ନୂଆଗାଁ (ଓଡିଶା ତାଜାନ୍ୟୁଜ ) ନି. ପ୍ର :- ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ମହୀପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଯକ୍ଷ୍ମା ରୋଗୀଙ୍କୁ ପୋଷଣ ବଣ୍ଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।କାର୍ଯ୍ୟକ୍ରମରେ ଜିଲ୍ଲା ଯକ୍ଷ୍ମା ଅଧିକାରୀ ଡ଼. ଶରତ କୁମାର ଦାସ,ମହୀପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ଼. ଦେବୀ ପ୍ରସାଦ ପ୍ରଧାନ, ବରିଷ୍ଠ ଚିକିତ୍ସା ତଦାରଖ ଅଧିକାରୀ ଡ଼. ବିଶ୍ୱରଞ୍ଜନ ଦଳେଇ ଙ୍କ ସମେତ ବିପିଏମ ଏବଂ ଅନ୍ୟାନ୍ୟ ସ୍ୱାସ୍ଥ୍ୟ କର୍ମୀ ଉପସ୍ଥିତ ଥିଲେ ।















