• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

Proprietor Abhimanyu Maharana by Proprietor Abhimanyu Maharana
July 23, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’
Share on FacebookShare on TwitterWhatsapp

ନୟାଗଡ଼ (ଓଡିଶା ତାଜାନ୍ୟୁଜ) (ନି. ପ୍ର) :- ଦିଲ୍ଲୀ ଛାତ୍ର ଆନ୍ଦୋଳନକୁ ସମର୍ଥନ କରିଥିଲେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ । ଏନେଇ ପ୍ରତିକ୍ରିୟା ରଖିଥିଲେ ବିଜେପି ସାଂସଦ ଭର୍ତ୍ତୃହରି ମହତାବ । ମହତାବଙ୍କୁ କାଉଣ୍ଟର କରିଛନ୍ତି ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ । ଛାତ୍ରମାନଙ୍କ ଭବିଷ୍ୟତ ସୁରକ୍ଷା ପାଇଁ ସ୍ୱର ଉଠାଇବା କଣ ଅପରାଧ ବୋଲି ସେ ପ୍ରଶ୍ନ ଉଠାଇଛନ୍ତି । ଅଧିକାର ଓ ନ୍ୟାୟ ପାଇଁ ଲଢ଼ୁଥିବା ଛାତ୍ରମାନଙ୍କ ସହ ଆଲୋଚନା କରିବା ପରିବର୍ତ୍ତେ ତାଙ୍କୁ ଲହୁ ଲୁହାଣ କରିବା କେଉଁ ସୁସ୍ଥ ଗଣତନ୍ତ୍ର ବୋଲି ସେ ପ୍ରଶ୍ନ କରିଛନ୍ତି । ଏନେଇ ଅରୁଣ ସିଧାସଳଖ ଭର୍ତ୍ତୁହରିଙ୍କୁ ଆପଣ କେଉଁ ଦଳରେ ଥିଲେ, ଆପଣଙ୍କ ନେତା କିଏ ଥିଲେ ବୋଲି ପ୍ରଶ୍ନ କରିଛନ୍ତି। ଦଳ ବଦଳାଇବା ପରେ ଇତିହାସକୁ ବଦଳାନ୍ତୁ ନାହିଁ ବୋଲି କହିଛନ୍ତି ।

ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ, ଆଲୋଚନା କରିବା ପରିବର୍ତ୍ତେ ଛାତ୍ରମାନଙ୍କୁ ବର୍ବରଚିତ ଆକ୍ରମଣ କଣ ଦେଶ ଭକ୍ତି ବୋଲି ପ୍ରଶ୍ନ କରିଛନ୍ତି । ଜନମତକୁ ଆଧାର କରି ସାରା ଦେଶରେ ସୃଷ୍ଟି ହୋଇଥିବା ତୀବ୍ର ପ୍ରତିକ୍ରିୟା ଉପରେ ମତାମତ ଦେବା କଣ ପାପ ? ଯଦି ବିରୋଧି ଦଳ ନେତା ନବୀନ ପଟ୍ଟନାୟକ ମତାମତ ରଖିଛନ୍ତି, ଭାରତୀୟ ଜନତା ପାର୍ଟି ଏହାକୁ ନେଇ ଭୟଭୀତ କାହିଁକି? ଭାରତ ବର୍ଷର ଛାତ୍ର ସମାଜ ପ୍ରତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଦୃଢ଼ ଯୁକ୍ତି ଓ ସମର୍ଥନ କରିବାକୁ ନେଇ ୧୨ ଜଣ ବିଜେପି ଏମ୍‌ପି ଏବଂ ଭର୍ତ୍ତୁହରୀ ମହତାବ କଟୁକ୍ତି କରିବାକୁ ଡ. ସାହୁ ନିନ୍ଦା କରିଛନ୍ତି ।

ଯଦି ସାଂସଦ ଭର୍ତ୍ତୁହରୀଙ୍କ କଥାନୁସାରେ, ଆନ୍ଦୋଳନକାରୀମାନେ ଦେଶଦ୍ରୋହୀ । ତେବେ ଏହି ଆନ୍ଦୋଳନ ପାଇଁ ଅନୁମତି କିଏ ଦେଇଛି । କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା ଦେଶଦ୍ରୋହୀଙ୍କ ସହ ଆଲୋଚନା କରୁଛନ୍ତି? ଭାରତବର୍ଷର ସ୍ୱାଧିନତା ସଂଗ୍ରାମ ହେଉ କି ବିଭିନ୍ନ ସରକାର ସମୟରେ ଆନ୍ଦୋଳନ ହୋଇଛି । ଓଡ଼ିଶାରେ ଅନେକ ଥର ପେପର୍ ଲିକ୍ ଘଟଣା ପ୍ରସଙ୍ଗରେ ବିଧାୟକ ଅରୁଣ ବିଜୁ ଜନତା ଦଳରୁ ଭର୍ତ୍ତୁହରୀ ବାବୁ ୬ ଥର ଏମ୍‌ପି ହୋଇଥିଲେ । ସେ କଥା କଣ ଭୁଲିଗଲେ? ସେତେବେଳେ ଏହି ପ୍ରସଙ୍ଗ ଉଠାଇଥିଲେ କି । ଓଡ଼ିଶା ପେପର୍ ଲିକ୍ ଘଟଣାରେ କାର୍ଯ୍ୟାନୁଷ୍ଠାନ ହୋଇଛି । ସେ ଦଳ ବଦଳାଇଛନ୍ତି ।

ଦଳ ବଦଳାଇବାମାନେ ନୁହେଁ ଯେ, ଇତିହାସ ବଦଳାଇବା ବୋଲି କହିଛନ୍ତି । ଦଳରେ ଥିବା ବେଳେ ଆପଣ ବୁଲାଇ ବଙ୍କେଇ କାଁ ଭାଁ କିଛି କହୁଥିଲେ । ଏବେ ଭାରତୀୟ ଜନତା ପାର୍ଟିରେ ପେପର ଲିକ୍ ଉପରେ ପ୍ରଶ୍ନ ଉଠାନ୍ତୁ । ବିଜେପି ସରକାର ଏବେ ପେପର୍ ଲିକ୍ ସରକାରରେ ପରିଣତ ହୋଇଛି । ଆପଣ ଏହା ଉପରେ ପ୍ରଶ୍ନ ଉଠାନ୍ତୁ । ଜଣାପଡ଼ନ୍ତା ଆପଣଙ୍କ ପାରିବାପଣିଆ, ଜଣାପଡ଼ନ୍ତା ଆପଣ ମୁକ୍ତ ବିଚାରଧାରାର । ସେ କଥା କରିବାର ସାହାସ ଆପଣଙ୍କର ନାହିଁ । ଆପଣ ଯଦି ନକହି ପାରିବେ, ଆପଣ ଏକଛତ୍ରବାଦୀ ଦଳରେ ଅଛନ୍ତି । ନବୀନ ବାବୁଙ୍କ ସରକାରରେ ଅନେକ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି, ଯାହା ଭାରତ ବର୍ଷରେ ଅଦ୍ୱିତୀୟ ରେକର୍ଡ଼ ।

ବିଜେପି ସରକାରରେ ଇସ୍ତଫା ଦେବାର ନାଁ ଗନ୍ଧ ନାହିଁ, ତେଣୁ ଗୋଦରୀ ଲୋ ଗୋଡ଼ ତଳକୁ ଅନା । ଓଡ଼ିଶାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ବହିରେ ଅଢ଼େଇ ହଜାର ଭୁଲ ବାହାରିଛି । ଆପଣ ଏନେଇ ପାଟି ଖୋଲିଛନ୍ତି କି? କେବେ ଆପଣ ପବ୍ଲିକରେ କି ଦଳ ଭିତରେ ଏନେଇ କହିଛନ୍ତି କି? ନବୀନଙ୍କ ନେତୃତ୍ୱରେ ଆପଣ ବହୁ ବର୍ଷ କାର୍ଯ୍ୟ କରିଛନ୍ତି । ବିଜେପି ଚାପରେ ହେଉ, କି କେଉଁ ମନ୍ତ୍ରୀ ପଦ ଲାଳସାରେ ହେଉ ନବୀନ ବାବୁଙ୍କ ବିରୁଦ୍ଧରେ କହିବା ହାସ୍ୟାସ୍ପଦ ବୋଲି ଡ. ଅରୁଣ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସାରା ରାଜ୍ୟରେ ସାରର ଘୋର ଅଭାବ : ପ୍ରଶାସନିକ ବିଫଳତା ଓ ସାର କଳାବଜାରୀ ଯୋଗୁଁ
ଚାଷୀ ହନ୍ତସନ୍ତ : ବିଜେଡି

ସାରା ରାଜ୍ୟରେ ସାରର ଘୋର ଅଭାବ : ପ୍ରଶାସନିକ ବିଫଳତା ଓ ସାର କଳାବଜାରୀ ଯୋଗୁଁ
ଚାଷୀ ହନ୍ତସନ୍ତ : ବିଜେଡି

July 23, 2026
ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

July 23, 2026
ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

July 23, 2026
ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସାରା ରାଜ୍ୟରେ ସାରର ଘୋର ଅଭାବ : ପ୍ରଶାସନିକ ବିଫଳତା ଓ ସାର କଳାବଜାରୀ ଯୋଗୁଁ
ଚାଷୀ ହନ୍ତସନ୍ତ : ବିଜେଡି

ସାରା ରାଜ୍ୟରେ ସାରର ଘୋର ଅଭାବ : ପ୍ରଶାସନିକ ବିଫଳତା ଓ ସାର କଳାବଜାରୀ ଯୋଗୁଁ
ଚାଷୀ ହନ୍ତସନ୍ତ : ବିଜେଡି

July 23, 2026
ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version