• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୀଳକନ୍ଦରରେ ନିଳାଦ୍ରିନାଥ ଭକ୍ତ ପାଇଲେ ନୀଳାଚଳ ଅବଢା

Proprietor Abhimanyu Maharana by Proprietor Abhimanyu Maharana
July 29, 2026
in ଓଡ଼ିଶା, ପୁରୀ, ହୋମ୍
0
ନୀଳକନ୍ଦରରେ ନିଳାଦ୍ରିନାଥ ଭକ୍ତ ପାଇଲେ ନୀଳାଚଳ ଅବଢା
Share on FacebookShare on TwitterWhatsapp

ପୁରୀ (ଓଡିଶା ତାଜାନ୍ୟୁଜ) ନି. ପ୍ର :- ନୀଳାଦ୍ରିନାଥ ରଥାଯାତ୍ରା ଲୀଳାଖେଳା ସାରି ସୋମବାର ରାତିରେ ନୀଳକନ୍ଦରକୁ ଯାଇ ରତ୍ନସିଂହାସନରେ ବିରାଜମାନ କରିଛନ୍ତି । ଶ୍ରୀମନ୍ଦିର ପୁଣି ଲାଗିଲା ଗହଳିଚହଳି । ୧୨ ଦିନଧରି ରୋଷଘରେ ଅବଢା ପ୍ରସ୍ତୁତି ହୋଇନଥିଲା । ମଙ୍ଗଳବାର ମହାପ୍ରସାଦ ନୀଳାଚଳ ଅବଢା ଭାବେ ଭକ୍ତ ମାନେ ପାଇଛନ୍ତି । ଅପରାହ୍ନ ୨ଟା୫୦ରେ ରୋଷହୋମ, ୩ଟାରେ ବେଶ ଶେଷ, ୩ଟା୨୫ରେ ସ୍ବର୍ଯ୍ଯପୂଜା, ୩ଟା୪୫ରେ ଦ୍ବାରପାଳ ପୂଜା, ୪ଟାରେ ଗୋପାଳବଲ୍ଲଭ ପୂଜା, ୪ଟା୪୦ରେ ସକାଳଧୂପ ଡାକିଗଲେ, ୪ଟା ୫୫ରେ ସକାଳ ଧୂପ ଛେକ ଓ ଭୋଗ ମଣ୍ଡପ ଉଠିଥିଲା ।

୫ଟାରେ ସକାଳଧୂପ ପୂଜା ଓ ୫ଟା୩୫ରେ ସକାଳଧୂପ ଟେରା ବନ୍ଧା ହୋଇଥିଲା । ଭକ୍ତ ପାଇଲେ ନୀଳାଚଳ ଅଭଢା । ଭକ୍ତ ଓ ଶ୍ରଦ୍ଧାଳୁ ମାନେ ଦାରୁବ୍ରହ୍ମଙ୍କ ଦର୍ଶନ କରିଛନ୍ତି । ମଙ୍ଗଳବାର ଭକ୍ତମାନେ ନୀଳାଚଳ ଅବଢା ପାଇଛନ୍ତି । ସୋମବାର ନୀଳାଦ୍ରି ବିଜେ ପରେ ପ୍ରଥମ ଅଭଢା ବାହାରିଛି । ଶ୍ରୀମନ୍ଦିର ରୋଷଘର ବାର ଦିନ ଖାଲି ପଡିବା ପରେ ଚୁଲି ଗୁଡିକ ଶୁଦ୍ଧପୁତ ଭାବେ ନିର୍ମାଣ କରାଯାଇ ସୁପକାର ମାନେ ମହାପ୍ରସାଦ ପ୍ରସ୍ତୁତି କରିଥିଲେ । ଆଜି ଠାରୁ ଷାଠିଏ ପଉଟି ଭୋଗ ପ୍ରସ୍ତୁତି ଆରମ୍ଭ ହୋଇଛି ।

ଭକ୍ତ ମାନେ ଶ୍ରୀମନ୍ଦିର ଯାଇ ରତ୍ନବେଦିରେ ମହାପ୍ରଭୁଙ୍କ ଦର୍ଶନ କରିବା ସହ ଆନନ୍ଦ ବଜାରରେ ମହାପ୍ରସାଦ ସେବନ କରିଛନ୍ତି । ସାଧାଅନ୍ନ, ମିଠାଅନ୍ନ, ଘିଅଅନ୍ନ,ଖେଚୁଡି କାନିକା, ସାଧାଡାଲି, ମିଠାଡାଲି, ଡାଲେମା ,ମସଲା ଡାଲେମା, ବେସର, ମହୁର, କଦଳୀ ,ଶାଗ ଭଜା, ପୋଟଳ ତରକାରୀ , ଫାଳସୋଲା ତରକାରୀ , ଗଜାମୁଗ ତରକାରୀ,ସନ୍ତୁଳା, ଜହ୍ନି ରାଇତା ଆଦି ମହାପ୍ରସାଦ ସେବନ କରି ଭକ୍ତ ତୃପ୍ତ ।

ପ୍ରଥମ ଅଭଢା ପାଇବା ପାଇଁ ଶ୍ରୀକ୍ଷେତ୍ର ବାସୀଙ୍କ ନାହିଁ ନଥିବା ଭିଡ ଲାଗିଥିବା ପରିଲିକ୍ଷିତ ହୋଇଛି । ମହାପ୍ରସାଦ ବାହକକାରୀ ମାନେ ବେତାରେ ନୀଳାଚଳ ଅଭଢା ଧରି ଉତ୍ତର ଦ୍ବାର ଦକ୍ଷିଣ ଦ୍ୱାର ଦେଇ ବାହାରୁଥିବା ଦେଖିବାକୁ ମିଳିଥିଲା । ଅଭଢା ନେବା ପାଇଁ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିଡ ଲାଗିଥିବା ଦେଖିବାକୁ ମିଳିଥିଲା । ଅଭଢା ସେବନ କରି ଆତ୍ମତୃପ୍ତି ପାଇଛନ୍ତି ଭକ୍ତ । ଭକ୍ତମାନେ ଘରକୁ ଅଭଢା ନେଉଥିବା ଦେଖିବାକୁ ମିଳିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମହିଳାଙ୍କୁ ଅଶ୍ଳୀଳ ଇଙ୍ଗିତ, ଦୁର୍ଷ୍କମ ଉଦ୍ୟମ ସହ ସୁନା କାନଫୁଲ ଚୋରୀ ଅଭିଯୋଗ, ଯୁବକ ଗିରଫ

ମହିଳାଙ୍କୁ ଅଶ୍ଳୀଳ ଇଙ୍ଗିତ, ଦୁର୍ଷ୍କମ ଉଦ୍ୟମ ସହ ସୁନା କାନଫୁଲ ଚୋରୀ ଅଭିଯୋଗ, ଯୁବକ ଗିରଫ

July 29, 2026
ଉପଖଣ୍ଡ ସ୍ତରୀୟ ମୋବାଇଲ ଫେରସ୍ତ ମେଳା

ଉପଖଣ୍ଡ ସ୍ତରୀୟ ମୋବାଇଲ ଫେରସ୍ତ ମେଳା

July 29, 2026
ରାଜ୍ୟରେ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ସଜାଗ ରାଜ୍ୟସରକାର

ରାଜ୍ୟରେ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ସଜାଗ ରାଜ୍ୟସରକାର

July 29, 2026
୧୧୯ ଦିନରେ ପହଞ୍ଚିଲା ନୀରବ ସତ୍ୟାଗ୍ରହ ପଦଯାତ୍ରା : ପତିତପାବନ ଯାତ୍ରା ପରେ ନୀଳକନ୍ଦରରେ ଶ୍ରୀଜୀଉଙ୍କ ଦର୍ଶନ, ଆଜିଠାରୁ ନୀଳାଚଳ ଅବଢ଼ା ମହାପ୍ରସାଦ, ପୁରୀବାସୀଙ୍କ ପୂର୍ବପରି ଦର୍ଶନ ଅଧିକାର ପୁନଃସ୍ଥାପନ ପାଇଁ ଅବ୍ୟାହତ ପ୍ରାର୍ଥନା

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମହିଳାଙ୍କୁ ଅଶ୍ଳୀଳ ଇଙ୍ଗିତ, ଦୁର୍ଷ୍କମ ଉଦ୍ୟମ ସହ ସୁନା କାନଫୁଲ ଚୋରୀ ଅଭିଯୋଗ, ଯୁବକ ଗିରଫ

ମହିଳାଙ୍କୁ ଅଶ୍ଳୀଳ ଇଙ୍ଗିତ, ଦୁର୍ଷ୍କମ ଉଦ୍ୟମ ସହ ସୁନା କାନଫୁଲ ଚୋରୀ ଅଭିଯୋଗ, ଯୁବକ ଗିରଫ

July 29, 2026
ଉପଖଣ୍ଡ ସ୍ତରୀୟ ମୋବାଇଲ ଫେରସ୍ତ ମେଳା

ଉପଖଣ୍ଡ ସ୍ତରୀୟ ମୋବାଇଲ ଫେରସ୍ତ ମେଳା

July 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version