ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ଦେଶପ୍ରେମ, ଜାତୀୟତାବୋଧ ଓ ଦେଶର ଗୌରବମୟ ତ୍ରିରଙ୍ଗା ପ୍ରତି ସମ୍ମାନର ବାର୍ତ୍ତା ନେଇ ୮୦ ତମ ସ୍ୱାଧୀନତା ଦିବସ ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ମିଡିଆକିଆ ପଞ୍ଚାୟତ ନୁଆସାହି ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ” ହର ଘର ତ୍ରିରଙ୍ଗା ” କାର୍ଯ୍ୟକ୍ରମ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଜଗଦୀଶ ଚନ୍ଦ୍ର ବେହେରା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l
















