• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପଞ୍ଚାୟତିରାଜ, ପାନୀୟ ଜଳ ଓ ପରିମଳ ବିଭାଗର ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ

Proprietor Abhimanyu Maharana by Proprietor Abhimanyu Maharana
August 3, 2026
in ଓଡ଼ିଶା, ଝାରସୁଗୁଡା, ମହାନଗର, ସୁନ୍ଦରଗଡ଼, ହୋମ୍
0
ସ୍ବାଧୀନତା ଦିବସ ପାଳନ ନିମନ୍ତେ ରାଉରକେଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ
Share on FacebookShare on TwitterWhatsapp

 କ୍ଷେତ୍ର ପରିଦର୍ଶନ କରିବା ସହ ଜିଲ୍ଲା ଅଧିକାରୀମାନଙ୍କ ସହିତ ସମୀକ୍ଷା ବୈଠକ 

ସୁନ୍ଦରଗଡ଼  (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :-  ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଏବଂ ପରିମଳ ନିର୍ଦ୍ଦେଶକ ବିନୀତ ଭରଦ୍ୱାଜ ତିନି ଦିନିଆ ସୁନ୍ଦରଗଡ ଜିଲ୍ଲା ଗସ୍ତରେ ଆସି କ୍ଷେତ୍ର ପରିଦର୍ଶନ କରିବା ସହିତ ଜିଲ୍ଲା ସ୍ତରୀୟ ଅଧିକାରୀମାନଙ୍କ ସହିତ ବୈଠକ କରିଥିଲେ । ଆଜି ପ୍ରଥମେ ସଦର ବ୍ଲକ୍ ଅର୍ନ୍ତଗତ ଭସ୍ମା ଅଞ୍ଚଳ ଗସ୍ତ କରି ସେଠାକାର ନିର୍ମାଣଧୀନ ଜଳ ବିଶୋଧନ ପ୍ଲାଣ୍ଟ ପ୍ରକଳ୍ପର କାର୍ଯ୍ୟକାରିତା ତଥା ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବା ସହିତ ଅଧିକାରୀମାନଙ୍କ ସହିତ ଆଲୋଚନା କରିଥିଲେ ।

ପରେ ପରେ ସ୍ଥାନୀୟ ସଦଭାବନା ଭବନ ଠାରେ ଜିଲ୍ଲାପାଳ ଡାକ୍ତର ଶୁଭଙ୍କର ମହାପାତ୍ରଙ୍କ ଉପସ୍ଥିତିରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀମାନଙ୍କୁ ନେଇ ଏକ ସମୀକ୍ଷା ବୈଠକ ମଧ୍ୟ କରିଥିଲେ । ଏହି ଅବସରରେ ଶ୍ରୀ ଭରଦ୍ୱାଜ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ପାନୀୟ ଜଳ ପ୍ରକଳ୍ପ ସମେତ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣମୂଳକ ଯୋଜନାର ଅଗ୍ରଗତି, କାର୍ଯ୍ୟାନ୍ୱୟନ ଏବଂ ଫଳପ୍ରଦତା ଉପରେ ବିସ୍ତୃତ ସମୀକ୍ଷା କରିଥିଲେ । ବିଶେଷ କରି ପ୍ରତ୍ୟେକ ବିଭାଗ ପରସ୍ପର ମଧ୍ୟରେ ସମନ୍ଵୟ ରକ୍ଷା କରି କାର୍ଯ୍ୟ କରିବା ଉପରେ ଗୁରୁତ୍ଵାରୋପ କରିଥିଲେ ।

ବୈଠକରେ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ଏବଂ ପରିମଳ ବିଭାଗର ବିଭିନ୍ନ ପ୍ରକଳ୍ପ ଉପରେ ସମୀକ୍ଷା କରାଯିବା ସହିତ ବିଭିନ୍ନ ପ୍ରକଳ୍ପ ଗୁଡ଼ିକ କାର୍ଯ୍ୟକାରୀ କରିବା ସମୟରେ ଆନୁଷଙ୍ଗିକ ବିଭାଗ ଗୁଡିକ ପରସ୍ପର ମଧ୍ୟରେ ସମନ୍ଵୟ ରକ୍ଷା କରି କାର୍ଯ୍ୟ କରିବା ଉପରେ ଗୁରୁତ୍ଵାରୋପ କରିଥିଲେ। ବିଶେଷକରି ଗ୍ରାମିଣ ହିତାଧିକାରୀଙ୍କ ଘରେ କିପରି ଟ୍ୟାପ ଜଳ ପହଞ୍ଚି ପାରିବ ସେ ନେଇ ଆଲୋଚନା କରଯାଇଥିଲା । ଗୃହ ଓ ନଗର ଉନ୍ନୟନ ବିଭାଗ ଓ ୱାଟକୋର ବିଭିନ୍ନ କାର୍ଯ୍ୟକ୍ରମ ଗୁଡ଼ିକ ଉପରେ ଆଲୋଚନା ହୋଇଥିଲା ଏବଂ ବିଶେଷ କରି ପରିମଳ ବ୍ୟବସ୍ଥା ଏବଂ ପାନୀୟ ଜଳ ଯୋଗାଣ ଉପରେ ଗୁରୁତ୍ଵାରୋପ କରାଯାଇଥିଲା ।

ସେହିଭଳି ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ପକ୍ଷରୁ ଭିତ୍ତିଭୂମି, ସ୍ମାର୍ଟ କ୍ଲାସ ରୁମ୍, ପି ଏମ ଶ୍ରୀ ବିଦ୍ୟାଳୟ ଆଦି ଉପରେ ଆଲୋଚନା କରାଯାଇଥିଲା । ସେହିଭଳି ସ୍ୱାସ୍ଥ୍ୟ ବିଭାଗ, ମହିଳା ଓ ଶିଶୁ ବିକାଶ, ଜିଲ୍ଲା ଯୋଗାଣ ବିଭାଗ, ସାମାଜିକ ସୁରକ୍ଷା ବିଭାଗ, ଟି ପି ଡବ୍ଲୁ ଓ ଡି ଏଲ, ଜିଲ୍ଲା ମଙ୍ଗଳ ବିଭାଗ, ସମସ୍ତ ଆଇ. ଟି.ଡି. ଏ., ସମବାୟ ଆଦି ଅନ୍ୟାନ୍ୟ ବିଭାଗ ଗୁଡ଼ିକର ବିଭିନ୍ନ ପ୍ରକଳ୍ପ ଯୋଜନା ଆଦି ଉପରେ ଆଲୋଚନା କରାଯାଇଥିଲା ଏବଂ ବିଭାଗୀୟ ଅଧିକାରୀମାନେ ନିଜ ନିଜ ବିଭାଗ ଅର୍ନ୍ତଗତ ଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ଅବଗତ କରାଇବା ସହିତ ମତାମତ ମଧ୍ୟ ପ୍ରଦାନ କରିଥିଲେ ।

ଶେଷରେ ଶ୍ରୀ ଭାରଦ୍ୱାଜ ପ୍ରତ୍ୟେକ ଯୋଜନାର ସୁଫଳ ଯେପରି ଯୋଗ୍ୟ ହିତାଧିକାରୀଙ୍କ ପାଖରେ ସମୟୋପଯୋଗୀ ଓ ସୁନିଶ୍ଚିତ ଭାବେ ପହଞ୍ଚିପାରିବ, ସେଥିପାଇଁ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।ବୈଠକରେ ଅତିରିକ୍ତ ଜିଲ୍ଲାପାଳ ସୂରଜ ପଟ୍ଟନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁରଞ୍ଜନ ସାହୁ, ସଦର ଉପଜିଲ୍ଲାପାଳ ଶ୍ରୀମତୀ ତେଜସ୍ଵିନୀ ବେହେରା, ପାନପୋଷ ଉପଜିଲ୍ଲାପାଳ ଚନ୍ଦ୍ରକାନ୍ତ ମଲ୍ଲିକ ଏବଂ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0

August 3, 2026
ଦେବୀ ନଦୀର କଣ୍ଟିସାଳ ଠାରେ ବନ୍ଧରୁ ଖସୁଛି ଅତଡ଼ା : ଭୟବିତ ଗ୍ରାମବାସୀ

ଦେବୀ ନଦୀର କଣ୍ଟିସାଳ ଠାରେ ବନ୍ଧରୁ ଖସୁଛି ଅତଡ଼ା : ଭୟବିତ ଗ୍ରାମବାସୀ

August 3, 2026
TANISHQ INTRODUCES DIAMOND EXPERTISE CENTRE ACROSS THREE STORES IN ODISHA, REDEFINING TRANSPARENCY IN DIAMOND BUYING

TANISHQ INTRODUCES DIAMOND EXPERTISE CENTRE ACROSS THREE STORES IN ODISHA, REDEFINING TRANSPARENCY IN DIAMOND BUYING

August 3, 2026
ସ୍ବାଧୀନତା ଦିବସ ପାଳନ ନିମନ୍ତେ ରାଉରକେଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ

ପଞ୍ଚାୟତିରାଜ, ପାନୀୟ ଜଳ ଓ ପରିମଳ ବିଭାଗର ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ

August 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

August 3, 2026
ଦେବୀ ନଦୀର କଣ୍ଟିସାଳ ଠାରେ ବନ୍ଧରୁ ଖସୁଛି ଅତଡ଼ା : ଭୟବିତ ଗ୍ରାମବାସୀ

ଦେବୀ ନଦୀର କଣ୍ଟିସାଳ ଠାରେ ବନ୍ଧରୁ ଖସୁଛି ଅତଡ଼ା : ଭୟବିତ ଗ୍ରାମବାସୀ

August 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version