• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୮୦ ତମ ସ୍ବାଧୀନତା ଦିବସ ପାଳନ ହୋଇ ଯାଇଛି

Proprietor Abhimanyu Maharana by Proprietor Abhimanyu Maharana
August 16, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
୮୦ ତମ ସ୍ବାଧୀନତା ଦିବସ ପାଳନ ହୋଇ ଯାଇଛି
Share on FacebookShare on TwitterWhatsapp

ନୟାଗଡ଼ (ଓଡିଶା ତାଜାନ୍ୟୁଜ ) ନି. ପ୍ର :- ୮୦ ତମ ସ୍ବାଧୀନତା ଦିବସ ପାଳନ ହୋଇ ଯାଇଛି । ଏହି ଉତ୍ସବରେ ବରିଷ୍ଠ ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ଡାକ୍ତର ଅରବିନ୍ଦ ମହାପାତ୍ର ଯୋଗଦେଇ ବିଦ୍ଯାଳୟ ପ୍ରାଙ୍ଗଣରେ ସ୍ଥାପିତ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରି ସମ୍ମିଳିତ ପ୍ଯାରେଡରେ ପତାକା ଉତ୍ତୋଳନ କରିବା ସହିତ ସ୍ବାଧୀନତା ପାଇଁ ବଳିଦାନ କରିଥିବା ମହାପୁରୁଷ ମାନଙ୍କ ଅମରଗାଥା ବର୍ଣ୍ଣନା କରି ସ୍ବାର୍ଥ ତ୍ଯାଗ କରି ଦେଶମାତୃକାର ସେବା କରିବା ପାଇଁ ଛାତ୍ରଛାତ୍ରୀ ମାନଙ୍କୁ ପ୍ରେରଣା ଦେଇଥିଲେ ।

ଆଜିର ଉତ୍ସବରେ ବିଦ୍ଯାଳୟର ଦୁଇ କୁନି ପ୍ରତିଭା ବିଶ୍ବବିଜିତା ମହାନ୍ତି ଓ ଦେବସ୍ମିତା ନାୟକ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ଅବସରରେ ଆୟୋଜିତ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ସମଗ୍ର ଶିକ୍ଷାନୁଷ୍ଠାନ ପାଇଁ ଗୌରବ ଆଣିଥିବାରୁ ଦୁଇ ଛାତ୍ରୀଙ୍କୁ ଆଜିର ସ୍ଵାଧୀନତା ଦିବସର ମୁଖ୍ୟ ଅତିଥି ଡାକ୍ତର ମହାପାତ୍ର ସମ୍ବର୍ଦ୍ଧିତ କରିଥିଲେ । ଏହା ସହିତ ଅନ୍ୟ ପ୍ରତିଯୋଗୀ ଛାତ୍ରଛାତ୍ରୀ ମାନଙ୍କୁ ପୁରଷ୍କାର ପ୍ରଦାନ କରାଯାଇଥିଲା । ଓଡ଼ିଆ ବକ୍ତୃତା ପ୍ରତିଯୋଗିତାରେ କ୍ଳଷ୍ଟରସ୍ତରରୁ ଆରମ୍ଭ ହୋଇଥିବା ଏହି ସଫଳତାର ଯାତ୍ରା ବ୍ଳକ ସ୍ତର ଦେଇ ଜିଲ୍ଲାସ୍ତରରେ ପହଞ୍ଚିଛି ।

ପ୍ରତ୍ୟେକ ସ୍ତରରେ ନିଜର ଶ୍ରେଷ୍ଠତା ବଜାୟ ରଖି ପ୍ରଥମ ସ୍ଥାନ ଅଧିକାର କରି ଏହି ଦୁଇ ଛାତ୍ରୀ ନିଜର ଅସାଧାରଣ ପ୍ରତିଭାର ପରିଚୟ ଦେଇଛନ୍ତି । ତୃତୀୟ ଶ୍ରେଣୀର ଛାତ୍ରୀ ଦେବସ୍ମିତା ନାୟକ ଏବଂ ଅଷ୍ଟମ ଶ୍ରେଣୀର ଛାତ୍ରୀ ବିଶ୍ୱବିଜିତା ମହାନ୍ତି ନିଜ ନିଜ ପ୍ରତିଭା, ଦକ୍ଷତା, ଆତ୍ମବିଶ୍ୱାସ ଓ ପରିଶ୍ରମ ବଳରେ ଏହି ବକ୍ତୃତା ପ୍ରତିଯୋଗିତାରେ ଅଭୂତପୂର୍ବ ସଫଳତା ହାସଲ କରିଛନ୍ତି । କ୍ଳଷ୍ଟରସ୍ତରରେ ପ୍ରଥମ ସ୍ଥାନ ହାସଲ କରିବା ପରେ ବ୍ଳକ ସ୍ତରରେ ମଧ୍ୟ ଶ୍ରେଷ୍ଠତା ପ୍ରମାଣିତ କରି ପ୍ରଥମ ହୋଇଥିଲେ ।  ଏଥିପାଇଁ ଆଜିର ଜିଲ୍ଲା ସ୍ତରୀୟ ସ୍ବାଧିନତା ଦିବସ ଉତ୍ସବରେ ମୁଖ୍ଯ ଅତିଥି ନୟାଗଡ଼ ଜିଲ୍ଲାପାଳ ମଧୁମିତା ରଥ ଦୁଇ କନ୍ଯା ରତ୍ନକୁ ପୁରଷ୍କୃତ କରିଛନ୍ତି ।

ଦେବସ୍ମିତା ଓ ବିଶ୍ୱବିଜିତାଙ୍କ ଏହି ସଫଳତା ପଛରେ ରହିଛି ନିୟମିତ ଅଭ୍ୟାସ, ଦୃଢ଼ ମନୋବଳ ଓ ନିଜ ପ୍ରତିଭା ଉପରେ ଆତ୍ମବିଶ୍ୱାସ। ଏକାଧିକ ପର୍ଯ୍ୟାୟ ଅତିକ୍ରମ କରି ପ୍ରତ୍ୟେକ ସ୍ତରରେ ପ୍ରଥମ ହେବା ସହଜ ନୁହେଁ । କିନ୍ତୁ ଏହି ଦୁଇ କୁନି ପ୍ରତିଭା ନିଜର ଶ୍ରେଷ୍ଠ ପ୍ରଦର୍ଶନ ଜାରି ରଖି ଏହାକୁ ସମ୍ଭବ କରିପାରିଛନ୍ତି । ସେମାନଙ୍କର ଏହି କୃତିତ୍ୱ କେବଳ ଦୁଇ ଛାତ୍ରୀଙ୍କ ବ୍ୟକ୍ତିଗତ ସଫଳତା ନୁହେଁ;  ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ନିଷ୍ଠା, ଅଭିଭାବକଙ୍କ ସହଯୋଗ ଏବଂ ଛାତ୍ରଛାତ୍ରୀଙ୍କ ସର୍ବାଙ୍ଗୀନ ପ୍ରତିଭା ବିକାଶ ପ୍ରତି ଅନୁଷ୍ଠାନର ପ୍ରତିବଦ୍ଧତାର ଏକ ଉଜ୍ଜ୍ୱଳ ଉଦାହରଣ ବୋଲି ମତ ପ୍ରକାଶ ପାଇଛି । ଶିକ୍ଷା ସହିତ ଛାତ୍ରଛାତ୍ରୀଙ୍କ ଲୁକ୍କାୟିତ ପ୍ରତିଭାର ବିକାଶକୁ ଗୁରୁତ୍ୱ ଦେଇ ଆସୁଥିବା ଦୁଇ ଛାତ୍ରୀଙ୍କ ଜିଲ୍ଲାସ୍ତରୀୟ ସଫଳତା କରିଛି ।  

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କିଙ୍ଗ ପବ୍ଲିକ ଇଂଲିଶ ମିଡିୟମ ସ୍କୁଲ ରେ ୮୦ତମ ସ୍ଵଧାନତା ଦିବସ ପାଳିତ

କିଙ୍ଗ ପବ୍ଲିକ ଇଂଲିଶ ମିଡିୟମ ସ୍କୁଲ ରେ ୮୦ତମ ସ୍ଵଧାନତା ଦିବସ ପାଳିତ

August 16, 2026
ମାଲକାନଗିରିରେ ମହାସମାରୋହରେ ୮୦ ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳିତ

ମାଲକାନଗିରିରେ ମହାସମାରୋହରେ ୮୦ ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳିତ

August 16, 2026
ଉତ୍କଳ ସାମ୍ବାଦିକ ସଂଘ କାର୍ଯ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ଉତ୍କଳ ସାମ୍ବାଦିକ ସଂଘ କାର୍ଯ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

August 16, 2026
୮୦ ତମ ସ୍ବାଧୀନତା ଦିବସ ପାଳନ ହୋଇ ଯାଇଛି

୮୦ ତମ ସ୍ବାଧୀନତା ଦିବସ ପାଳନ ହୋଇ ଯାଇଛି

August 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କିଙ୍ଗ ପବ୍ଲିକ ଇଂଲିଶ ମିଡିୟମ ସ୍କୁଲ ରେ ୮୦ତମ ସ୍ଵଧାନତା ଦିବସ ପାଳିତ

କିଙ୍ଗ ପବ୍ଲିକ ଇଂଲିଶ ମିଡିୟମ ସ୍କୁଲ ରେ ୮୦ତମ ସ୍ଵଧାନତା ଦିବସ ପାଳିତ

August 16, 2026
ମାଲକାନଗିରିରେ ମହାସମାରୋହରେ ୮୦ ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳିତ

ମାଲକାନଗିରିରେ ମହାସମାରୋହରେ ୮୦ ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳିତ

August 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version