• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶାରେ ୧.୬ କୋଟି ମହିଳା ଓ ଶିଶୁଙ୍କୁ କୃମିନାଶକ ଔଷଧ ପ୍ରଦାନ କରାଯିବ ୧୦ ଅଗଷ୍ଟରେ ପ୍ରଥମ ପର୍ଯ୍ୟାୟ କୃମିନାଶକ ଏବଂ ଭିଟାମିନ୍ – ଏ ଅଭିଯାନ

Proprietor Abhimanyu Maharana by Proprietor Abhimanyu Maharana
August 8, 2026
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଓଡ଼ିଶାରେ ୧.୬ କୋଟି ମହିଳା ଓ ଶିଶୁଙ୍କୁ କୃମିନାଶକ ଔଷଧ ପ୍ରଦାନ କରାଯିବ ୧୦ ଅଗଷ୍ଟରେ ପ୍ରଥମ ପର୍ଯ୍ୟାୟ କୃମିନାଶକ ଏବଂ ଭିଟାମିନ୍ – ଏ ଅଭିଯାନ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ଶିଶୁ ସ୍ୱାସ୍ଥ୍ୟରେ ଉନ୍ନତି ଆଣିବା, ରକ୍ତହୀନତା (ଆନିମିଆ)ମୁକାବିଲା କରିବା ଏବଂ ପରଜୀବୀ କୃମି ସଂକ୍ରମଣ ବିରୋଧରେ ଲଢ଼ିବା ପାଇଁ, ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ନିର୍ଦ୍ଦେଶାଳୟ, ୟୁନିସେଫ୍ ସହଯୋଗରେ, ଅଗଷ୍ଟ ୧୦, ୨୦୨୬ରେ ସାରା ଓଡ଼ିଶାରେ ଜାତୀୟ କୃମିନାଶକ ଦିବସ (National Deworming Day – NDD) କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ଯାଉଛି । ୧୦ ଅଗଷ୍ଟରେ ଯେଉଁମାନେ ଡୋଜ୍ ନେଇପାରିବେ ନାହିଁ ।

ସେମାନଙ୍କ ପାଇଁ ୧୭ ଅଗଷ୍ଟରେ ମପ୍-ଅପ୍ ରାଉଣ୍ଡ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମ ଅଧୀନରେ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ୧ରୁ ୧୯ ବର୍ଷ ବୟସର ୧.୬୧ କୋଟିରୁ ଅଧିକ ଶିଶୁ ଏବଂ ୨୦ରୁ ୨୪ ବର୍ଷ ବୟସର ପ୍ରଜନନକ୍ଷମ ମହିଳାଙ୍କ ମଧ୍ୟରୁ ୧୯ ଲକ୍ଷରୁ ଅଧିକ ମହିଳାଙ୍କୁ ଆଲବେଣ୍ଡାଜୋଲ୍ (Albendazole) ଔଷଧ ପ୍ରଦାନ କରାଯିବ । ଏଥିରେ NDD ଜିଲ୍ଲାଗୁଡ଼ିକରେ ୧ରୁ ୫ ବର୍ଷ ବୟସର ୩୨ଲକ୍ଷ ୯୪ ହଜାର ୬୩୦ ଜଣ ଶିଶୁ ଏବଂ ୬ରୁ ୧୯ ବର୍ଷ ବୟସର ୧ କୋଟି ୨୮ ଲକ୍ଷ ୮୯ ହଜାର ୭୧ ଜଣ ଶିଶୁ ସାମିଲ ଅଛନ୍ତି ।

ସେହିପରି, ଦ୍ୱିବାର୍ଷିକ ଭିଟାମିନ୍-ଏ ସପ୍ଲିମେଣ୍ଟେସନ୍ (Vitamin A Supplementation – VAS) କାର୍ଯ୍ୟକ୍ରମ ଅଧୀନରେ ଅଗଷ୍ଟ ମାସ ମଧ୍ୟରେ ୯ରୁ ୬୦ ମାସ ବୟସର ପ୍ରାୟ ୩୨ ଲକ୍ଷ ଶିଶୁଙ୍କୁ ଭିଟାମିନ୍–ଏ ଦିଆଯିବ। ଏହା ଶିଶୁମାନଙ୍କ ରୋଗ ପ୍ରତିରୋଧକ କ୍ଷମତା ବୃଦ୍ଧି କରିବା ସହ ଶିଶୁ ମୃତ୍ୟୁହାର ଓ ଅସୁସ୍ଥତାକୁ ହ୍ରାସ କରିବାରେ ସହାୟକ ହେବ । ଶିଶୁ ସ୍ୱାସ୍ଥ୍ୟ ଅତିରିକ୍ତ ନିର୍ଦ୍ଦେଶକ ଡା. ଆଦିତ୍ୟ ମହାପାତ୍ର କହିଛନ୍ତି, “ଜାତୀୟ କୃମିନାଶକ ଦିବସ ଏକ ଗୁରୁତ୍ୱପୂର୍ଣ୍ଣ ଜନସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ,

ଯାହା ଶିଶୁମାନଙ୍କୁ ଅନ୍ତନଳୀରେ ହେଉଥିବା କୃମି ସଂକ୍ରମଣରୁ ସୁରକ୍ଷା ଦେଇଥାଏ, ଫଳରେ ସେମାନେ ସୁସ୍ଥ ଭାବେ ବଢ଼ି ନିଜର ଶରୀରର ବିକାଶ କରିପାରନ୍ତି । ନିୟମିତ କୃମିନାଶକ ଔଷଧ ସେବନ ଦ୍ୱାରା ଶରୀରରେ ଆବଶ୍ୟକ ପୋଷକତତ୍ତ୍ୱ ଶୋଷଣ କ୍ଷମତା ବୃଦ୍ଧି ପାଏ, ଯାହା ଉତ୍ତମ ପୋଷଣ, ଉନ୍ନତ ଶିକ୍ଷାଗ୍ରହଣ କ୍ଷମତା ଏବଂ ଶିଶୁ ଓ କିଶୋର- କିଶୋରୀଙ୍କ ମଧ୍ୟରେ ରକ୍ତହୀନତା ହ୍ରାସ କରିବାରେ ସହାୟକ ହୁଏ । ଏହା ମହିଳା ଓ କିଶୋରୀମାନଙ୍କ ସ୍ୱାସ୍ଥ୍ୟ ଏବଂ କଲ୍ୟାଣ ପାଇଁ ମଧ୍ୟ ଲାଭଦାୟକ, କାରଣ ଏହା ଆମ ସମାଜ ପାଇଁ ଏକ ସୁସ୍ଥ ଭବିଷ୍ୟତ ଗଠନରେ ସହଯୋଗ କରେ ।”

ଏହାସହ, ୟୁନିସେଫ୍ ଓଡ଼ିଶାର ପୁଷ୍ଟିସାର ବିଶେଷଜ୍ଞ ସୌରଭ ଭଟ୍ଟାଚାର୍ଯ୍ୟ କହିଛନ୍ତି, “କୃମିନାଶକ ଔଷଧ ସହ ଭିଟାମିନ୍–ଏ ପ୍ରଦାନ କରିବା ଦ୍ୱାରା ଶିଶୁମାନେ ଗୋଟିଏ ଥରରେ ଆବଶ୍ୟକୀୟ ସ୍ୱାସ୍ଥ୍ୟ ଓ ପୋଷଣ ସେବା ପାଇପାରୁଛନ୍ତି । ଏହି ସମନ୍ୱିତ ପଦକ୍ଷେପ ଦ୍ବାରା କୁପୋଷଣ ହ୍ରାସ କରିବା, ରୋଗ ପ୍ରତିରୋଧକ କ୍ଷମତା ବୃଦ୍ଧି କରିବା ଏବଂ ଶିଶୁମାନଙ୍କ ସୁସ୍ଥ ଶାରୀରିକ ଓ ମାନସିକ ବିକାଶକୁ ସହାୟତା କରି ପ୍ରତ୍ୟେକ ଶିଶୁଙ୍କୁ ଜୀବନର ଏକ ସୁସ୍ଥ ଆରମ୍ଭ ପ୍ରଦାନ କରୁଛି ।”

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମନ୍ୱୟରେ ପରିଚାଳିତ ଏହି କାର୍ଯ୍ୟକ୍ରମରେ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟ ସହ ଅଙ୍ଗନୱାଡ଼ି କେନ୍ଦ୍ରଗୁଡ଼ିକ ସାମିଲ ହେବେ । ଶିକ୍ଷକ, ଅଙ୍ଗନୱାଡ଼ି କର୍ମୀ ଏବଂ ଆଶା କର୍ମୀମାନେ ଔଷଧ ପ୍ରଦାନ କାର୍ଯ୍ୟରେ ସକ୍ରିୟ ଭାବେ ଅଂଶଗ୍ରହଣ କରିବେ । ଏହି ଅଭିଯାନରେ ୟୁନିସେଫ୍ ସହଯୋଗ ପ୍ରଦାନ କରୁଛି । ଏହି ସାମ୍ବାଦିକ ସମ୍ମିଳନୀରେ ଡକ୍ଟର ସ୍ମୃତିଜିତ୍ ପଟ୍ଟନାୟକ, ଯୁଗ୍ମ ନିର୍ଦ୍ଦେଶକ-ପୁଷ୍ଟିସାର; ଡକ୍ଟର ପ୍ରତିଭା ପ୍ରଧାନ, ଯୁଗ୍ମ ନିର୍ଦ୍ଦେଶକ-ଶିଶୁ ସ୍ୱାସ୍ଥ୍ୟ ଏବଂ ଡକ୍ଟର ସଞ୍ଜୟ କୁମାର ସାହୁ, ପୁଷ୍ଟିସାର କାର୍ଯ୍ୟାଳୟ, ୟୁନିସେଫ୍ ଓଡ଼ିଶାର ମଧ୍ୟ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନାଚୁଣୀ ମହାବିଦ୍ୟାଳୟ ର ୪୬ତମ ପ୍ରତିଷ୍ଠା ଦିବସ ଉତ୍ସବ ପାଳିତ

କଥା ଦେଇ କଥା ରଖିଲା ରୋଟାରୀ କ୍ଲବ – ନୟାଗଡ଼

August 8, 2026
ନାଚୁଣୀ ମହାବିଦ୍ୟାଳୟ ର ୪୬ତମ ପ୍ରତିଷ୍ଠା ଦିବସ ଉତ୍ସବ ପାଳିତ

ନାଚୁଣୀ ମହାବିଦ୍ୟାଳୟ ର ୪୬ତମ ପ୍ରତିଷ୍ଠା ଦିବସ ଉତ୍ସବ ପାଳିତ

August 8, 2026
ଟାଙ୍ଗିସାହି ଉଚ୍ଚ ବିଦ୍ୟାଳୟରେ ବୃକ୍ଷ ରୋପଣ

ଟାଙ୍ଗିସାହି ଉଚ୍ଚ ବିଦ୍ୟାଳୟରେ ବୃକ୍ଷ ରୋପଣ

August 8, 2026
ଓଡ଼ିଶାରେ ୧.୬ କୋଟି ମହିଳା ଓ ଶିଶୁଙ୍କୁ କୃମିନାଶକ ଔଷଧ ପ୍ରଦାନ କରାଯିବ ୧୦ ଅଗଷ୍ଟରେ ପ୍ରଥମ ପର୍ଯ୍ୟାୟ କୃମିନାଶକ ଏବଂ ଭିଟାମିନ୍ – ଏ ଅଭିଯାନ

1.6 Crore women and children to get deworming dose in Odisha

August 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନାଚୁଣୀ ମହାବିଦ୍ୟାଳୟ ର ୪୬ତମ ପ୍ରତିଷ୍ଠା ଦିବସ ଉତ୍ସବ ପାଳିତ

କଥା ଦେଇ କଥା ରଖିଲା ରୋଟାରୀ କ୍ଲବ – ନୟାଗଡ଼

August 8, 2026
ନାଚୁଣୀ ମହାବିଦ୍ୟାଳୟ ର ୪୬ତମ ପ୍ରତିଷ୍ଠା ଦିବସ ଉତ୍ସବ ପାଳିତ

ନାଚୁଣୀ ମହାବିଦ୍ୟାଳୟ ର ୪୬ତମ ପ୍ରତିଷ୍ଠା ଦିବସ ଉତ୍ସବ ପାଳିତ

August 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version