• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟ କାର୍ଯ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
August 16, 2026
in ଓଡ଼ିଶା, ଖୋର୍ଦ୍ଧା, ନୟାଗଡ଼ ନିଉଜ୍, ମନୋରଞ୍ଜନ
0
ରାଜ୍ୟ କାର୍ଯ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ପାଳିତ
Share on FacebookShare on TwitterWhatsapp

ଓଡ଼ିଶାକୁ ଦେଶର ୧ ନମ୍ବର ରାଜ୍ୟ ଭାବେ ଗଢ଼ି ତୋଳିବାକୁ କେନ୍ଦ୍ର ଓ ରାଜ୍ୟ ସରକାର ମିଳିତ ଭାବେ କାର୍ଯ୍ୟ କରୁଛନ୍ତି : ମନମୋହନ ସାମଲ 

 ମହାପୁରଷମାନଙ୍କ ଆତ୍ମବିଶ୍ୱାସ, ପ୍ରେରଣା, ସଂଗ୍ରାମ, ତ୍ୟାଗ ଓ ତପସ୍ୟା ଆମ ସମସ୍ତଙ୍କୁ ଶତ ସିଂହର ଶକ୍ତି ଦେଇଛି

 ଓଡ଼ିଶାକୁ ଦେଶର ୧ ନମ୍ବର ରାଜ୍ୟଭାବେ ଗଢ଼ିବାକୁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ

 ଯଶସ୍ୱୀ ପ୍ରଧାନମନ୍ତ୍ରୀ ମୋଦିଜୀ କେନ୍ଦ୍ର ସରକାରରେ ଲମ୍ବା ସମୟ ଧରି କାର୍ଯ୍ୟ କରି ଲୋକଙ୍କ ମଧ୍ୟରେ ଆତ୍ମବିଶ୍ୱାସ ଭରିଛନ୍ତି

 ଓଡିଶାବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ରାଜ୍ୟ ସଭାପତି

ଭୁବନେଶ୍ୱର (ଓଡିଶା ତାଜାନ୍ୟୁଜ ) ନି. ପ୍ର :- ସମଗ୍ର ଦେଶ ଆଜି ଆନନ୍ଦ ଉଲ୍ଲାସର ସହ ସ୍ୱାଧୀନତାର ୮୦ତମ ଦିବସ ପାଳନ କରୁଛି । ଏହି ମହୋତ୍ସବ ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ । ଅନେକ ମହାପୁରୁଷଙ୍କ ତ୍ୟାଗ, ତପସ୍ୟା ଓ ବଳିଦାନ ବଳରେ ଆମକୁ ଏହି ସ୍ୱାଧୀନତା ମିଳିପାରିଛି ।ଏହି ସ୍ୱାଧୀନତାସଂଗ୍ରାମୀମାନେ ହେଲେ ଆମ ସମସ୍ତଙ୍କ ପ୍ରେରଣାର ଉତ୍ସ । ସେମାନଙ୍କ ଆତ୍ମବିଶ୍ୱାସ, ପ୍ରେରଣା, ସଂଗ୍ରାମ, ତ୍ୟାଗ ଓ ତପସ୍ୟା ଆମକୁ ଶତ ସିଂହର ଶକ୍ତି ଦେଇଛି ।

ଦେଶକୁ ବିଶ୍ୱଗୁରୁ ଭାବେ ଗଢ଼ି ତୋଳିବା ସହ ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ କରିବାକୁ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀ ଯେଉଁ ଲକ୍ଷ୍ୟ ରଖିଛନ୍ତି, ସେଥିରେ ଓଡ଼ିଶାର ସର୍ବାଧିକ ଯୋଗଦାନ ରହିବ । ଓଡ଼ିଶାକୁ ଦେଶର ୧ ନମ୍ବର ରାଜ୍ୟଭାବେ ଗଢ଼ିବାକୁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ । ଏନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ମିଳିତ ଭାବେ କାର୍ଯ୍ୟ କରୁଛନ୍ତି ବୋଲି ରାଜ୍ୟ କାର୍ଯ୍ୟାଳୟରେ ସ୍ୱାଧୀନତା ଦିବସରେ ଜାତୀୟ ପତାକା ଉତୋଳନ କରିବା ଅବସରରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ କହିଛନ୍ତି ।

ଏହି ଅବସରରେ ରାଜ୍ୟ ସଭାପତି ଶ୍ରୀ ସାମଲ ଓଡ଼ିଶାବାସୀଙ୍କୁ ସ୍ୱାଧୀନତା ଦିବସର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ସହ କହିଛନ୍ତି ଯେ, ଯଶସ୍ୱୀ ପ୍ରଧାନମନ୍ତ୍ରୀ ମୋଦିଜୀ କେନ୍ଦ୍ର ସରକାରରେ ଲମ୍ବା ସମୟ ଧରି କାର୍ଯ୍ୟ କରି ଲୋକଙ୍କ ମଧ୍ୟରେ ଆତ୍ମବିଶ୍ୱାସ ଭରିଛନ୍ତି । ଭିତିଭୂମିଠାରୁ ଆରମ୍ଭ କରି ପ୍ରତିରକ୍ଷା ବିଭାଗ ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ଭାରତ ଆଜି ଶକ୍ତିଶାଳୀ ହୋଇଛି । ସେହିପରି ଓଡ଼ିଶାରେ ଡବଲଇଞ୍ଜିନ ସରକାର ଚାଷୀଙ୍କ ଆୟ ଦ୍ୱିଗୁଣିତ କରିବା, ବେକାରୀ ସମସ୍ୟା ଦୂର କରିବା,

ମହିଳା ସୁରକ୍ଷା ସହ ଶିକ୍ଷା, ସ୍ୱାସ୍ଥ୍ୟ ବିକାଶ, ଗମନାଗମନ ଓ ଅନ୍ୟାନ୍ୟ କ୍ଷେତ୍ରରେ ଉନ୍ନତି ପାଇଁ ଦିନରାତି ପରିଶ୍ରମ କରୁଛି । ଆଜି ଲକ୍ଷପତି ଦିଦି ଯୋଜନାରେ ଓଡ଼ିଶା ଦେଶରେ ୧ ନମ୍ବର ହୋଇଥିବା ବେଳେ, ୨ ବର୍ଷ ମଧ୍ୟରେ ସୁଭଦ୍ରା ଯୋଜନାରେ ଅନେକ ମହିଳା ସଶକ୍ତ ହୋଇଛନ୍ତି । କୁଇଂଟାଲ ପିଛା ଧାନ ସହାୟକ ମୂଲ୍ୟ ୩୧୦୦ ଟଙ୍କା ହେବା ଯୋଗୁ ଚାଷୀଙ୍କ ଆର୍ଥିକ ସ୍ଥିତି ସୁଦୃଢ଼ ହୋଇଛି । ସେମାନଙ୍କ ମଧ୍ୟରେ ଆତ୍ମବିଶ୍ୱାସ ବଢ଼ିଛି । ୨ ବର୍ଷ ମଧ୍ୟରେ ଓଡ଼ିଶାକୁ ପ୍ରାୟ ୨୦ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ ଆସିଥିବାବେଳେ ସେଥିରୁ ୫ ଲକ୍ଷ କୋଟି ଟଙ୍କା କାର୍ଯ୍ୟକାରୀ ହୋଇଛି ।

ଏଥିଯୋଗୁ ରାଜ୍ୟରେ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବା ସହ ଲୋକଙ୍କ ମଧ୍ୟରେ ଆତ୍ମବିଶ୍ୱାସ ବଢ଼ିଛି । ଭବିଷ୍ୟତର ଓଡ଼ିଶା ଗଢ଼ିବାରେ ଯୁବସମାଜର ପ୍ରମୁଖ ଭୂମିକା ରହିବ । ଏଥିପାଇଁ ସେମାନଙ୍କୁ କଠିନ ପରିଶ୍ରମ କରିବାକୁ ପଡ଼ିବ । ସମୃଦ୍ଧ ଓଡ଼ିଶା ଗଢ଼ିବା ପାଇଁ ସମସ୍ତେ ମିଳିମିଶି କାର୍ଯ୍ୟ କରିବାକୁ ସଂକଳ୍ପ ନେବାକୁ ଶ୍ରୀ ସାମଲ ଆହ୍ୱାନ ଦେଇଛନ୍ତି । ଏହି ଅବସରରେ ବିଧାୟକ ଶ୍ରୀ ବାବୁ ସିଂ, ରାଜ୍ୟ ସାଧାରଣ ସମ୍ପାଦକ (ସଂଗଠନ) ଶ୍ରୀ ମାନସ କୁମାର ମହାନ୍ତି, ରାଜ୍ୟ ସାଧାରଣ ସମ୍ପାଦକ ଶ୍ରୀ ବିରଂଚି ନାରାୟଣ ତ୍ରିପାଠୀ, ଶ୍ରୀ ଶାରଦା ପ୍ରସାଦ ଶତପଥୀ, ରାଜ୍ୟ ସମ୍ପାଦିକା ଡ. ପ୍ରୀତି ପ୍ରତିଭା ଭୋଳ, ଶ୍ରୀମତି ସ୍ମିତା ପ୍ରଧାନ, ଶ୍ରୀମତି ପିଙ୍କି ପ୍ରଧାନ,

କାର୍ଯ୍ୟାଳୟ ସମ୍ପାଦକ ଶ୍ରୀ ଦେବେନ୍ଦ୍ର କୁମାର ନନ୍ଦ, ପୂର୍ବତନ ମନ୍ତ୍ରୀ ଶ୍ରୀ ଅରବିନ୍ଦ ଢାଲି, ବରିଷ୍ଠ ନେତା ଶ୍ରୀ ସୁରଥ ବିଶ୍ୱାଳ, ଶ୍ରୀ ମହେଶ ମହାନ୍ତି, ରାଜ୍ୟ ଗଣମାଧ୍ୟମ ସଂଯୋଜକ ଶ୍ରୀ ସୁଜିତ କୁମାର ଦାସ, ରାଜ୍ୟ ମୁଖପାତ୍ର ଶ୍ରୀ ଦିଲୀପ ମଲ୍ଲିକ, ଶ୍ରୀ ତପନ କୁମାର ଚାନ୍ଦ, ରାଜ୍ୟ ପ୍ରବକ୍ତା ଶ୍ରୀ ହିତେଶ ମହାପାତ୍ର, ଶ୍ରୀ ପତଞ୍ଜଳି କରଶର୍ମା, ଶ୍ରୀ ବ୍ରଜକିଶୋର ମିଶ୍ର, ଶ୍ରୀମତି ଶତରୂପା ମିଶ୍ର, ଭୁବନେଶ୍ୱର ଜିଲ୍ଲା ସଭାପତି ଶ୍ରୀ ନିରଞ୍ଜନ ମିଶ୍ରଙ୍କ ସମେତ ଦଳର ଅନେକ ନେତୃବୃନ୍ଦ ଓ କାର୍ଯ୍ୟକର୍ତା ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟ କାର୍ଯ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ରାଜ୍ୟ କାର୍ଯ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

August 16, 2026
ଖଣ୍ଡପଡ଼ା ସହର ସମେତ ବ୍ଲକ ଗ୍ରାମାଞ୍ଚଳରେ ସ୍ବାଧୀନତା ଦିବସ ପାଳନ

ଖଣ୍ଡପଡ଼ା ସହର ସମେତ ବ୍ଲକ ଗ୍ରାମାଞ୍ଚଳରେ ସ୍ବାଧୀନତା ଦିବସ ପାଳନ

August 16, 2026
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ

୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ

August 16, 2026
୮୦ତମ ପବିତ୍ର ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି, ରଣପୁର ଏନଏସିରେ

୮୦ତମ ପବିତ୍ର ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି, ରଣପୁର ଏନଏସିରେ

August 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟ କାର୍ଯ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ରାଜ୍ୟ କାର୍ଯ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

August 16, 2026
ଖଣ୍ଡପଡ଼ା ସହର ସମେତ ବ୍ଲକ ଗ୍ରାମାଞ୍ଚଳରେ ସ୍ବାଧୀନତା ଦିବସ ପାଳନ

ଖଣ୍ଡପଡ଼ା ସହର ସମେତ ବ୍ଲକ ଗ୍ରାମାଞ୍ଚଳରେ ସ୍ବାଧୀନତା ଦିବସ ପାଳନ

August 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version