଲିସ୍ର ବର୍ବରୋଚିତ ଆକ୍ରମଣରେ ଅନେକ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି ।

ଭାରତର ଯୁବପିଢ଼ିଙ୍କ ସ୍ୱପ୍ନକୁ ଅନ୍ୟାୟ କିମ୍ୱା ପୋଲିସ୍ ବର୍ବରତା ଦ୍ୱାରା ଚାପି ଦିଆଯାଇପାରିବ ନାହିଁ । ପ୍ରଶାସନିକ ବିଫଳତା କାରଣରୁ ପ୍ରାୟ ୪୦ ଲକ୍ଷ ନିଟ୍ ପରୀକ୍ଷାର୍ଥୀଙ୍କ ଭବିଷ୍ୟତ ଏବେ ଅନ୍ଧାରରେ । ଧମକ ଓ ଦମନର ପଥ ଆପଣାଇବା ପରିବର୍ତ୍ତେ ସରକାର ନିରପେକ୍ଷ ଓ ସ୍ୱଚ୍ଛତାର ସହ ତଦନ୍ତ କରି ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ । ନିଟ୍-ୟୁଜି ୨୦୨୬ରେ ପ୍ରଭାବିତ ସମସ୍ତ ପରୀକ୍ଷାର୍ଥୀଙ୍କ ପ୍ରତି ନିଜର ଦୃଢ଼ ସମର୍ଥନ ବ୍ୟକ୍ତ କରିବା ସହ ସେମାନଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ ପାଇଁ ବିଜୁ ଜନତା ଦଳ ଲଢ଼େଇ ଜାରି ରଖିବ ।

ଦଳ କେନ୍ଦ୍ର ସରକାରଙ୍କୁ ଆହ୍ୱାନ କରୁଛି ଯେ, ପରୀକ୍ଷା ଅନିୟମିତତା ପାଇଁ ଦାୟୀ ସମସ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରି ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଉ ଏବଂ କୌଣସି ଯୋଗ୍ୟ ଛାତ୍ରଛାତ୍ରୀଙ୍କ ଶିକ୍ଷାଗତ ଭବିଷ୍ୟତ ଯେପରି ବ୍ୟବସ୍ଥାଗତ ବିଫଳତା ଯୋଗୁଁ କ୍ଷତିଗ୍ରସ୍ତ ନ ହୁଏ ତାହା ସୁନିଶ୍ଚିତ କରାଯାଉ । ଛାତ୍ରଛାତ୍ରୀଙ୍କ ସଂଗ୍ରାମରେ ବିଜୁ ଜନତା ଦଳ ସବୁବେଳେ ସେମାନଙ୍କ ସହ ରହିଛି । ଛାତ୍ରଛାତ୍ରୀଙ୍କୁ ଧମକ ଦେବା ଏବଂ ସେମାନଙ୍କ ଉପରେ ବଳ ପ୍ରୟୋଗ କରିବା ପରିବର୍ତ୍ତେ ସରକାର ଆଲୋଚନା ଓ ଦୃଢ଼ ପଦକ୍ଷେପ ମାଧ୍ୟମରେ ଏହି ସଙ୍କଟର ସମାଧାନ କରନ୍ତୁ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ‘ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା’ ସଚେତନତା ରଥର

ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ‘ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା’ ସଚେତନତା ରଥର

July 22, 2026
ଦକ୍ଷିଣମୋଡରେ ନାକଚଣା ଦ୍ବାରରେ ଲାଗିପାରିଲାନି ତାଳଧ୍ଵଜ ଓ ନନ୍ଦିଘୋଷ

ଦକ୍ଷିଣମୋଡରେ ନାକଚଣା ଦ୍ବାରରେ ଲାଗିପାରିଲାନି ତାଳଧ୍ଵଜ ଓ ନନ୍ଦିଘୋଷ

July 22, 2026
ଶ୍ରୀମନ୍ଦିର ଗର୍ଭଗୃହରେ ବନକଲାଗି ସମୟରେ ପ୍ରଶାସନିକ ଅଧିକାରୀଙ୍କ ପ୍ରବେଶ ବିରୋଧରେ ଅଭିଯୋଗ

ଶ୍ରୀମନ୍ଦିର ଗର୍ଭଗୃହରେ ବନକଲାଗି ସମୟରେ ପ୍ରଶାସନିକ ଅଧିକାରୀଙ୍କ ପ୍ରବେଶ ବିରୋଧରେ ଅଭିଯୋଗ

July 22, 2026
ଅନ୍ତୋଦ୍ୱୟ ଗୃହ ଯୋଜନାରେ ଲାଂଚ ନେବାବେଳେ ପିଇଓଙ୍କୁ ଭିଜିଲାନ୍ସ ଧରିଲା

ଅନ୍ତୋଦ୍ୱୟ ଗୃହ ଯୋଜନାରେ ଲାଂଚ ନେବାବେଳେ ପିଇଓଙ୍କୁ ଭିଜିଲାନ୍ସ ଧରିଲା

July 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ‘ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା’ ସଚେତନତା ରଥର

ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ‘ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା’ ସଚେତନତା ରଥର

July 22, 2026
ଦକ୍ଷିଣମୋଡରେ ନାକଚଣା ଦ୍ବାରରେ ଲାଗିପାରିଲାନି ତାଳଧ୍ଵଜ ଓ ନନ୍ଦିଘୋଷ

ଦକ୍ଷିଣମୋଡରେ ନାକଚଣା ଦ୍ବାରରେ ଲାଗିପାରିଲାନି ତାଳଧ୍ଵଜ ଓ ନନ୍ଦିଘୋଷ

July 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version