• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

‘ଦାଦା’ ସଂଗଠନ ତରଫରୁ ପଦ୍ମଶ୍ରୀ ରାଧାମୋହନ ଗଡ଼ନାୟକଙ୍କ ୧୧୫ ତମ ଜୟନ୍ତୀ ପାଳନ

Proprietor Abhimanyu Maharana by Proprietor Abhimanyu Maharana
August 26, 2026
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
‘ଦାଦା’ ସଂଗଠନ ତରଫରୁ ପଦ୍ମଶ୍ରୀ ରାଧାମୋହନ ଗଡ଼ନାୟକଙ୍କ ୧୧୫ ତମ ଜୟନ୍ତୀ ପାଳନ
Share on FacebookShare on TwitterWhatsapp

ଭୁବନେଶ୍ବର (ଓଡିଶା ତାଜାନ୍ୟୁଜ ) ନି. ପ୍ର :- ଢେଙ୍କାନାଳ-ଅନୁଗୋଳ ଡେଭଲପମେଣ୍ଟ ଆସୋସିଏସନ୍ (ଦାଦା) ତରଫରୁ କବିବର ପଦ୍ମଶ୍ରୀ ରାଧାମୋହନ ଗଡ଼ନାୟକଙ୍କ ୧୧୫ ତମ ଜୟନ୍ତୀ ମହା ସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ଭୁବନେଶ୍ବର ସ୍ଥିତ ସ୍ପର୍ଶ ହସ୍ପିଟାଲ୍ ସମ୍ମିଳନୀ କକ୍ଷରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଦାଦା ସଙ୍ଗଠନର ସଭାପତି ଡକ୍ଟର କୃଷ୍ଣଚନ୍ଦ୍ର ଆଇଚ୍ ଅଧ୍ୟକ୍ଷତା କରିଥିଲେ । ସଙ୍ଗଠନର ପରାମର୍ଶଦାତା ତଥା ପୂର୍ବତନ ପ୍ରଶାସନିକ ଅଧିକାରୀ ସନାତନ ମଲ୍ଲିକ୍ ଯୋଗଦାନ କରି ଶ୍ରୀ ଗଡ଼ନାୟକଙ୍କ ସମ୍ବଦ୍ଧରେ ଏବଂ ତାଙ୍କ ରଚିତ ବିଭିନ୍ନ କବିତା ଏବଂ ପୁସ୍ତକ ସମ୍ପର୍କରେ ପ୍ରାଞ୍ଜଳ ଭାବେ ବର୍ଣ୍ଣନା କରିଥିଲେ ।

ଏହାକୁ ସଙ୍ଗଠନର ସାଧାରଣ ସମ୍ପାଦକ କିଶୋର କୁମାର ମିଶ୍ର, ଉପ ସଭାପତି (ଢେଙ୍କାନାଳ ଜିଲ୍ଲା), ଧନେଶ୍ବର ସାହୁ ଏବଂ କୋଷାଧ୍ୟକ୍ଷ ସର୍ବେଶ୍ବର ବରାଳ ପରିଚାଳନା କରିଥିଲେ । ଏଥିରେ ସଙ୍ଗଠନ ର ସମସ୍ତ କର୍ମକର୍ତ୍ତା ଯୋଗଦାନ କରି ଏହାକୁ ସାଫଲ୍ୟ ମଣ୍ଡିତ କରିଥିଲେ । ରାଧାମୋହନ ଗଡ଼ନାୟକଙ୍କ ଜନ୍ମ ୨୫ ଅଗଷ୍ଟ ୧୯୧୧ ମସିହାରେ ଅବିଭକ୍ତ ଅନୁଗୋଳ ଜିଲ୍ଲାର କଲଣ୍ଡା ଗାଁରେ ହୋଇଥିଲା । ଓଡ଼ିଆ ସାହିତ୍ୟର ଜଣେ ବିଶିଷ୍ଟ କବି, ଅନୁବାଦକ ଏବଂ ସ୍ବାଧୀନତା ସଂଗ୍ରାମୀ ଭାବେ ଖ୍ୟାତ ଥିଲେ ରାଧାମୋହନ । ସେ ମୁଖ୍ୟତଃ ତାଙ୍କର ଗାଥାକବିତା ଏବଂ ମଧୁର ଛନ୍ଦୋବଦ୍ଧ ରଚନା ପାଇଁ ଓଡ଼ିଆ ସାହିତ୍ୟ ଜଗତରେ ‘ଗାଥା କବି’ ଭାବରେ ପ୍ରସିଦ୍ଧି ଲାଭ କରିଛନ୍ତି ।

୨୧ ଫେବୃଆରୀ ୨୦୦୦ ମସିହାରେ ୮୮ ବର୍ଷ ବୟସରେ ସବୁଜ ସାହିତ୍ୟ ଓ ରୋମାଣ୍ଟିକ ଚେତନାର କବି ରାଧାମୋହନ ଗଡନାୟକଙ୍କ ନିଧନ ଘଟିଥିଲା । ରାଧାମୋହନଙ୍କ ୧୧୫ ତମ ଜୟନ୍ତୀ ପାଳନ ଅବସରରେ ‘ଦାଦା’ ସଙ୍ଗଠନ ତରଫରୁ ଢେଙ୍କାନାଳ ଏବଂ ଅନୁଗୋଳ ଜିଲ୍ଲା ର ସମସ୍ତ ପୂର୍ବ ସୁରୀ ଏବଂ ବରପୁତ୍ରମାନଙ୍କ ସ୍ମୃତି ପାଳନ ଦିଗରେ ଆଗାମୀ କାର୍ଯ୍ୟପନ୍ଥା ସ୍ଥିର କରାଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ସ୍ପର୍ଶ ହସ୍ପିଟାଲ୍ ର ମ୍ୟାନେଜିଂ ଡାଇରେକ୍ଟର ଏବଂ ସଙ୍ଗଠନର ଉପ ସଭାପତି ଡକ୍ଟର ପ୍ରିୟବ୍ରତ ଧୀର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
‘ଦାଦା’ ସଂଗଠନ ତରଫରୁ ପଦ୍ମଶ୍ରୀ ରାଧାମୋହନ ଗଡ଼ନାୟକଙ୍କ ୧୧୫ ତମ ଜୟନ୍ତୀ ପାଳନ

‘ଦାଦା’ ସଂଗଠନ ତରଫରୁ ପଦ୍ମଶ୍ରୀ ରାଧାମୋହନ ଗଡ଼ନାୟକଙ୍କ ୧୧୫ ତମ ଜୟନ୍ତୀ ପାଳନ

August 26, 2026
ବସନ୍ତ ମଞ୍ଜରୀ ସାଧାରଣ ଚିକିତ୍ସାଳୟ ରେ ରକ୍ତ ପରୀକ୍ଷା ରୋଗୀଙ୍କୁ ହୀନସ୍ତା ହେବାକୁ ପଡୁଛି

ବସନ୍ତ ମଞ୍ଜରୀ ସାଧାରଣ ଚିକିତ୍ସାଳୟ ରେ ରକ୍ତ ପରୀକ୍ଷା ରୋଗୀଙ୍କୁ ହୀନସ୍ତା ହେବାକୁ ପଡୁଛି

August 26, 2026
“ବିକଶିତ କନ୍ଧମାଳ-ଦାଦନମୁକ୍ତ କନ୍ଧମାଳ” ପାଇଁ ଦାଦନ ଶ୍ରମିକଙ୍କ ତଥ୍ୟ ସଂଗ୍ରହ ଆପ୍ ଉନ୍ମୋଚନ

ଯୁବ ରେଡକ୍ରସ୍ ପକ୍ଷରୁ ଜିଲ୍ଲା ସ୍ତରୀୟ ଅନ୍ଧବିଶ୍ୱାସ, କୁ-ସଂସ୍କାର ଦୂରିକରଣ କୁ ନେଇ ସଚେତନତା ଶିବିର

August 26, 2026
“ବିକଶିତ କନ୍ଧମାଳ-ଦାଦନମୁକ୍ତ କନ୍ଧମାଳ” ପାଇଁ ଦାଦନ ଶ୍ରମିକଙ୍କ ତଥ୍ୟ ସଂଗ୍ରହ ଆପ୍ ଉନ୍ମୋଚନ

“ବିକଶିତ କନ୍ଧମାଳ-ଦାଦନମୁକ୍ତ କନ୍ଧମାଳ” ପାଇଁ ଦାଦନ ଶ୍ରମିକଙ୍କ ତଥ୍ୟ ସଂଗ୍ରହ ଆପ୍ ଉନ୍ମୋଚନ

August 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

‘ଦାଦା’ ସଂଗଠନ ତରଫରୁ ପଦ୍ମଶ୍ରୀ ରାଧାମୋହନ ଗଡ଼ନାୟକଙ୍କ ୧୧୫ ତମ ଜୟନ୍ତୀ ପାଳନ

‘ଦାଦା’ ସଂଗଠନ ତରଫରୁ ପଦ୍ମଶ୍ରୀ ରାଧାମୋହନ ଗଡ଼ନାୟକଙ୍କ ୧୧୫ ତମ ଜୟନ୍ତୀ ପାଳନ

August 26, 2026
ବସନ୍ତ ମଞ୍ଜରୀ ସାଧାରଣ ଚିକିତ୍ସାଳୟ ରେ ରକ୍ତ ପରୀକ୍ଷା ରୋଗୀଙ୍କୁ ହୀନସ୍ତା ହେବାକୁ ପଡୁଛି

ବସନ୍ତ ମଞ୍ଜରୀ ସାଧାରଣ ଚିକିତ୍ସାଳୟ ରେ ରକ୍ତ ପରୀକ୍ଷା ରୋଗୀଙ୍କୁ ହୀନସ୍ତା ହେବାକୁ ପଡୁଛି

August 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version