ପାରଳାଖେମୁଣ୍ଡି (ଓଡିଶା ତାଜାନ୍ୟୁଜ ) ନି. ପ୍ର :- ବିନୋଦିନୀ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ 17ବର୍ଷରୁ ଊର୍ଦ୍ଧ୍ୱ ଛାତ୍ର ଛାତ୍ରୀଙ୍କୁ ନେଇଁ ନିର୍ବାଚନୀ ସାକ୍ଷରତା କ୍ଲବ,SIR -2026, ଯୁବ ରେଡକ୍ରସ୍ ର ମିଳିତ ଆନକୂଲ୍ୟରେ ଏକ ନିର୍ବାଚନୀ ସାକ୍ଷରତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଉକ୍ତ କାର୍ଯ୍ୟ କ୍ରମରେ ଗଜପତି ଜିଲ୍ଲା ର ଡେପୁଟି କଲେକ୍ଟର ଶ୍ରୀମତୀ ସୁଚିସ୍ମିତା ମାଝି ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଯୁବପିଢୀଙ୍କୁ ନିର୍ବାଚନୀ ସାକ୍ଷରତା କ୍ଲବର କାର୍ଯ୍ୟ ଓ















