• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବନ୍ୟା ପରିସ୍ଥିତି ମୁକାବିଲାରେ ରାଜ୍ୟ ସରକାର
ସମ୍ପୂର୍ଣ୍ଣ ବିଫଳ : ବିଜେଡି

Proprietor Abhimanyu Maharana by Proprietor Abhimanyu Maharana
July 29, 2026
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ବନ୍ୟା ପରିସ୍ଥିତି ମୁକାବିଲାରେ ରାଜ୍ୟ ସରକାର
ସମ୍ପୂର୍ଣ୍ଣ ବିଫଳ : ବିଜେଡି
Share on FacebookShare on TwitterWhatsapp

ସରକାରଙ୍କ ପୂର୍ବ ପ୍ରସ୍ତୁତି ନଥିବାରୁ ୪ଟି ମୂଲ୍ୟବାନ ଜୀବନ ଚାଲିଗଲା ନବୀନଙ୍କ ପ୍ରତ୍ୟେକ ଜୀବନ ମୂଲ୍ୟବାନ ନୀତି ବର୍ତ୍ତମାନର ସରକାରଙ୍କ ପାଇଁ ମୂଲ୍ୟହୀ ସାଧାରଣ ଲୋକଙ୍କ ଜୀବନହାନୀ ଏବେ ସାଧାରଣ ଘଟଣା ହୋଇଛି l ନବୀନଙ୍କ ଜିରୋ କାଜୁଆଲିଟି ନୀତି ଥିବାବେଳେ ବର୍ତ୍ତମାନର ସରକାର କାଜୁଆଲ ହୋଇଯାଇଛନ୍ତି

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ, ବନ୍ୟା ଜଳରେ ଭାସିଯାଇ ୪ ଜଣଙ୍କ ମୃତୁ୍ୟ ହୋଇଥିବା ରାଜ୍ୟ ସରକାର ସ୍ୱୀକାର କରିଛନ୍ତି । ବନ୍ୟା ପରିଚାଳନାରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି ବୋଲି ଅଭିଯୋଗ କରିଛି ବିଜୁ ଜନତା ଦଳ ।
ଶଙ୍ଖ ଭବନରେ ଆଜି ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଦଳର ବିଧାୟକ ବ୍ୟୋମକେଶ ରାୟ, ଗୌତମବୁଦ୍ଧ ଦାସ ଓ ସଞ୍ଜୀବ ମଲ୍ଲିକ ବନ୍ୟା ପରିଚାଳନା କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଚରମ ବିଫଳତାକୁ ବଖାଣିଥିଲେ ।

ଶ୍ରୀ ବ୍ୟୋମକେଶ ରାୟ କହିଥିଲେ ଯେ, ବର୍ଷା ଜନିତ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇ ଲୋକଙ୍କ ଅବସ୍ଥା ବେହାଲ ହୋଇଥିବା ବେଳେ ରାଜ୍ୟ ସରକାର ପ୍ରଭାବିତ ଲୋକଙ୍କୁ ସାମାନ୍ୟ ସୁବିଧା ପହଞ୍ଚାଇବାରେ ବିଫଳ ହୋଇଛନ୍ତି । ପାଣିପାଗ ବିଭାଗର ପୂର୍ବ ସୂଚନା ଥିଲେ ମଧ୍ୟ, ସରକାରଙ୍କ କୌଣସି ପ୍ରସ୍ତୁତି ନଥିଲା, ଯେଉଁଥି ପାଇଁ ୪ଟି ମୂଲ୍ୟବାନ ଜୀବନ ଯାଇଛି । ବନ୍ୟା ମୁକାବିଲା କରିବାରେ ବିଫଳ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଏଥିପାଇଁ ସମ୍ପୂର୍ଣ୍ଣ ଦାୟୀ ବୋଲି ବ୍ୟୋମକେଶ ରାୟ କହିଥିଲେ । ନବୀନ ସରକାରଙ୍କ ସମୟରେ ବିପର୍ଯ୍ୟୟ ପରିଚାଳନା ପାଇଁ ଓଡିଶା ସାରା ବିଶ୍ୱରେ ପ୍ରଶଂସିତ ହୋଇଥିଲା ।

ନବୀନଙ୍କ ସମୟରେ ପ୍ରତ୍ୟେକ ଜୀବନ ମୂଲ୍ୟବାନ ନୀତି ନିଷ୍ଠାର ସହ କାର୍ଯ୍ୟକାରୀ କରାଯାଉଥିବା ବେଳେ, ଏବେ ପ୍ରତ୍ୟେକ ଘଟଣାରେ ଜୀବନହାନୀ ଏକ ସାଧାରଣ ଘଟଣାରେ ପରିଣତ ହୋଇଛି । କଟକ ବଡ଼ ମେଡ଼ିକାଲରେ ସରକାରଙ୍କ ଅବହେଳା ଯୋଗୁଁ ଅଗ୍ନିକାଣ୍ଡ ଘଟି ୧୩ଟି ମୂଲ୍ୟବାନ ଜୀବନ ଯାଇଥିଲା । ସେହିପରି ରଥଯାତ୍ରାରେ ସରକାରଙ୍କ ଅବହେଳା ପାଇଁ ଚଳିତ ବର୍ଷ ୪ ଜଣଙ୍କ ମୃତୁ୍ୟ ହୋଇଛି । ବିଜେପି ସରକାର କ୍ଷମତାସୀନ ହେବା ପରଠାରୁ ପ୍ରତିବର୍ଷ ରଥଯାତ୍ରାରେ ମୂଲ୍ୟବାନ ଜୀବନ ଯାଉଛି ।

ଶ୍ରୀ ଗୌତମବୁଦ୍ଧ ଦାସ କହିଥିଲେ ଯେ, ବିପର୍ଯ୍ୟୟ ପରିଚାଳନା କଥା ଉଠିଲେ, ସମଗ୍ର ଦେଶ ଓ ବିଶ୍ୱ ଓଡିଶା ଆଡ଼କୁ ଅନାଏ । ନବୀନ ପଟ୍ଟନାୟକଙ୍କ ମୁଖ୍ୟମନ୍ତ୍ରିତ୍ୱ ସମୟରେ ଜିରୋ କାଜୁଆଲିଟି ନୀତି ସାରା ବିଶ୍ୱ ପାଇଁ ଉଦାହରଣ ହୋଇପାରିଥିଲା । ଜିରୋ କାଜୁଆଲିଟି ନୀତି ପରେ ବର୍ତ୍ତମାନର ସରକାର କାଜୁଆଲ ହୋଇଯାଇଛନ୍ତି, ଯାହା ଫଳରେ ସାଧାରଣ ଲୋକଙ୍କ ମୃତୁ୍ୟ ଏକ ସାଧାରଣ ଘଟଣା ହୋଇଯାଇଛି । ବନ୍ୟା ନିୟନ୍ତ୍ରଣ କରିବା ଦୂରରେ ଥାଉ, ବର୍ଷା ଜଳକୁ ନିୟନ୍ତ୍ରଣ କରିବାରେ ସରକାର ବିଫଳ ହୋଇଛନ୍ତି । ସରକାରଙ୍କ ଅପାରଗତା ଜଳ ଜଳ ହୋଇ ଦିଶୁଛି ।

ଶ୍ରୀ ସଞ୍ଜୀବ ମଲ୍ଲିକ କହିଥିଲେ ଯେ, ବନ୍ୟା ସମୟରେ ପ୍ରଭାବିତ ଲୋକଙ୍କ ପାଖରେ ସର୍ବନିମ୍ନ ନିତ୍ୟ ଆବଶ୍ୟକୀୟ ଜିନିଷ ପହଞ୍ଚାଇବାରେ ସରକାର ବିଫଳ ହୋଇଛନ୍ତି । ଭଦ୍ରକ ନିର୍ବାଚନ ମଣ୍ଡଳୀର ଅଧିକାଂଶ ପଞ୍ଚାୟତ ଅଞ୍ଚଳ ଜଳମଗ୍ନ ହୋଇସାରିଥିବା ବେଳେ, ପ୍ରଭାବିତ ଅଞ୍ଚଳରେ ଶୁଖିଲା ଖାଦ୍ୟ ପହଞ୍ଚାଇବାରେ ସରକାର ବିଫଳ ହୋଇଛନ୍ତି । ବର୍ଷା ଲାଗି ରହିଥିବାରୁ ରାଜ୍ୟର ଅନ୍ୟ ଜିଲ୍ଲା ଗୁଡିକ ମଧ୍ୟ ବନ୍ୟା ଆଶଙ୍କାର ସମ୍ମୁଖୀନ ହୋଇଛନ୍ତି । ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କୁ ସତର୍କ କରି କହିଛି ଯେ, ପରିସ୍ଥିତିରେ ସୁଧାର ନଆସିଲେ, ଲୋକଙ୍କ ସ୍ୱାର୍ଥ ହାସଲ ପାଇଁ ବିଜେଡି ରାଜରାସ୍ତାକୁ ଓହ୍ଲାଇବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବନ୍ୟା ପରିସ୍ଥିତି ମୁକାବିଲାରେ ରାଜ୍ୟ ସରକାର
ସମ୍ପୂର୍ଣ୍ଣ ବିଫଳ : ବିଜେଡି

ବନ୍ୟା ପରିସ୍ଥିତି ମୁକାବିଲାରେ ରାଜ୍ୟ ସରକାର
ସମ୍ପୂର୍ଣ୍ଣ ବିଫଳ : ବିଜେଡି

July 29, 2026
ମହିଳାଙ୍କୁ ଅଶ୍ଳୀଳ ଇଙ୍ଗିତ, ଦୁର୍ଷ୍କମ ଉଦ୍ୟମ ସହ ସୁନା କାନଫୁଲ ଚୋରୀ ଅଭିଯୋଗ, ଯୁବକ ଗିରଫ

ମହିଳାଙ୍କୁ ଅଶ୍ଳୀଳ ଇଙ୍ଗିତ, ଦୁର୍ଷ୍କମ ଉଦ୍ୟମ ସହ ସୁନା କାନଫୁଲ ଚୋରୀ ଅଭିଯୋଗ, ଯୁବକ ଗିରଫ

July 29, 2026
ଉପଖଣ୍ଡ ସ୍ତରୀୟ ମୋବାଇଲ ଫେରସ୍ତ ମେଳା

ଉପଖଣ୍ଡ ସ୍ତରୀୟ ମୋବାଇଲ ଫେରସ୍ତ ମେଳା

July 29, 2026
ରାଜ୍ୟରେ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ସଜାଗ ରାଜ୍ୟସରକାର

ରାଜ୍ୟରେ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ସଜାଗ ରାଜ୍ୟସରକାର

July 29, 2026

Recent News

ବନ୍ୟା ପରିସ୍ଥିତି ମୁକାବିଲାରେ ରାଜ୍ୟ ସରକାର
ସମ୍ପୂର୍ଣ୍ଣ ବିଫଳ : ବିଜେଡି

ବନ୍ୟା ପରିସ୍ଥିତି ମୁକାବିଲାରେ ରାଜ୍ୟ ସରକାର
ସମ୍ପୂର୍ଣ୍ଣ ବିଫଳ : ବିଜେଡି

July 29, 2026
ମହିଳାଙ୍କୁ ଅଶ୍ଳୀଳ ଇଙ୍ଗିତ, ଦୁର୍ଷ୍କମ ଉଦ୍ୟମ ସହ ସୁନା କାନଫୁଲ ଚୋରୀ ଅଭିଯୋଗ, ଯୁବକ ଗିରଫ

ମହିଳାଙ୍କୁ ଅଶ୍ଳୀଳ ଇଙ୍ଗିତ, ଦୁର୍ଷ୍କମ ଉଦ୍ୟମ ସହ ସୁନା କାନଫୁଲ ଚୋରୀ ଅଭିଯୋଗ, ଯୁବକ ଗିରଫ

July 29, 2026
ଉପଖଣ୍ଡ ସ୍ତରୀୟ ମୋବାଇଲ ଫେରସ୍ତ ମେଳା

ଉପଖଣ୍ଡ ସ୍ତରୀୟ ମୋବାଇଲ ଫେରସ୍ତ ମେଳା

July 29, 2026
ରାଜ୍ୟରେ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ସଜାଗ ରାଜ୍ୟସରକାର

ରାଜ୍ୟରେ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ସଜାଗ ରାଜ୍ୟସରକାର

July 29, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବନ୍ୟା ପରିସ୍ଥିତି ମୁକାବିଲାରେ ରାଜ୍ୟ ସରକାର
ସମ୍ପୂର୍ଣ୍ଣ ବିଫଳ : ବିଜେଡି

ବନ୍ୟା ପରିସ୍ଥିତି ମୁକାବିଲାରେ ରାଜ୍ୟ ସରକାର
ସମ୍ପୂର୍ଣ୍ଣ ବିଫଳ : ବିଜେଡି

July 29, 2026
ମହିଳାଙ୍କୁ ଅଶ୍ଳୀଳ ଇଙ୍ଗିତ, ଦୁର୍ଷ୍କମ ଉଦ୍ୟମ ସହ ସୁନା କାନଫୁଲ ଚୋରୀ ଅଭିଯୋଗ, ଯୁବକ ଗିରଫ

ମହିଳାଙ୍କୁ ଅଶ୍ଳୀଳ ଇଙ୍ଗିତ, ଦୁର୍ଷ୍କମ ଉଦ୍ୟମ ସହ ସୁନା କାନଫୁଲ ଚୋରୀ ଅଭିଯୋଗ, ଯୁବକ ଗିରଫ

July 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version