ପୁରୀ (ଓଡିଶା ତାଜାନ୍ୟୁଜ ) ନି. ପ୍ର :- ଶ୍ରାବଣ ମାସର ପୂର୍ଣ୍ଣିମାରେ ପବିତ୍ର ରକ୍ଷା ବନ୍ଧନ । ମହାପ୍ରଭୁଙ୍କ ମାନବୀୟଲୀଳା ମଧ୍ଯରେ ରକ୍ଷା ବନ୍ଧନ ଅନ୍ଯନ ପର୍ବ ।ଶ୍ରୀମନ୍ଦିର ରୀତିନୀତି ଅନୁଯାଇ ବଡଠାକୁର ଶ୍ରୀବଳଭଦ୍ର ଓ ମହାପ୍ରଭୁ ଶ୍ରୀଜଗନ୍ନାଥ ଭଉଣୀ ଦେବୀ ସୁଭଦ୍ରାଙ୍କ ଠାରୁ ରାଖୀ ପିନ୍ଧିବେ । ଏଥିପାଇଁ ଦୋଳମଣ୍ଡପ ସାହି ସ୍ଥିତ ନିଜ ବାସଭବନରେ ପାଟରା ବିଷୋୟୀ ସେବକ ମାନେ ରାଖୀ ପ୍ରସ୍ତୁତି ଆରମ୍ଭ କରିଛନ୍ତି ।















