• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଏ.ବି.ପି.ଏମ୍.ଜେ.ଏ.ୱାଇ – ଜି.ଜେ. ଏ.ୱାଇରେ ଓଡ଼ିଶାବାସୀଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀ କ୍ୟାନସର ଚିକିତ୍ସା ଅଭିଯାନ ଅଧିନରେ ଅଧିକ 91 ଟି ପ୍ୟାକେଜ ସାମିଲ

Proprietor Abhimanyu Maharana by Proprietor Abhimanyu Maharana
August 5, 2026
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଏ.ବି.ପି.ଏମ୍.ଜେ.ଏ.ୱାଇ – ଜି.ଜେ. ଏ.ୱାଇରେ ଓଡ଼ିଶାବାସୀଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀ କ୍ୟାନସର ଚିକିତ୍ସା ଅଭିଯାନ ଅଧିନରେ ଅଧିକ 91 ଟି ପ୍ୟାକେଜ ସାମିଲ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- କ୍ୟାନସର ରୋଗର ଚିକିତ୍ସା ଦିଗରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଭାବେ ଏ.ବି.ପି.ଏମ୍.ଜେ.ଏ.ୱାଇ – ଜି.ଜେ. ଏ.ୱାଇ ଚିକିତ୍ସା ପ୍ୟାକେଜ ମାଷ୍ଟରରେ ଓଡ଼ିଶା ହିତାଧିକାରୀମାନଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀ କ୍ୟାନସର ଚିକିତ୍ସା ଅଭିଯାନ (Mukhyamantri Cancer Care Abhiyan) ଅଧିନରେ ଅଧିକ 91 ଟି ପ୍ୟାକେଜକୁ ସ୍ୱତନ୍ତ୍ର ରାଜ୍ୟ ନିର୍ଦ୍ଦିଷ୍ଟ ପ୍ୟାକେଜ (state specific package) ଭାବେ ସାମିଲ କରାଯାଇଛି । ଯାହା ଫଳରେ ଏହି ଯୋଜନା ଅନ୍ତର୍ଗତ ଓଡ଼ିଶାର ହିତାଧିକାରୀମାନେ ସଠିକ୍ ସମୟରେ ଉପଯୁକ୍ତ ଗୁଣାତ୍ମକ ଚିକିତ୍ସା ପାଇ ପାରୁଛନ୍ତି ।

ସୂଚନାଯୋଗ୍ୟ, 2025 ମସିହା  ଏପ୍ରିଲ ମାସ 11 ତାରିଖ ଦିନ ଓଡ଼ିଶାରେ ଆୟୁଷ୍ମାନ ଭାରତ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାକୁ ସମନ୍ୱିତ ଭାବେ ଆରମ୍ଭ କରାଯାଇଥିଲା । ଏହି ସମନ୍ୱିତ ଯୋଜନାରେ ସମୁଦାୟ 2163 ଟି ଚିକିତ୍ସା ପ୍ୟାକେଜ ଥିଲା । କ୍ୟାନସର ପରି ଅତି ଗୁରୁତର ରୋଗର ପ୍ରାରମ୍ଭିକ ଅବସ୍ଥାରୁ ସଠିକ୍ ନିର୍ଣ୍ଣୟ ଓ ଚିକିତ୍ସା କରାଗଲେ ଏହାକୁ ଅନେକ ପରିମାଣରେ ନିୟନ୍ତ୍ରଣାଧୀନ କରାଯାଇପାରେ । ଏହି ରୋଗର ଚିକିତ୍ସା ମଧ୍ୟ ବହୁ ବିଭାଗୀର ଜଟିଳ ପଦ୍ଧତି ଉପରେ ଆଧାରିତ ।

ଏହା ଉପଲବ୍ଧି କରି ଓଡ଼ିଶା ସରକାର ବିଶେଷଜ୍ଞମାନଙ୍କ ସୁପାରିଶ କ୍ରମେ ବିଭିନ୍ନ ପ୍ରକାର କର୍କଟ ରୋଗର ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ କ୍ୟାନସର କେୟାର ଅଭିଯାନ ଆରମ୍ଭ କରିଥିଲେ ଏବଂ ଏଥିପାଇଁ ପ୍ରାୟ 311 କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଥିଲା । ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ ପ୍ରଚେଷ୍ଟାରେ NHA ଙ୍କ ଅନୁମୋଦନ କ୍ରମେ ଅଭିଯାନର 91 ଟି ଚିକିତ୍ସା ପ୍ୟାକେଜ କୁ ଏ.ବି.ପି.ଏମ୍.ଜେ.ଏ.ୱାଇ – ଜି.ଜେ. ଏ.ୱାଇ ପ୍ୟାକେଜ ମାଷ୍ଟର (package master) ରେ ରାଜ୍ୟ ନିର୍ଦ୍ଦିଷ୍ଟ ପ୍ୟାକେଜ ଭାବେ ସାମିଲ କରାଯାଇଛି ।

ଏହି ସବୁ ପ୍ୟାକେଜରେ ଦେୟମୁକ୍ତ ଚିକିତ୍ସା ଉପଲବ୍ଧ କରାଇବା ପାଇଁ ସବୁ ତାଲିକାଭୁକ୍ତ ହସ୍ପିଟାଲମାନଙ୍କୁ ଜଣାଇ ଦିଆଯାଇଛି । ଫଳରେ କ୍ୟାନସର ଚିକିତ୍ସା ପ୍ୟାକେଜ 545 କୁ ବୃଦ୍ଧି ପାଇଛି ଏବଂ ସମୁଦାୟ ଚିକିତ୍ସା ପ୍ୟାକେଜ 2254 କୁ ବୃଦ୍ଧି ପାଇଛି । ଏହି ରାଜ୍ୟ ନିର୍ଦ୍ଧିଷ୍ଟ ପ୍ୟାକେଜରେ ଓଡ଼ିଶାର ବହୁ ହିତାଧିକାରୀ ବର୍ତ୍ତମାନ ଗୁଣାତ୍ମକ ଦେୟମୁକ୍ତ ଚିକିତ୍ସା ପାଉଛନ୍ତି । ଉଦାହରଣ ସ୍ୱରୂପ, ଯାଜପୁର ଜିଲ୍ଲା ଅନ୍ତର୍ଗତ କୁଆଖିଆ ନିବାସୀ ପ୍ରାୟ 32 ବର୍ଷ ବୟସ୍କ ଆର୍ଯ୍ୟଭାନୁ ମହାନ୍ତି ଏହି ନୂଆ ପ୍ୟାକେଜ ଯୋଗୁ ମାରାତ୍ମକ ଅଣ୍ଡକୋଷ କ୍ୟାନସର ରୋଗରୁ ରକ୍ଷା ପାଇଛନ୍ତି । ଗତ ସପ୍ତାହରେ ଭୁବନେଶ୍ୱର ସ୍ଥିତ ବାଗଚୀ ଶଙ୍କରା ହସ୍ପିଟାଲରେ ତାଙ୍କର ସଫଳ ଅସ୍ତ୍ରୋପଚାର ହୋଇଛି ।

ସେ ଦୃତ ଆରୋଗ୍ୟ ଲାଭ କରୁଛନ୍ତି । ସେହିପରି ଭଦ୍ରକ ପୌରାଞ୍ଚଳ ଅନ୍ତର୍ଗତ ଜଗନ୍ନାଥପୁର ନିବାସୀ ପ୍ରାୟ 62 ବର୍ଷ ବୟସ୍କ ଜ୍ୟୋସ୍ନାରାଣୀ ମହାନ୍ତିଙ୍କର ଗର୍ଭାଶୟ କର୍କଟର ମଧ୍ୟ ସଫଳ ଅସ୍ତ୍ରୋପଚାର କରାଯାଇଛି । ସେ ଆସନ୍ତା 2 ଦିନ ମଧ୍ୟରେ ହସ୍ପିଟାଲରୁ ଡିସଚାର୍ଜ ହୋଇ ଘରକୁ ଯିବେ ବୋଲି ଜଣାପଡିଛି । ସଠିକ୍ ସମୟରେ ଦେୟମୁକ୍ତ ଭାବେ ସୁପର ସ୍ପେସାଲିଟି ଚିକିତ୍ସା ପାଇଥିବାରୁ ଜୋସ୍ନାରାଣୀ ଏବଂ ଆର୍ଯ୍ୟଭାନୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗଙ୍କୁ କୃତଜ୍ଞତା ଜଣାଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏ.ବି.ପି.ଏମ୍.ଜେ.ଏ.ୱାଇ – ଜି.ଜେ. ଏ.ୱାଇରେ ଓଡ଼ିଶାବାସୀଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀ କ୍ୟାନସର ଚିକିତ୍ସା ଅଭିଯାନ ଅଧିନରେ ଅଧିକ 91 ଟି ପ୍ୟାକେଜ ସାମିଲ

ଏ.ବି.ପି.ଏମ୍.ଜେ.ଏ.ୱାଇ – ଜି.ଜେ. ଏ.ୱାଇରେ ଓଡ଼ିଶାବାସୀଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀ କ୍ୟାନସର ଚିକିତ୍ସା ଅଭିଯାନ ଅଧିନରେ ଅଧିକ 91 ଟି ପ୍ୟାକେଜ ସାମିଲ

August 5, 2026
ଡାକ୍ତର ଙ୍କ ଲୋଗ ଲଗାଇ ଗଞ୍ଜେଇ ଚାଲାଣ, ୩୨ କେଜି ଗଞ୍ଜେଇ ଜବତ ୬ ଗିରଫ

ଡାକ୍ତର ଙ୍କ ଲୋଗ ଲଗାଇ ଗଞ୍ଜେଇ ଚାଲାଣ, ୩୨ କେଜି ଗଞ୍ଜେଇ ଜବତ ୬ ଗିରଫ

August 5, 2026
କମିଶନରେଟ ପୋଲିସ ତରଫରୁ ରିଲିଫ୍ ବଣ୍ଟନ

କମିଶନରେଟ ପୋଲିସ ତରଫରୁ ରିଲିଫ୍ ବଣ୍ଟନ

August 5, 2026
ଆଦିବାସୀଙ୍କ ୯୫୦ ଏକର ଜମିକୁ ବେଆଇନ୍ ଭାବେ ଡାଲମିଆ କମ୍ପାନୀ ଓ ପ୍ରଶାସନ କରିଥିବା ଚଞ୍ଚକତାକୁ ଦୃଢ଼ ନିନ୍ଦା – ଆପ୍ ସାଂସଦ ଶ୍ରୀ ସଞ୍ଜୟ ସିଂ

ଆଦିବାସୀଙ୍କ ୯୫୦ ଏକର ଜମିକୁ ବେଆଇନ୍ ଭାବେ ଡାଲମିଆ କମ୍ପାନୀ ଓ ପ୍ରଶାସନ କରିଥିବା ଚଞ୍ଚକତାକୁ ଦୃଢ଼ ନିନ୍ଦା – ଆପ୍ ସାଂସଦ ଶ୍ରୀ ସଞ୍ଜୟ ସିଂ

August 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏ.ବି.ପି.ଏମ୍.ଜେ.ଏ.ୱାଇ – ଜି.ଜେ. ଏ.ୱାଇରେ ଓଡ଼ିଶାବାସୀଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀ କ୍ୟାନସର ଚିକିତ୍ସା ଅଭିଯାନ ଅଧିନରେ ଅଧିକ 91 ଟି ପ୍ୟାକେଜ ସାମିଲ

ଏ.ବି.ପି.ଏମ୍.ଜେ.ଏ.ୱାଇ – ଜି.ଜେ. ଏ.ୱାଇରେ ଓଡ଼ିଶାବାସୀଙ୍କ ନିମନ୍ତେ ମୁଖ୍ୟମନ୍ତ୍ରୀ କ୍ୟାନସର ଚିକିତ୍ସା ଅଭିଯାନ ଅଧିନରେ ଅଧିକ 91 ଟି ପ୍ୟାକେଜ ସାମିଲ

August 5, 2026
ଡାକ୍ତର ଙ୍କ ଲୋଗ ଲଗାଇ ଗଞ୍ଜେଇ ଚାଲାଣ, ୩୨ କେଜି ଗଞ୍ଜେଇ ଜବତ ୬ ଗିରଫ

ଡାକ୍ତର ଙ୍କ ଲୋଗ ଲଗାଇ ଗଞ୍ଜେଇ ଚାଲାଣ, ୩୨ କେଜି ଗଞ୍ଜେଇ ଜବତ ୬ ଗିରଫ

August 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version