• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜସୁନାଖଳାରେ ପ୍ରଭୁ ଜଗନ୍ନାଥ ନୀଳାଦ୍ରିବିଜେ ନୀତି ସମ୍ପନ୍ନ

Proprietor Abhimanyu Maharana by Proprietor Abhimanyu Maharana
July 30, 2026
in ଓଡ଼ିଶା, ଖୋର୍ଦ୍ଧା, ନୟାଗଡ଼ ନିଉଜ୍, ହୋମ୍
0
ରାଜସୁନାଖଳାରେ ପ୍ରଭୁ ଜଗନ୍ନାଥ ନୀଳାଦ୍ରିବିଜେ ନୀତି ସମ୍ପନ୍ନ
Share on FacebookShare on TwitterWhatsapp

ରାଜସୁନାଖଳା  (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :-  ରଣପୁର ବ୍ଲକ ଅନ୍ତର୍ଗତ ରାଜସୁନାଖଳାସ୍ଥିତ ଶ୍ରୀ ଶ୍ରୀ ଜଗନ୍ନଥ ଚାରିଟେବୁଲ ସୋସାଇଟ ପକ୍ଷରୁ ସୋମବାର ନୀଳାଦ୍ରି ବିଜେ ନୀତି ସମ୍ପନ୍ନ ହୋଇଛି lପବିତ୍ର ରଥଯାତ୍ରାର ଅନ୍ତିମ ଅଧ୍ୟାୟ ହେଉଛି ନୀଳାଦ୍ରି ବିଜେ । ଦୀର୍ଘ ନଅ ଦିନର ଲୀଳା ସମାପନ କରି ମହାପ୍ରଭୁ ଶ୍ରୀ ଜଗନ୍ନାଥ ଶ୍ରୀମନ୍ଦିରକୁ ଫେରି ଆସିଛନ୍ତି। ରଥଯାତ୍ରାର ଆନନ୍ଦ, ଭକ୍ତଙ୍କ ଭାବାବେଗ ଓ ମହାପ୍ରଭୁଙ୍କ ଦିବ୍ୟ ଲୀଳାରେ ନୀଳାଦ୍ରି ବିଜେ ଏକ ଅପୂର୍ବ ଆଧ୍ୟାତ୍ମିକ ମୁହୂର୍ତ୍ତ। ବାହୁଡ଼ା ଯାତ୍ରାପରେ ଶ୍ରୀମନ୍ଦିର ସମ୍ମୁଖରେ ରଥ ଉପରେ ମହାପ୍ରଭୁଙ୍କ ଶେଷ ଦର୍ଶନ ଓ ଅନ୍ୟାନ୍ୟ ନୀତି ସମାପନ ହୁଏ ।

ଏହାପରେ ଶ୍ରୀବିଗ୍ରହ ରଥରୁ ଓହ୍ଲାଇ ଶ୍ରୀମନ୍ଦିର ଅଭିମୁଖେ ବିଜେ କରିଥିଲେ। ନୀଳାଦ୍ରି ବିଜେ ସମୟରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓ ମା’ ଲକ୍ଷ୍ମୀଙ୍କ ମଧ୍ୟରେ ଘଟୁଥିବା ମନୋହର ଲୀଳା ଏହି ପର୍ବର ଅନ୍ୟତମ ଆକର୍ଷଣ। ରଥଯାତ୍ରା ସମୟରେ ମହାପ୍ରଭୁ ମା’ ଲକ୍ଷ୍ମୀଙ୍କୁ ସାଙ୍ଗରେ ନନେଇ ଶ୍ରୀଗୁଣ୍ଡିଚା ମନ୍ଦିରକୁ ଯାଇଥିବାରୁ ମା’ ଲକ୍ଷ୍ମୀଙ୍କ “ମାନ “କରିଥିଲେ । ମହାପ୍ରଭୁ “ମା ଙ୍କ ମାନଭଞ୍ଜନ କରିବା ସହିତ ଶ୍ରୀମନ୍ଦିରକୁ ପ୍ରବେଶ କରିଛନ୍ତି । ଏହି ଅବସରରେ ମହାପ୍ରଭୁ ମା’ ଲକ୍ଷ୍ମୀଙ୍କ ପାଇଁ ରସଗୋଲା ଭୋଗ ପରମ୍ପରା ଅନୁଯାୟୀ ଅର୍ପଣ କରିଛନ୍ତି ।

ମା’ଙ୍କ ମାନଭଞ୍ଜନ ପରେ ଶ୍ରୀମନ୍ଦିରର ଦ୍ୱାର ଖୋଲିଥିଲା ଏବଂ ମହାପ୍ରଭୁ ରତ୍ନସିଂହାସନକୁ ବିଜେ କରିଥିଲେ। ଲକ୍ଷ୍ମୀଙ୍କୁ ମନ୍ତ୍ର ଦ୍ବାରା ପୁଜା କରି ଆଳତୀ କରିଥିଲେ l ପୁରୋହିତ ଗୌର ମୋହନ ମିଶ୍ର ,ଜୟନ୍ତ ମିଶ୍ର , ବଳଭଦ୍ର ରଣା, ନାରାୟଣ ରଣା ସୁରଜ ସାହୁ, ସୌଭାଗ୍ୟ ରଞ୍ଜନ ସାହୁ, ଜିତେନ୍ଦ୍ର କାଳସୀ, ସନ୍ତୋଷ କାଳସୀ, ଆଶୁତୋଷ ସାହୁ ପ୍ରମୁଖ ନିତି କାର୍ଯ୍ୟ କରି ଠାକୁରଙ୍କୁ ମନ୍ଦିରକୁ ପାଛୋଟି ନେଇଥିଲେ ପହଣ୍ଡି କାର୍ଯ୍ୟ ପରିଚାଳନା କରିଥିଲେ ! ଶ୍ରୀ ଜଗନ୍ନଥ ଚାରିଟେବୁଲ ସୋସାଇଟର ସମସ୍ତ ସଦସ୍ୟମାନେ ସହଯୋଗ କରି ଏହି କାର୍ଯ୍ୟ ପରିଚାଳନା କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

Hon’ble MP Dharmendra Pradhan Flags Off TPWODL’s ‘Solar Rath’ to Accelerate Rooftop Solar Adoption in Western Odisha

ପଶ୍ଚିମ ଓଡ଼ିଶାରେ ସୌର ଶକ୍ତିର ପ୍ରସାର ପାଇଁ ଟିପିଡବ୍ଲ୍ୟୁଓଡିଏଲ୍‌ ‘ସୋଲାର ରଥ’ର ଶୁଭାରମ୍ଭ କଲେ ମାନ୍ୟବର ସାଂସଦ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ

September 17, 2026

Padma Shri Filmmaker Dr.Nila Madhab Panda Appointed Member of Central Board of Film Certification (CBFC)

ପଦ୍ମଶ୍ରୀ ଚଳଚ୍ଚିତ୍ର ନିର୍ମାତା ଡ. ନୀଳମାଧବ ପଣ୍ଡା କେନ୍ଦ୍ରୀୟ ଫିଲ୍ମ ପ୍ରମାଣୀକରଣ ବୋର୍ଡ (ସିବିଏଫସି)ର ସଦସ୍ୟ ନିଯୁକ୍ତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Hon’ble MP Dharmendra Pradhan Flags Off TPWODL’s ‘Solar Rath’ to Accelerate Rooftop Solar Adoption in Western Odisha

ପଶ୍ଚିମ ଓଡ଼ିଶାରେ ସୌର ଶକ୍ତିର ପ୍ରସାର ପାଇଁ ଟିପିଡବ୍ଲ୍ୟୁଓଡିଏଲ୍‌ ‘ସୋଲାର ରଥ’ର ଶୁଭାରମ୍ଭ କଲେ ମାନ୍ୟବର ସାଂସଦ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ

September 17, 2026
Hon’ble MP Dharmendra Pradhan Flags Off TPWODL’s ‘Solar Rath’ to Accelerate Rooftop Solar Adoption in Western Odisha

Hon’ble MP Dharmendra Pradhan Flags Off TPWODL’s ‘Solar Rath’ to Accelerate Rooftop Solar Adoption in Western Odisha

September 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version