• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ରାହୁଲ ଗାନ୍ଧୀଙ୍କୁ ଉତରପ୍ରଦେଶ ପୋଲିସ୍‌ର ବର୍ବୋରୋଚିତ ଆକ୍ରମଣ ପ୍ରତିବାଦରେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ କମିଟିର ବିକ୍ଷୋଭ – ଭୁବନେଶ୍ୱର

Proprietor Abhimanyu Maharana by Proprietor Abhimanyu Maharana
October 2, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ରାହୁଲ ଗାନ୍ଧୀଙ୍କୁ ଉତରପ୍ରଦେଶ ପୋଲିସ୍‌ର ବର୍ବୋରୋଚିତ ଆକ୍ରମଣ ପ୍ରତିବାଦରେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ କମିଟିର ବିକ୍ଷୋଭ – ଭୁବନେଶ୍ୱର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨ ଅକ୍ଟୋବର ଶୁକ୍ରବାର ) ଭୁବନେଶ୍ୱର :- ରାହୁଲ ଗାନ୍ଧୀଙ୍କୁ ଉତରପ୍ରଦେଶ ପୋଲିସ୍‌ର ବର୍ବର ଆକ୍ରମଣ ପ୍ରତିବାଦରେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ପ୍ରାକ୍ତନ ସଭାପତି ଶ୍ରୀ ମାନସ ଚୌଧୁରୀଙ୍କ ନେତୃତ୍ୱରେ ଆଜି ମାଷ୍ଟରକ୍ୟାଂଟିନ ଛକରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ଶ୍ରୀ ଚୌଧୁରୀଙ୍କ ସହ ଶତାଧିକ ଜିଲ୍ଲା କଂଗ୍ରେସର ନେତୃବୃନ୍ଦ କଂଗ୍ରେସ ଭବନ ଠାରୁ ଏକ ଶୋଭାଯାତ୍ରାରେ ବାହାରି ମାଷ୍ଟରକ୍ୟାଂଟିନ ଛକରେ ରାସ୍ତା ଅବରୋଧ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଉତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ କୁଶପୁତଳିକା ଦାହ କରିଥିଲେ ।

ଏହି ପ୍ରସଙ୍ଗରେ ଶ୍ରୀ ଚୌଧୁରୀ କହିଥିଲେ ଯେ ହାଥରସ୍ ଗଣଦୁଷ୍କର୍ମର ଅପରାଧିଙ୍କୁ ପୋଲିସ୍ ଏପର୍ଯ୍ୟନ୍ତ ଗିରଫ କରିପାରିନଥିବା ବେଳେ ମୃତ ପୀଡ଼ିତାର ପରିବାରବର୍ଗଙ୍କୁ ସମବେଦନା ଜଣାଇବା ପାଇଁ ଯାଉଥିବା ବେଳେ ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀଙ୍କ ଉପରେ ଉତରପ୍ରଦେଶ ପୋଲିସ୍ ଦ୍ୱାରା ବର୍ବୋରୋଚିତ ଆକ୍ରମଣ କରାଯାଇଛି । ଏହା ଗଣତନ୍ତ୍ର ଉପରେ ଆକ୍ରମଣ । ଉଭୟ ମୋଦି ଓ ଯୋଗୀ ଉତରପ୍ରଦେଶରେ ନାଜିବାଦ ଶାସନ ଚଳାଇଛନ୍ତି ବୋଲି ଶ୍ରୀ ଚୌଧୁରୀ ଅଭିଯୋଗ କରିଥିଲେ । ପ୍ରଧାନମନ୍ତ୍ରୀ ଏବଂ ଉତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ପୋଲିସ୍ ଏପରି ଅମାନୁଷିକ କାର୍ଯ୍ୟ କରିଛି । ଦେଶରେ ଗଣତନ୍ତ୍ରକୁ ହତ୍ୟା କରାଯାଇଛି । ଏପଟେ ମୃତ ପୀଡ଼ିତାର ପରିବାରକୁ ପୋଲିସ୍ ନିର୍ଯ୍ୟାତନା ଦେଉଛନ୍ତି ଏବଂ ଦେଶବ୍ୟାପି ଆନ୍ଦୋଳନ ପରେ ଏସ୍‌ଆଇଟି ତଦନ୍ତ କରାଯାଉଛି ।

ମୋଦୀ- ଯୋଗୀଙ୍କ ହାତବାରିସ୍ ସାଜି ପୋଲିସ୍ ଏବେ ଫୋରେନସିକ ରିପୋର୍ଟକୁ ମଧ୍ୟ ବଦଳାଇ ସାରିଲାଣି । କଂଗ୍ରେସ ଗଣତନ୍ତ୍ରର କଣ୍ଠରୋଧ ଏବଂ ଦଳିତ ମହିଳାଙ୍କୁ କ୍ରମବ୍ରର୍ଦ୍ଧିଷ୍ଣୁ ଦୁଷ୍କର୍ମ ଓ ହତ୍ୟା ପ୍ରତିବାଦରେ ଦୁର୍ବାର ଆନ୍ଦୋଳନ କରିବ । ଏହି ଘଟଣାରେ ସାଧାରଣ ଜନତା ବିଜେପି ସରକାରକୁ କ୍ଷମା ଦେବେ ନାହିଁ ବୋଲି ଶ୍ରୀ ଚୌଧୁରୀ କହିଛନ୍ତି । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ମୋହନ ଜେନା, ସୁବ୍ରତ ମହାପାତ୍ର, ଅଶୋକ ଦାସ, ରସିକ ପଟ୍ଟନାୟକ, ଜୟକୃଷ୍ଣ ସୁବୁଦ୍ଧି, ରାଜୀବ ପଟ୍ଟନାୟକ, ଅକ୍ଷୟ ଦାସ, ପ୍ରଶନ୍ନ ନାୟକ, ରମାକାନ୍ତ ସାହୁ, ୟାସିର ନୱାଜ, ଶ୍ରେୟା ପଣ୍ଡା, କୁସୁମ ପ୍ରଧାନ, ସଂଜୀବ ପୁଜାପଣ୍ଡା, ଦେବରାଜ ମିଶ୍ର, ମନୋଜ ସାହୁ, ନାରଣ ଜେନା, ଆଦିତ୍ୟ ଦାସ, ସଂକୁନା କହଁର, ଲୁଲୁ ଏହମ୍ମଦ, ଶିବନ ମୁସରଫ, ସୌମେନ୍ଦ୍ର ମହାନ୍ତି, ମାନସ ସେଠୀ, ସଂଜୟ ନାୟକ ପ୍ରମୁଖ ଯୋଗଦାନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କାଶୀନଗର ଥାନା ଅନ୍ତର୍ଗତ କିଡିଗାଁ ଗ୍ରାମରେ ଘଟିଥିବା ଏକ ଅତର୍କିତ ଆକ୍ରମଣ ଘଟଣାରେ ଦୋଷୀ ସାବ୍ୟସ୍ତ ହେଲେ ଅଭିଯୁକ୍ତ ୪ମାସ ଜେଲଦଣ୍ଡ ରେ ଦଣ୍ଡିତ

କାଶୀନଗର ଥାନା ଅନ୍ତର୍ଗତ କିଡିଗାଁ ଗ୍ରାମରେ ଘଟିଥିବା ଏକ ଅତର୍କିତ ଆକ୍ରମଣ ଘଟଣାରେ ଦୋଷୀ ସାବ୍ୟସ୍ତ ହେଲେ ଅଭିଯୁକ୍ତ ୪ମାସ ଜେଲଦଣ୍ଡ ରେ ଦଣ୍ଡିତ

November 15, 2026
ପଡ଼ିଆ ବ୍ଳକରେ‌ ଭତ୍ତା ବଣ୍ଟନ

ପଡ଼ିଆ ବ୍ଳକରେ‌ ଭତ୍ତା ବଣ୍ଟନ

November 15, 2026
କଣ୍ଟାବାଞ୍ଜିରେ ଓଡ଼ିଶା ଜନତା କଂଗ୍ରେସର ରଣହୁଙ୍କାର : ପୌର ନିର୍ବାଚନ ପାଇଁ ପ୍ରତି ୱାର୍ଡରେ ହେବ ୱାର୍ଡ ସଭା

ବେଲପଡ଼ାରେ କନକଙ୍କ ବଡ଼ ଘୋଷଣା : କେହି ଯୋଗ୍ୟ ଲୋକ ଭତ୍ତାରୁ ବଞ୍ଚିତ ହେବେ ନାହିଁ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କାଶୀନଗର ଥାନା ଅନ୍ତର୍ଗତ କିଡିଗାଁ ଗ୍ରାମରେ ଘଟିଥିବା ଏକ ଅତର୍କିତ ଆକ୍ରମଣ ଘଟଣାରେ ଦୋଷୀ ସାବ୍ୟସ୍ତ ହେଲେ ଅଭିଯୁକ୍ତ ୪ମାସ ଜେଲଦଣ୍ଡ ରେ ଦଣ୍ଡିତ

କାଶୀନଗର ଥାନା ଅନ୍ତର୍ଗତ କିଡିଗାଁ ଗ୍ରାମରେ ଘଟିଥିବା ଏକ ଅତର୍କିତ ଆକ୍ରମଣ ଘଟଣାରେ ଦୋଷୀ ସାବ୍ୟସ୍ତ ହେଲେ ଅଭିଯୁକ୍ତ ୪ମାସ ଜେଲଦଣ୍ଡ ରେ ଦଣ୍ଡିତ

November 15, 2026
ପଡ଼ିଆ ବ୍ଳକରେ‌ ଭତ୍ତା ବଣ୍ଟନ

ପଡ଼ିଆ ବ୍ଳକରେ‌ ଭତ୍ତା ବଣ୍ଟନ

November 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version