• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆଦିବାସୀ ମହାବିଦ୍ୟାଳୟ ତରଫରୁ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମରେ ବିରାଟ ଶୋଭାଯାତ୍ରା

Proprietor Abhimanyu Maharana by Proprietor Abhimanyu Maharana
August 14, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
ଆଦିବାସୀ ମହାବିଦ୍ୟାଳୟ ତରଫରୁ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମରେ ବିରାଟ ଶୋଭାଯାତ୍ରା
Share on FacebookShare on TwitterWhatsapp

ବାଲିଗୁଡ଼ା (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ତରଫରୁ ସ୍ୱାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଉପଲକ୍ଷେ ଏକ ବିରାଟ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆଦିବାସୀ ମହାବିଦ୍ୟାଳୟର ପ୍ରାୟ ୩୦୦ ଛାତ୍ରଛାତ୍ରୀ ୩୦୦ ଫୁଟ ଲମ୍ବର ଏକ ବିଶାଳ ତ୍ରିରଙ୍ଗା ଧରି ‘ହର ଘର ତ୍ରିରଙ୍ଗା’ ଭଳି ବିଭିନ୍ନ ସ୍ଲୋଗାନ ମାନ ଦେଇ ସମଗ୍ର ସହର ପରିକ୍ରମା କରି ଦେଶପ୍ରେମର ବାର୍ତ୍ତା ଦେଇଥିଲେ। ଏଥିରେ ମହାବିଦ୍ୟାଳୟ ର ସମସ୍ତ ଛାତ୍ର ଛାତ୍ରୀ ଙ୍କ ସମେତ ଅଧ୍ୟାପକ ଅଧ୍ୟାପିକା, କର୍ମଚାରୀ ମାନେ ମଧ୍ୟ ହାତରେ ତ୍ରିରଙ୍ଗା ଧରି ଏହି ଶୋଭାଯାତ୍ରାରେ ସାମିଲ ହୋଇଥିଲେ।

କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦର କଳ୍ପନା କହଁର , ଜିଲ୍ଲା ସାଧାରଣ ସମ୍ପାଦକ ଦେବେନ୍ଦ୍ର କୁଦେଇ, ଆଇଟିଡିଏ ପିଏ କୃପାସିନ୍ଧୁ ବେହେରା, ଆଦିବାସୀ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼.ବିଭୂତି ଭୂଷଣ ଆଚାର୍ଯ୍ୟ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜଗନ୍ନାଥ ସାହୁ, ବରିଷ୍ଠ ବିଜେପି ନେତା ପଦ୍ମ ଚରଣ ଦାଶ, ଆଦିକନ୍ଦ ପଟ୍ଟନାୟକ ପ୍ରମୁଖ ଯୋଗ ଦେଇଥିଲେ।

ଏହି ଅବସରରେ ଅତିଥିମାନେ ଜାତୀୟ ପତାକାର ମହତ୍ତ୍ୱ ଓ ସ୍ୱାଧୀନତାର ମୂଲ୍ୟବୋଧ ସମ୍ପର୍କରେ ମତବ୍ୟକ୍ତ କରିଥିଲେ। ସ୍ୱାଧୀନତା ସଂଗ୍ରାମୀଙ୍କ ତ୍ୟାଗ ଓ ବଳିଦାନକୁ ସ୍ମରଣ କରିବା ସହ ଦେଶର ଅଖଣ୍ଡତା, ଏକତା ଓ ଭାଇଚାରା ବଜାୟ ରଖିବାକୁ ସମସ୍ତେ ସଂକଳ୍ପ ନେବା ଆବଶ୍ୟକ ବୋଲି କୁହାଯାଇଥିଲା। ଘରେ ଘରେ ତ୍ରିରଙ୍ଗା ଉଡ଼ାଇ ଜାତୀୟ ପତାକା ପ୍ରତି ସମ୍ମାନ ଓ ଦେଶପ୍ରେମର ଭାବନାକୁ ଆହୁରି ସୁଦୃଢ଼ କରିବାକୁ ଆହ୍ୱାନ ଦିଆଯାଇଥିଲା। ସହରବାସୀଙ୍କ ମଧ୍ୟରେ ମଧ୍ୟ ଏହି ଅଭିଯାନକୁ ନେଇ ବେଶ୍‌ ଉତ୍ସାହ ପ୍ରକାଶ ପାଇଥିଲା।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିରିଡି ବ୍ଲକ ରେ “ହର ଘର ତ୍ରିରଙ୍ଗା” ଶୋଭାଯାତ୍ରା

ବିରିଡି ବ୍ଲକ ରେ “ହର ଘର ତ୍ରିରଙ୍ଗା” ଶୋଭାଯାତ୍ରା

August 14, 2026
ନୟାଗଡ଼ରେ ଏବିଭିପି ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା

ନୟାଗଡ଼ରେ ଏବିଭିପି ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା

August 14, 2026
ଡାକ୍ତରୀ ଛାତ୍ରଛାତ୍ରୀଙ୍କ ଗବେଷଣା ତଥା ପଢ଼ାପଢ଼ି ପାଇଁ ଶରୀର ଦାନ କଲେ ହରିଶ ପ୍ରଧାନ ଆଉ ତାଙ୍କ ସହଧର୍ମିଣୀ

ଡାକ୍ତରୀ ଛାତ୍ରଛାତ୍ରୀଙ୍କ ଗବେଷଣା ତଥା ପଢ଼ାପଢ଼ି ପାଇଁ ଶରୀର ଦାନ କଲେ ହରିଶ ପ୍ରଧାନ ଆଉ ତାଙ୍କ ସହଧର୍ମିଣୀ

August 14, 2026
ସାଇ ହେଲ୍ଥ କେୟାରର ମାଗଣା ସ୍ୱାସ୍ଥ୍ୟ ଶିବିର

ସାଇ ହେଲ୍ଥ କେୟାରର ମାଗଣା ସ୍ୱାସ୍ଥ୍ୟ ଶିବିର

August 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିରିଡି ବ୍ଲକ ରେ “ହର ଘର ତ୍ରିରଙ୍ଗା” ଶୋଭାଯାତ୍ରା

ବିରିଡି ବ୍ଲକ ରେ “ହର ଘର ତ୍ରିରଙ୍ଗା” ଶୋଭାଯାତ୍ରା

August 14, 2026
ନୟାଗଡ଼ରେ ଏବିଭିପି ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା

ନୟାଗଡ଼ରେ ଏବିଭିପି ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା

August 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version