• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗୁଜୁରାଟରେ ଅନୁଷ୍ଠିତ ଜାତୀୟସ୍ତରର ପ୍ରେରଣା କାର୍ଯ୍ୟକ୍ରମରେ ପାରଳା କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ର ଶୁଭଙ୍କର ସମ୍ମାନୀତ

Proprietor Abhimanyu Maharana by Proprietor Abhimanyu Maharana
August 13, 2026
in ଓଡ଼ିଶା, ଗଜପତି, ହୋମ୍
0
ଗୁଜୁରାଟରେ ଅନୁଷ୍ଠିତ ଜାତୀୟସ୍ତରର ପ୍ରେରଣା କାର୍ଯ୍ୟକ୍ରମରେ ପାରଳା କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ର ଶୁଭଙ୍କର ସମ୍ମାନୀତ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି  (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ପାରଳାଖେମୁଣ୍ଡି ସ୍ଥିତ ପିଏମଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟର ୧୦ମ ଶ୍ରେଣୀ ଛାତ୍ର ଶୁଭଙ୍କର ପଟନାୟକ ଜିଲ୍ଲାସ୍ତରୀୟ ପ୍ରେରଣା ପ୍ରତିଯୋଗୀତାରେ ଉତ୍ତୀର୍ଣ ହୋଇ ଗୁଜୁରାଟରେ ଅନୁଷ୍ଠିତ ଜାତୀୟସ୍ତରର ପ୍ରେରଣା କାର୍ଯ୍ୟକ୍ରମରେ ସମ୍ମାନୀତ ହୋଇଥିବା ସୂଚନା ମିଳିଛି. ଚଳିତ ଅଗଷ୍ଟ ୨ ରୁ ୮ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପଢିଥିବା ସ୍କୁଲ ତଥା ତାଙ୍କ ଜନ୍ମସ୍ଥାନ ଗୁଜରାଟର ଭଦନଗର ଠାରେ ଅନୁଷ୍ଠିତ ଶିକ୍ଷଣ କାର୍ଯ୍ୟକ୍ରମରେ ଯୋଗଦେଇ କୃତିତ୍ବର ହାସଲ କରି ପାରଳା କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ର ଶୁଭଙ୍କର ଫେରିଛନ୍ତି ।

ଏହି ୭ ଦିନିଆ କାର୍ଯ୍ୟକ୍ରମରେ ଥିଲା ମାନବୀୟ ମୂଲ୍ୟ ଭିତ୍ତିକ ବିଷୟ ସମ୍ପର୍କିତ ଆଲୋଚନାଚକ୍ର । ତାଙ୍କ ସହ ତତ୍ୱାବଧାରିକା ଶିକ୍ଷୟିତ୍ରୀ ସୁଶ୍ରୀ ରଞ୍ଜିତା ମହାନ୍ତି ନିଜର ଉପସ୍ଥାପନ ରଖି ସେ ମଧ୍ୟ ସମ୍ମାନୀତ ହୋଇଛନ୍ତି | ଏହି ମାନବୀୟ ମୂଲ୍ୟବୋଧ ବିଷୟଭିତ୍ତିକ ଗବେଷଣାତ୍ମକ ପ୍ରୟୋଗ ପିଲାଙ୍କ ପ୍ରତିଭା ବିକାଶରେ ସହାୟକ ହୋଇପାରିବ ବୋଲି ଶୁଭଙ୍କର ପ୍ରକାଶ କରିଛନ୍ତି। ଶୁଭଙ୍କର ବିନୋଦିନୀ କଲେଜର ଅଧକ୍ଷ ମନୋଜ କୁମାର ପଟ୍ଟନାୟକଙ୍କ ସୁପୁତ୍ର ଅଟନ୍ତି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅପହରଣ ମାମଲାରେ ଜଣେ ମହିଳାଙ୍କୁ ପାରଳାଖେମୁଣ୍ଡିରୁ ଉଠାଇ ନେଲା ପଶ୍ଚିମବଙ୍ଗ ପୋଲିସ

ଅପହରଣ ମାମଲାରେ ଜଣେ ମହିଳାଙ୍କୁ ପାରଳାଖେମୁଣ୍ଡିରୁ ଉଠାଇ ନେଲା ପଶ୍ଚିମବଙ୍ଗ ପୋଲିସ

August 13, 2026
ବ୍ଲକ୍ ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ

ବ୍ଲକ୍ ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ

August 13, 2026
ଗୁଜୁରାଟରେ ଅନୁଷ୍ଠିତ ଜାତୀୟସ୍ତରର ପ୍ରେରଣା କାର୍ଯ୍ୟକ୍ରମରେ ପାରଳା କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ର ଶୁଭଙ୍କର ସମ୍ମାନୀତ

ଗୁଜୁରାଟରେ ଅନୁଷ୍ଠିତ ଜାତୀୟସ୍ତରର ପ୍ରେରଣା କାର୍ଯ୍ୟକ୍ରମରେ ପାରଳା କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ର ଶୁଭଙ୍କର ସମ୍ମାନୀତ

August 13, 2026
ଗଜପତିରେ ‘ହର ଘର ତ୍ରିରଙ୍ଗା–୨୦୨୬’ ଉତ୍ସବମୁଖର ପରିବେଶରେ ବାହାରିଲା ବିଶାଳ ତ୍ରିରଙ୍ଗା ବାଇକ୍ ରାଲି

ଗଜପତିରେ ‘ହର ଘର ତ୍ରିରଙ୍ଗା–୨୦୨୬’ ଉତ୍ସବମୁଖର ପରିବେଶରେ ବାହାରିଲା ବିଶାଳ ତ୍ରିରଙ୍ଗା ବାଇକ୍ ରାଲି

August 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅପହରଣ ମାମଲାରେ ଜଣେ ମହିଳାଙ୍କୁ ପାରଳାଖେମୁଣ୍ଡିରୁ ଉଠାଇ ନେଲା ପଶ୍ଚିମବଙ୍ଗ ପୋଲିସ

ଅପହରଣ ମାମଲାରେ ଜଣେ ମହିଳାଙ୍କୁ ପାରଳାଖେମୁଣ୍ଡିରୁ ଉଠାଇ ନେଲା ପଶ୍ଚିମବଙ୍ଗ ପୋଲିସ

August 13, 2026
ବ୍ଲକ୍ ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ

ବ୍ଲକ୍ ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ

August 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version