• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଫାଓ ଫୁଟବଲ ଲିଗ୍‌ରେ ଓଡ଼ିଶା ପୋଲିସ ଚମ୍ପିଆନ୍ : ସଫଳ ଓଡ଼ିଶା ପୋଲିସ ଟିମ୍‌କୁ ସମ୍ବର୍ଦ୍ଧିତ କଲେ ଡିଜିପି

Proprietor Abhimanyu Maharana by Proprietor Abhimanyu Maharana
August 18, 2026
in ଓଡ଼ିଶା, କଟକ, ମହାନଗର, ହୋମ୍
0
ଫାଓ ଫୁଟବଲ ଲିଗ୍‌ରେ ଓଡ଼ିଶା ପୋଲିସ ଚମ୍ପିଆନ୍ : ସଫଳ ଓଡ଼ିଶା ପୋଲିସ ଟିମ୍‌କୁ ସମ୍ବର୍ଦ୍ଧିତ କଲେ ଡିଜିପି
Share on FacebookShare on TwitterWhatsapp

କଟକ (ଓଡିଶା ତାଜାନ୍ୟୁଜ ) ନି. ପ୍ର :- ଫୁଟବଲ ଆସୋସିଏସନ୍ ଅଫ୍ ଓଡ଼ିଶା (ଫାଓ) ଓ ରାଜ୍ୟ କ୍ରୀଡ଼ା ବିଭାଗ ପକ୍ଷରୁ ଆୟୋଜିତ ଫାଓ ଫୁଟବଲ ଲିଗ୍‌ରେ ଚମ୍ପିଆନ୍ ହୋଇଥିବା ଓଡ଼ିଶା ପୁଲିସ ଫୁଟବଲ ଦଳ ଆଜି ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ବିନୟତୋଷ ମିଶ୍ରଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ଡିଜିପି ଶ୍ରୀ ମିଶ୍ର ଚାମ୍ପିଆନ୍ ଦଳର ଖେଳାଳିଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କ ପ୍ରତିଭା ଏବଂ କ୍ରୀଡ଼ା ଉତ୍କର୍ଷତାର ଭୂୟସୀ ପ୍ରଶଂସା କରିଛନ୍ତି ।

ଡିଜିପି ଶ୍ରୀ ମିଶ୍ର କହିଛନ୍ତି ଯେ, ଓଡ଼ିଶା ପୁଲିସ କ୍ରୀଡ଼ାବିତମାନେ ନିଜର ପ୍ରତିଭା, ଶୃଙ୍ଖଳା ଓ ନିଷ୍ଠା ଦ୍ୱାରା ପୁଲିସ ବାହିନୀର ଗୌରବ ବୃଦ୍ଧି କରୁଛନ୍ତି। ଫାଓ ଫୁଟବଲ ଲିଗ୍‌ରେ ଏହି ସଫଳତା ଅନ୍ୟ କ୍ରୀଡ଼ାବିତମାନଙ୍କୁ ମଧ୍ୟ ଉଚ୍ଚକୋଟିର କ୍ରିଡା ପ୍ରଦର୍ଶନ ପାଇଁ ପ୍ରେରଣା ଯୋଗାଇବ। ଭବିଷ୍ୟତରେ ଓଡ଼ିଶା ପୋଲିସ କ୍ରୀଡ଼ାବିତମାନେ ଆହୁରି ଅନେକ ସଫଳତା ହାସଲ କରି ରାଜ୍ୟ ପୋଲିସ ବାହିନୀ ପାଇଁ ଗୌରବ ଆଣିବେ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି ।

ଉଲ୍ଲେଖଯୋଗ୍ୟ ଯେ, ଅଗଷ୍ଟ ୧୬ ତାରିଖରେ କଟକ ବାରବାଟୀ ଷ୍ଟାଡିୟମ୍‌ଠାରେ ଅନୁଷ୍ଠିତ ଫାଓ ଫୁଟବଲ ଲିଗ୍‌ର ଫାଇନାଲ ମ୍ୟାଚ୍‌ରେ ଓଡ଼ିଶା ପୋଲିସ ୫-୧ ଗୋଲ୍‌ରେ ୟଙ୍ଗ ଉତ୍କଳ କ୍ଲବକୁ ପରାସ୍ତ କରି ଚମ୍ପିଆନ୍ ହୋଇଥିଲା । ଫାଇନାଲ ମ୍ୟାଚ୍‌ରେ ଓଡ଼ିଶା ପୁଲିସ ପକ୍ଷରୁ ପୁରୁଷୋତ୍ତମ କେରକେଟା ଦୁଇଟି ଗୋଲ୍ ସ୍କୋର କରିଥିବା ବେଳେ ଲଖାଇ ମୁର୍ମୁ, ରାଇସେନ ଟୁଡ଼ୁ ଓ ବିଜୟ ବେହେରା ଗୋଟିଏ ଲେଖାଏଁ ଗୋଲ୍ ଦେଇଥିଲେ ।

ଦଳର ଏହି ଚମତ୍କାର ପ୍ରଦର୍ଶନ ଓଡ଼ିଶା ପୁଲିସର କ୍ରୀଡ଼ା ଦକ୍ଷତା ଓ ଟିମ୍ ସ୍ପିରିଟ୍‌ର ଉତ୍କୃଷ୍ଟ ନିଦର୍ଶନ। ଚମ୍ପିଆନ୍ ହେବା ସହ ଓଡ଼ିଶା ପୋଲିସ ଦଳ ଟ୍ରଫି ସହ ୧ ଲକ୍ଷ ଟଙ୍କାର ପୁରସ୍କାର ହାସଲ କରିଛି। ଆଜିର ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ଶ୍ରୀ ସଞ୍ଜୟ କୁମାର , ଆଇଜିପି (କାର୍ମିକ) ଶ୍ରୀ ପ୍ରବୀଣ କୁମାର ଓ କ୍ରୀଡା ଅଧିକାରୀ ଶ୍ରୀ ନୀଳମାଧବ ସ୍ୱାଇଁ ଉପସ୍ଥିତ ରହି ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଫାଓ ଫୁଟବଲ ଲିଗ୍‌ରେ ଓଡ଼ିଶା ପୋଲିସ ଚମ୍ପିଆନ୍ : ସଫଳ ଓଡ଼ିଶା ପୋଲିସ ଟିମ୍‌କୁ ସମ୍ବର୍ଦ୍ଧିତ କଲେ ଡିଜିପି

ଫାଓ ଫୁଟବଲ ଲିଗ୍‌ରେ ଓଡ଼ିଶା ପୋଲିସ ଚମ୍ପିଆନ୍ : ସଫଳ ଓଡ଼ିଶା ପୋଲିସ ଟିମ୍‌କୁ ସମ୍ବର୍ଦ୍ଧିତ କଲେ ଡିଜିପି

August 18, 2026
ଜିଲ୍ଲାସ୍ତରୀୟ ୩ୟ ଡାକ ମେଳା ଉଦଘାଟିତ

ଜିଲ୍ଲାସ୍ତରୀୟ ୩ୟ ଡାକ ମେଳା ଉଦଘାଟିତ

August 18, 2026
S. I. R-2026 ସମ୍ପର୍କିତ ଦାବି ଓ ଆପତ୍ତି ପ୍ରକ୍ରିୟାର ସମୀକ୍ଷା ବୈଠକ

S. I. R-2026 ସମ୍ପର୍କିତ ଦାବି ଓ ଆପତ୍ତି ପ୍ରକ୍ରିୟାର ସମୀକ୍ଷା ବୈଠକ

August 18, 2026
ରଣପୁର ରେ ଖଣି ମାଫିଆଙ୍କ ଦୌରାତ୍ମ୍ୟ ରାଜରାଜୁଡା ଶାସନ ଠାରୁ ବଳେଇଗଲା

ରଣପୁର ରେ ଖଣି ମାଫିଆଙ୍କ ଦୌରାତ୍ମ୍ୟ ରାଜରାଜୁଡା ଶାସନ ଠାରୁ ବଳେଇଗଲା

August 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଫାଓ ଫୁଟବଲ ଲିଗ୍‌ରେ ଓଡ଼ିଶା ପୋଲିସ ଚମ୍ପିଆନ୍ : ସଫଳ ଓଡ଼ିଶା ପୋଲିସ ଟିମ୍‌କୁ ସମ୍ବର୍ଦ୍ଧିତ କଲେ ଡିଜିପି

ଫାଓ ଫୁଟବଲ ଲିଗ୍‌ରେ ଓଡ଼ିଶା ପୋଲିସ ଚମ୍ପିଆନ୍ : ସଫଳ ଓଡ଼ିଶା ପୋଲିସ ଟିମ୍‌କୁ ସମ୍ବର୍ଦ୍ଧିତ କଲେ ଡିଜିପି

August 18, 2026
ଜିଲ୍ଲାସ୍ତରୀୟ ୩ୟ ଡାକ ମେଳା ଉଦଘାଟିତ

ଜିଲ୍ଲାସ୍ତରୀୟ ୩ୟ ଡାକ ମେଳା ଉଦଘାଟିତ

August 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version