• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର ମାସିକ ସମୀକ୍ଷା ବୈଠକ

Proprietor Abhimanyu Maharana by Proprietor Abhimanyu Maharana
July 30, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର ମାସିକ ସମୀକ୍ଷା ବୈଠକ
Share on FacebookShare on TwitterWhatsapp

ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ପୂର୍ବାହ୍ନ ଘ. ୧୦. ୩୦ମି. ସମୟରେ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥଙ୍କ ଅଧ୍ୟକ୍ଷତାରେ ସଦଭାବନା ସଭାଗୃହରେ ଜିଲ୍ଲାସ୍ତରୀୟ RMNCAH+N (ପ୍ରଜନନ ସ୍ୱାସ୍ଥ୍ୟ, ମାତୃ ସ୍ୱାସ୍ଥ୍ୟ, ଶିଶୁ ସ୍ୱାସ୍ଥ୍ୟ, କିଶୋର ସ୍ୱାସ୍ଥ୍ୟ ଏବଂ ପୃଷ୍ଟି ପୋଷଣ ସ୍ୱାସ୍ଥ୍ୟ) କାର୍ଯ୍ୟକ୍ରମର ମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ସୁଶାନ୍ତ କୁମାର ସ୍ୱାଇଁ, ଅତିରିକ୍ତ ଜନ ସ୍ୱାସ୍ଥ୍ୟ ଅଧିକାରୀ, ଡା. ବନମାଳୀ ପ୍ରଧାନ, ଅତିରିକ୍ତ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା. ମହେନ୍ଦ୍ର କୁମାର ଭୂୟାଁ, ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ, ଡା. ପ୍ରସନ୍ନ କୁମାର ସାହୁ,

ଅତିରିକ୍ତ ଜନ ସ୍ୱାସ୍ଥ୍ୟ ଅଧିକାରୀ, ଡା. ଶରତ ଚନ୍ଦ୍ର ସାହୁ, ଜିଲ୍ଲା କାର୍ଯ୍ୟକ୍ରମ ପ୍ରବନ୍ଧକ ପ୍ରକାଶ ଚନ୍ଦ୍ର ବାନାର୍ଜୀ ଓ ସ୍ୱାସ୍ଥ୍ୟ ବିଭାଗର ଅନ୍ୟାନ୍ୟ ଅଧିକାରୀମାନେ ଯୋଗ ଦେଇଥିଲେ l ଏହି ବୈଠକରେ ମାତୃ ଓ ଶିଶୁ ସ୍ୱାସ୍ଥ୍ୟ, ପରିବାର କଲ୍ୟାଣ, ପୋଷଣ, ଟିକାକରଣ, HPV ଟିକାକରଣ, ଜାତୀୟ କୃମିନାଶକ ଦିବସ, AMLAN କାର୍ଯ୍ୟକ୍ରମର ଅଗ୍ରଗତି ଉପରେ ବିସ୍ତୃତ ସମୀକ୍ଷା କରାଯାଇଥିଲା।

ବୈଠକ ଆରମ୍ଭରେ ୨୦୨୫-୨୬ ବର୍ଷ ପାଇଁ ପରିବାର କଲ୍ୟାଣ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ଡାକ୍ତର, ସ୍ୱାସ୍ଥ୍ୟ ଅନୁଷ୍ଠାନ, MPHW(F), ASHA, କାଉନସେଲର ଓ ଅନ୍ୟାନ୍ୟ ସ୍ୱାସ୍ଥ୍ୟକର୍ମୀଙ୍କୁ ଜିଲ୍ଲାପାଳ ସମ୍ମାନିତ କରିଥିଲେ। ସେ ଏହି ସଫଳତା ପାଇଁ ସମସ୍ତଙ୍କୁ ଅଭିନନ୍ଦନ ଜଣାଇ ଜନସାଧାରଣଙ୍କୁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ପ୍ରଦାନ ପାଇଁ ଏହିପରି ନିଷ୍ଠାର ସହ କାର୍ଯ୍ୟ କରିବାକୁ ଆହ୍ୱାନ ଦେଇଥିଲେ।

ଆସନ୍ତା ୧୦ ଅଗଷ୍ଟରେ ଜାତୀୟ କୃମିନାଶକ ଦିବସ ଏବଂ ୧୭ ଅଗଷ୍ଟରେ ମପ୍-ଅପ୍ ରାଉଣ୍ଡ ସଫଳ ଭାବେ ଆୟୋଜନ ପାଇଁ ସ୍ୱାସ୍ଥ୍ୟ, ଶିକ୍ଷା, ମହିଳା ଓ ଶିଶୁ ବିକାଶ ବିଭାଗ ସମେତ ସମସ୍ତ ସମ୍ପୃକ୍ତ ବିଭାଗ ମଧ୍ୟରେ ଘନିଷ୍ଠ ସମନ୍ୱୟ ରଖି ଶତ ପ୍ରତିଶତ ଲକ୍ଷ୍ୟ ପୂରଣ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।

ମାତୃ ମୃତ୍ୟୁହାର ସମୀକ୍ଷା ସମୟରେ ଗର୍ଭବତୀଙ୍କ ଚିହ୍ନଟ, ନିୟମିତ ଫଲୋ-ଅପ୍, ସମୟୋପଯୁକ୍ତ ରେଫରାଲ୍, ରକ୍ତର ସହଜ ଉପଲବ୍ଧତା ଏବଂ ପ୍ରସବ ପରବର୍ତ୍ତୀ ଯତ୍ନକୁ ଅଧିକ ସୁଦୃଢ଼ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ସେହିପରି ଶିଶୁ ମୃତ୍ୟୁ ହାର ହ୍ରାସ ପାଇଁ ନବଜାତ ଶିଶୁ ସେବାର ଗୁଣାତ୍ମକ ମାନ ବୃଦ୍ଧି, ସଠିକ୍ ରେଫରାଲ୍ ବ୍ୟବସ୍ଥା ଓ ସମୁଦାୟ ସ୍ତରରେ ସଚେତନତା ବୃଦ୍ଧି ଉପରେ ଗୁରୁତ୍ୱ ଦିଆଯାଇଥିଲା । HPV ଟିକାକରଣରେ ଜିଲ୍ଲାର ସଫଳତା ବୃଦ୍ଧି ପାଇଁ ସମସ୍ତ ବିଦ୍ୟାଳୟରେ ଅଭିଭାବକ-ଶିକ୍ଷକ ବୈଠକ (PTM) ଆୟୋଜନ, .

RBSK ଟିମ୍ ଓ ଯାନବାହନର ସର୍ବାଧିକ ବ୍ୟବହାର ଏବଂ ଯୋଗ୍ୟ କିଶୋରୀମାନଙ୍କୁ ଶୀଘ୍ର ଟିକାକରଣ ସମ୍ପୂର୍ଣ୍ଣ କରିବାକୁ ଜିଲ୍ଲାପାଳ ଗୁରୁତ୍ୱ ଦେଇଥିଲେ। AMLAN କାର୍ଯ୍ୟକ୍ରମରେ ରକ୍ତହୀନତା ଚିହ୍ନଟ ଓ ଚିକିତ୍ସା, ANC ସେବା, ଉଚ୍ଚ-ଝୁମ୍ପ ଗର୍ଭବତୀଙ୍କ ପରିଚାଳନା, ଟିକାକରଣ ତଥ୍ୟର ସଠିକତା ଏବଂ NQAS ପ୍ରମାଣୀକରଣ କାର୍ଯ୍ୟକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ସମସ୍ତ ବ୍ଲକ ଚିକିତ୍ସା ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଏହି ଅବସରରେ ସକାଳ ୧୦ ଘଟିକା ସମୟରେ ଏକ ଡେଙ୍ଗୁ ସଚେତନତା ରଥ ମାନନୀୟା ଜିଲ୍ଲାପାଳ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅଠରନଳାରେ ନୂଆ ମଦ ଦୋକାନକୁ ବିରୋଧ

ଅଠରନଳାରେ ନୂଆ ମଦ ଦୋକାନକୁ ବିରୋଧ

July 30, 2026
ଭାରତ ବିକାଶ ପରିଷଦ ତରଫରୁ ଚାରl ବଣ୍ଟନ ଓ ବୃକ୍ଷରୋପଣ

ଭାରତ ବିକାଶ ପରିଷଦ ତରଫରୁ ଚାରl ବଣ୍ଟନ ଓ ବୃକ୍ଷରୋପଣ

July 30, 2026
ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର ମାସିକ ସମୀକ୍ଷା ବୈଠକ

ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର ମାସିକ ସମୀକ୍ଷା ବୈଠକ

July 30, 2026
ପାରଳାଖେମୁଣ୍ଡି ଠାରେ ରଥଯାତ୍ରା ପାଳନ ଉପଲକ୍ଷେ ଚାଲିଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଯାପିତ

ପାରଳାଖେମୁଣ୍ଡି ଠାରେ ରଥଯାତ୍ରା ପାଳନ ଉପଲକ୍ଷେ ଚାଲିଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଯାପିତ

July 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅଠରନଳାରେ ନୂଆ ମଦ ଦୋକାନକୁ ବିରୋଧ

ଅଠରନଳାରେ ନୂଆ ମଦ ଦୋକାନକୁ ବିରୋଧ

July 30, 2026
ଭାରତ ବିକାଶ ପରିଷଦ ତରଫରୁ ଚାରl ବଣ୍ଟନ ଓ ବୃକ୍ଷରୋପଣ

ଭାରତ ବିକାଶ ପରିଷଦ ତରଫରୁ ଚାରl ବଣ୍ଟନ ଓ ବୃକ୍ଷରୋପଣ

July 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version