• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅସଦାଚରଣ କରି ଲହୁଲୁହାଣ କରିବା ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ଅଭିଯୁକ୍ତ

Proprietor Abhimanyu Maharana by Proprietor Abhimanyu Maharana
August 24, 2026
in ଓଡ଼ିଶା, ଗଜପତି, ହୋମ୍
0
ଅସଦାଚରଣ କରି ଲହୁଲୁହାଣ କରିବା ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ଅଭିଯୁକ୍ତ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି (ଓଡିଶା ତାଜାନ୍ୟୁଜ ) ନି. ପ୍ର :- ଦିନକୁ ଦିନ ସମାଜରେ ମହିଳାଙ୍କ ପ୍ରତି ବିଭିନ୍ନ ପ୍ରକାରର ଅତ୍ୟାଚାର ଦେଖିବାକୁ ମିଳୁଛି। ସେହି ମଧ୍ୟରେ ଆଜି ଏକ ଆଶ୍ୱସ୍ତିକର ଖବର ଗଜପତି ଜିଲ୍ଲା ନ୍ୟାୟାଳୟରୁ ଆସିଛି; ଯେଉଁଥିରେ ମାନ୍ୟବର ଗଜପତି ଜିଲ୍ଲା ଓ ଦୌରା ଜଜ ଜଗଦୀଶ ପ୍ରସାଦ ମହାନ୍ତି ଭାରତୀୟ ନ୍ୟାୟ ସଂହିତାର ଧାରା ୧୧୫(୨)(ସ୍ବେଚ୍ଛାକୃତ ଭାବରେ ଆଘାତ କରିବା) ତଥା ଧାରା ୩୩୨(ଗ) ଅପରାଧରେ କାଶୀନଗର ଥାନା ଅନ୍ତର୍ଗତ କିଡିଗାଁର ପଣସ ଧର୍ମା ରାଓ (୩୭ବର୍ଷ)ଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ।

ସରକାରଙ୍କ ପକ୍ଷରୁ ଭାରପ୍ରାପ୍ତ କ୍ୟାଡ଼ର ପବ୍ଲିକ ପ୍ରସିକ୍ୟୁଟର ରାଜେଶ କୁମାର ମିଶ୍ର ଏହି ମାମଲା ପରିଚାଳନା କରୁଥିବା ବେଳେ ଅତିରିକ୍ତ ପବ୍ଲିକ ପ୍ରସିକ୍ୟୁଟର ମଣ୍ଡଳା ଲୋକନାଦମ ଏହି ମାମଲାରେ ଯଥାର୍ଥ ସହାୟତା ପ୍ରଦାନ କରିଥିଲେ। ସୂଚନାଯୋଗ୍ୟ ଏହି କି ଯେ କାଶୀନଗର ଥାନା ଅନ୍ତର୍ଗତ କିଡିଗାଁ ଗ୍ରାମର ଏତଲାକାରିଣୀ ହାଡ଼ପା କୁମାରୀ (୩୫ବର୍ଷ) ତା ୦୫-୦୮-୨୦୨୪ରିଖ ଦିନ ସନ୍ଧ୍ୟା ୪ଟା୩୦ମିନିଟ ସମୟରେ ଘରେ ଏକା ଥିବା ସମୟରେ ଅଭିଯୁକ୍ତଜଣଙ୍କ ତାଙ୍କ ଘର ଭିତରକୁ ପଶି ତାଙ୍କ ହାତ ଜବରଦସ୍ତି ଟାଣି ଉଲ୍ଲଗ୍ନ କରିବାକୁ ଉଦ୍ୟତ ହେଉଥିବା ସମୟରେ

ଏତଲାକାରିଣୀ ତା’ର ବିରୋଧ କରିବାରୁ ଅଭିଯୁକ୍ତଜଣକ ତାଙ୍କ ହାତକୁ ମାରି ରକ୍ତାକ୍ତ କରିବା ସହ ଜୀବନରେ ମାରିଦେବାକୁ ତାଙ୍କ ବେକ ଚିପି ଦେଇଥିଲେ। ପରେ ନିଜକୁ ବଞ୍ଚାଇବା ନିମନ୍ତେ ଏତଲାକାରିଣୀ ପାଟି କରିବାରୁ ତାଙ୍କ ଶାଶୁ ସେଠାକୁ ଦୌଡ଼ି ଆସିଥିଲେ। କିନ୍ତୁ ଅଭିଯୁକ୍ତଜଣଙ୍କ ତାଙ୍କୁ ମଧ୍ୟ ଅଭଦ୍ର ଭାଷାରେ ଗାଳିଗୁଲଜ କରିବା ସହ ମାରପିଟ କରିଥିଲା। ପରେ ଅଭିଯୁକ୍ତ ଏତଲାକାରିଣୀଙ୍କୁ ଜୀବନରେ ମାରିବାକୁ ଧମକ ଦେଇ ସେ ସ୍ଥାନ ଛାଡି ଚାଲିଯାଇଥିଲେ ।

ଶେଷରେ ନିଜ ଜୀବନ ପ୍ରତି ବିପଦର ଆଶଙ୍କା କରି ବାଧ୍ୟ ହୋଇ ଏହି ଘଟଣାକୁ ନେଇ ଏତଲାକାରିଣୀ ସେହିଦିନ ହିଁ କାଶୀନଗର ଥାନାରେ ମାମଲା ନମ୍ବର ୧୧୪/୨୦୨୪ରେ ଏକ ମାମଲା ରୁଜୁ କରିଥିଲେ ଏବଂ ତତ୍କାଳୀନ ଏ.ଏସ.ଆଇ. ମନୋଜ କୁମାର ପାଢ଼ୀ ଏହି ମାମଲାର ତଦନ୍ତକାରୀ ଅଧିକାରୀ ରହିଥିଲେ । ଶେଷରେ ଏତଲାକାରିଣୀଙ୍କ ପକ୍ଷରୁ ୮ଜଣ ସାକ୍ଷୀଙ୍କ ବଳିଷ୍ଠ ବୟାନ ତଥା ୬ଟି ଦସ୍ତାବିଜକୁ ଭିତ୍ତି କରି ମାନ୍ୟବର ନ୍ୟାୟାଧୀଶ ଉକ୍ତ ଘଟଣାରେ ଭାରତୀୟ ନ୍ୟାୟ ସଂହିତାର ଧାରା ୧୧୫(୨) (ସ୍ବେଚ୍ଛାକୃତ ଭାବରେ ଆଘାତ କରିବା) ତଥା ଧାରା ୩୩୨(ଗ) ଅପରାଧରେ ଉକ୍ତ ଅଭିଯୁକ୍ତଙ୍କୁ ଦଣ୍ଡିତ କରିବା ସହ ପ୍ରବେସନ ଅଫ ଅଫଣ୍ଡର୍ସ ଆକ୍ଟର ଧାରା ୩ ଅନୁଯାୟୀ

ଭର୍ତ୍ସନା କରି ଭବିଷ୍ୟତରେ ଏଭଳି କାର୍ଯ୍ୟରୁ ନିବୃତ୍ତ ରହିବାକୁ ଚେତାବନୀ ଦେଇଛନ୍ତି । ସୂଚନାଯୋଗ୍ୟ, ପୂର୍ବରୁ ଏହି ଅଭିଯୁକ୍ତ ଥରକୁ ଥର ଏତଲାକାରିଣୀଙ୍କ ଗତିବିଧିକୁ ଲକ୍ଷ୍ୟ କରି ତାଙ୍କ ପଛରେ ପଡି ତାଙ୍କ ଇଚ୍ଛା ବିରୁଦ୍ଧରେ ଖରାପ ଇଙ୍ଗିତ କରୁଥିଲେ ତଥା ଏତଲାକାରିଣୀ ପ୍ରତିବାଦ କଲେ ତାଙ୍କୁ ମାରିବାକୁ ଗୋଡାଉଥିଲେ । ଏହିଭଳି ଥରକୁ ଥର ଘଟଣା ଘଟିଥିବାରୁ ବର୍ତ୍ତମାନ ଘଟଣାର ଗମ୍ଭୀରତାକୁ ନଜରରେ ରଖି ଅଭିଯୁକ୍ତଙ୍କୁ ଭବିଷ୍ୟତରେ ମହିଳାଙ୍କ ବିରୁଦ୍ଧରେ ଏଭଳି ଧର୍ତ୍ତବ୍ୟ ଅପରାଧ ନ କରି ସମାଜରେ ଉତ୍ତମ ନାଗରିକ ହୋଇ ରହିବାକୁ କଠୋର ନିର୍ଦ୍ଦେଶ ଦିଆଯାଇଛି । ସେହିପରି ନିକଟରେ ପାରଳାଖେମୁଣ୍ଡି-କାଶୀନଗର ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଏ.ଏସ.ଆଇ. ମନୋଜ କୁମାର ପାଢୀ ଏହି ମାମଲାର ତଦନ୍ତକାରୀ ଅଧିକାରୀ ରହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅସଦାଚରଣ କରି ଲହୁଲୁହାଣ କରିବା ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ଅଭିଯୁକ୍ତ

ଅସଦାଚରଣ କରି ଲହୁଲୁହାଣ କରିବା ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ଅଭିଯୁକ୍ତ

August 24, 2026
ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ ଜୁଆ ଆଡ୍ଡା ଉପରେ ଚଢ଼ାଉ

ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ ଜୁଆ ଆଡ୍ଡା ଉପରେ ଚଢ଼ାଉ

August 24, 2026
ଗଜପତି ଜିଲ୍ଲା ଅଡବା ପୋଲିସ ଦ୍ୱାରା ଅବୈଧ ଗୁଟଖା ନେଇ ଯାଉଥିବା କାମଧେନୁ ଘୋରେଇ ବାସରୁ ୭ କାର୍ଟୁନ୍ ଗୁଟଖା ବକ୍ସ ଜବତ

ଗଜପତି ଜିଲ୍ଲା ଅଡବା ପୋଲିସ ଦ୍ୱାରା ଅବୈଧ ଗୁଟଖା ନେଇ ଯାଉଥିବା କାମଧେନୁ ଘୋରେଇ ବାସରୁ ୭ କାର୍ଟୁନ୍ ଗୁଟଖା ବକ୍ସ ଜବତ

August 24, 2026
ଖଣି ଓ ଖଣିଜ ପଦାର୍ଥ ବିକାଶ ଓ ନିୟମାବଳି ସଂଶୋଧନ ଆଇନ – 2026 ତୁରନ୍ତ ପ୍ରତ୍ୟାହାର ଦାବୀରେ ରଣପୁରରେ କଂଗ୍ରେସ, ସିପିଆଇ (ଏମ) ଓ ସମାଜବାଦୀ ପାର୍ଟି ତରଫରୁ ପ୍ରତିବାଦ

ଖଣି ଓ ଖଣିଜ ପଦାର୍ଥ ବିକାଶ ଓ ନିୟମାବଳି ସଂଶୋଧନ ଆଇନ – 2026 ତୁରନ୍ତ ପ୍ରତ୍ୟାହାର ଦାବୀରେ ରଣପୁରରେ କଂଗ୍ରେସ, ସିପିଆଇ (ଏମ) ଓ ସମାଜବାଦୀ ପାର୍ଟି ତରଫରୁ ପ୍ରତିବାଦ

August 24, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅସଦାଚରଣ କରି ଲହୁଲୁହାଣ କରିବା ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ଅଭିଯୁକ୍ତ

ଅସଦାଚରଣ କରି ଲହୁଲୁହାଣ କରିବା ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ଅଭିଯୁକ୍ତ

August 24, 2026
ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ ଜୁଆ ଆଡ୍ଡା ଉପରେ ଚଢ଼ାଉ

ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ ଜୁଆ ଆଡ୍ଡା ଉପରେ ଚଢ଼ାଉ

August 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version