• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନିଶାମୁକ୍ତ ସମାଜ ଗଠନ ପାଇଁ ଆଜି ରାଜ୍ୟର ସାମୁହିକ ଶପଥ ପାଠ

Proprietor Abhimanyu Maharana by Proprietor Abhimanyu Maharana
August 19, 2026
in ଓଡ଼ିଶା, କଟକ, ମହାନଗର, ହୋମ୍
0
ନିଶାମୁକ୍ତ ସମାଜ ଗଠନ ପାଇଁ ଆଜି ରାଜ୍ୟର ସାମୁହିକ ଶପଥ ପାଠ
Share on FacebookShare on TwitterWhatsapp

କଟକ (ଓଡିଶା ତାଜାନ୍ୟୁଜ ) ନି. ପ୍ର :- ନିଶାମୁକ୍ତ ଭାରତ ଅଭିଯାନ ଅଧୀନରେ ନିଶାମୁକ୍ତ ସମାଜ ଗଠନ ଏବଂ ନିଶାଦ୍ରବ୍ୟର କୁପ୍ରଭାବ ସମ୍ପର୍କରେ ଜନସଚେତନତା ସୃଷ୍ଟି ଲକ୍ଷ୍ୟରେ ଆଜି ରାଜ୍ୟ ପୋଲିସ ମୁଖ୍ୟାଳୟ, କଟକ ସମେତ ରାଜ୍ୟର ୩୫ଟି ପୋଲିସ ଜିଲ୍ଲାର ସମସ୍ତ ଥାନା ଓ ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ସାମୂହିକ ନିଶାମୁକ୍ତି ଶପଥ ପାଠ ଅନୁଷ୍ଠିତ ହୋଇଯାଇଛି ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ଆୟୋଜିତ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ପୋଲିସ ବିଭାଗର ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ସାମିଲ ହୋଇ ନିଶାଦ୍ରବ୍ୟର କୁପ୍ରଭାବରୁ ନିଜକୁ,

ପରିବାରକୁ ଓ ସମାଜକୁ ସୁରକ୍ଷିତ ରଖିବା ପାଇଁ ଦୃଢ଼ ସଙ୍କଳ୍ପ ନେଇଥିଲେ ।  ନିଜେ ନିଶାଦ୍ରବ୍ୟ ସେବନରୁ ସମ୍ପୂର୍ଣ୍ଣ ଦୂରେଇ ରହିବା ସହ ବନ୍ଧୁବର୍ଗ, ପରିବାର ସଦସ୍ୟ ଓ ସମାଜର ଅନ୍ୟମାନଙ୍କୁ ନିଶାର କୁପ୍ରଭାବ ସମ୍ପର୍କରେ ସଚେତନ କରିବା ଏବଂ ଓଡ଼ିଶାକୁ ନିଶାମୁକ୍ତ କରିବା ଦିଗରେ ସକ୍ରିୟ ଭୂମିକା ନେବା ପାଇଁ ସମସ୍ତେ ଶପଥ ଗ୍ରହଣ କରିଥିଲେ । ନିଶାମୁକ୍ତ ସମାଜ ଗଠନରେ ଯୁବଶକ୍ତିର ଭୂମିକାକୁ ସର୍ବାଧିକ ଗୁରୁତ୍ୱ ଦେଇ ଏହି ଅଭିଯାନ ମାଧ୍ୟମରେ ସାରା ରାଜ୍ୟରେ ନିଶା ନିବାରଣର ବାର୍ତ୍ତା ପହଞ୍ଚାଇବା ଉପରେ ଗୁରୁତ୍ୱାରୋପ କରାଯାଉଛି ।

ଏଥିସହ ପୋଲିସ ପ୍ରଶାସନ ପକ୍ଷରୁ ଏକ ସୁସ୍ଥ, ସୁରକ୍ଷିତ ଓ ନିଶାମୁକ୍ତ ଓଡ଼ିଶା ଗଠନ ପାଇଁ ଦୃଢ଼ ପ୍ରତିବଦ୍ଧତା ପ୍ରକାଶ କରାଯାଇଛି । ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ଅନୁଷ୍ଠିତ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ବିନୟତୋଷ ମିଶ୍ର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୁନିକୀକରଣ) ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଶ୍ରୀ ପ୍ରତୀକ ମହାନ୍ତି,

ଆଇଜିପି (କାର୍ମିକ) ଶ୍ରୀ ପ୍ରବୀଣ କୁମାର, ଆଇଜିପି (କେନ୍ଦ୍ରାଞ୍ଚଳ) ଶ୍ରୀ ସତ୍ୟଜିତ ନାୟକ, ଡିଆଇଜିପି (ପ୍ରୋଭିଜନିଂ) ଶ୍ରୀ ଚରଣ ସିଂ ମିନା, ଡିଆଇଜିପି (କାର୍ମିକ) ଶ୍ରୀ ଯୁଗଳ କିଶୋର ବୋନଥଙ୍କ ସମେତ ପୋଲିସ ମୁଖ୍ୟାଳୟର ଅନ୍ୟ ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ସାମୂହିକ ଭାବେ ନିଶାମୁକ୍ତି ଶପଥ ଗ୍ରହଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରାଥମିକ ଶିକ୍ଷକ ସଂଘର କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ

ପ୍ରାଥମିକ ଶିକ୍ଷକ ସଂଘର କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ

August 19, 2026
ନିଶାମୁକ୍ତ ସମାଜ ଗଠନ ପାଇଁ ଆଜି ରାଜ୍ୟର ସାମୁହିକ ଶପଥ ପାଠ

ନିଶାମୁକ୍ତ ସମାଜ ଗଠନ ପାଇଁ ଆଜି ରାଜ୍ୟର ସାମୁହିକ ଶପଥ ପାଠ

August 19, 2026
ଜିଲ୍ଲା ପ୍ରଶାସନ ଙ୍କ ସମେତ ବହୁ ବିଧାୟକ ଙ୍କ ଖଣ୍ଡପଡ଼ା ସୁନାମୁହିଁ ଡ୍ୟାମ ପରିଦର୍ଶନ

ଜିଲ୍ଲା ପ୍ରଶାସନ ଙ୍କ ସମେତ ବହୁ ବିଧାୟକ ଙ୍କ ଖଣ୍ଡପଡ଼ା ସୁନାମୁହିଁ ଡ୍ୟାମ ପରିଦର୍ଶନ

August 19, 2026
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ

Rashtriya Prabasi Odia Paribar hosts Health Camp

August 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରାଥମିକ ଶିକ୍ଷକ ସଂଘର କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ

ପ୍ରାଥମିକ ଶିକ୍ଷକ ସଂଘର କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ

August 19, 2026
ନିଶାମୁକ୍ତ ସମାଜ ଗଠନ ପାଇଁ ଆଜି ରାଜ୍ୟର ସାମୁହିକ ଶପଥ ପାଠ

ନିଶାମୁକ୍ତ ସମାଜ ଗଠନ ପାଇଁ ଆଜି ରାଜ୍ୟର ସାମୁହିକ ଶପଥ ପାଠ

August 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version