• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରାଥମିକ ଶିକ୍ଷକ ସଂଘର ସମୂହ ସେବାନିବୃତ୍ତ ସମ୍ବର୍ଦ୍ଧନା ସଭା

Proprietor Abhimanyu Maharana by Proprietor Abhimanyu Maharana
August 30, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ପ୍ରାଥମିକ ଶିକ୍ଷକ ସଂଘର ସମୂହ ସେବାନିବୃତ୍ତ ସମ୍ବର୍ଦ୍ଧନା ସଭା
Share on FacebookShare on TwitterWhatsapp

ରଣପୁର (ଓଡିଶା ତାଜା ନ୍ୟୁଜ ) :- ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ସମୂହ ସେବାନିବୃତ୍ତ ସମ୍ବର୍ଦ୍ଧନା ସଭା ଗୋପାଳପୁରସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ, ମୁଖ୍ୟବକ୍ତା ଭାବେ ଗୋପାଳପୁର ଜୋନ ଜିଲ୍ଲା ପରିଷଦ ସଦସ୍ୟା ଲକ୍ଷ୍ମୀପ୍ରିୟା ତରାଇ, ସ୍ୱତନ୍ତ୍ର ଅତିଥିଭାବେ ନୟାଗଡ଼ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘର ସଭାପତି ଭକ୍ତ ରଞ୍ଜନ ମିଶ୍ର ଓ ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଅଭୟ କୁମାର ମଲ୍ଲିକ,

ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ମାଧବ ଚନ୍ଦ୍ର ପ୍ରଧାନ, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀଣୀ ଲକ୍ଷ୍ମୀ ଦେଇ, ରାଜ୍ୟ ପ୍ରାଥମିକ ଶିକ୍ଷକ ସଂଘର ମହାସଚିବ ଜ୍ୟୋତି ରଞ୍ଜନ ଦାଶ, ଶିକ୍ଷାବିତ ଅଶୋକ କୁମାର ଦାଶ ଓ ଜଗନ୍ନାଥ ଦାଶ, ରଣପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ସଭାପତି ବିଶ୍ୱଜିତ ମହାପାତ୍ର ଏବଂ ସମ୍ପାଦକ ଅଶୋକ କୁମାର ବେହେରାପ୍ରମୁଖ ଯୋଗଦେଇଥିଲେ l ଏହି ଅବସରରେ ବ୍ଲକର ୨୦ ଜଣ ସେବାନିବୃତ୍ତ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା

ସେବାନିବୃତ୍ତ ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କର ଦୀର୍ଘ ଶିକ୍ଷାସେବାକୁ ସମ୍ମାନ ଜଣାଇଥିଲେ। , “ଶିକ୍ଷକଙ୍କ ଚାକିରିରୁ ଅବସର ହୋଇପାରେ, କିନ୍ତୁ ଜଣେ ଶିକ୍ଷକଙ୍କ ଜ୍ଞାନ, ଅଭିଜ୍ଞତା ଓ ସମାଜ ପ୍ରତି ଅବଦାନରୁ କେବେ ଅବସର ହୁଏ ନାହିଁ।” ଶିକ୍ଷକମାନେ ନିଜର ଜୀବନର ଅମୂଲ୍ୟ ସମୟକୁ ଶିକ୍ଷାଦାନ ଓ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଗଠନରେ ଉତ୍ସର୍ଗ କରିଥିବାରୁ ସେମାନଙ୍କ ପ୍ରତି ସମାଜ ସବୁବେଳେ

କୃତଜ୍ଞ ରହିବ ବୋଲି ମୁଖ୍ୟ ଅତିଥିଭାବେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ ! ବ୍ଲକର ବିଭିନ୍ନ ସର୍କଲର ସଭାପତି, ସମ୍ପାଦକଙ୍କ ସମେତ ଶିକ୍ଷକ ସଂଘର ବହୁ କର୍ମକର୍ତ୍ତା ଓ ସଦସ୍ୟ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସହଯୋଗ କରି ପରିଚାଳନା କରିଥିଲେ । ସେବାନିବୃତ୍ତ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ସମ୍ବର୍ଦ୍ଧନା ପ୍ରଦାନ ସମୟରେ ସଭାସ୍ଥଳ ଭାବବିହ୍ୱଳ ହୋଇଉଠିଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ବିଭିନ୍ନ ସମସ୍ଯାକୁ ନେଇ ବିଧାୟକ ରୂପେଶ ପାଣିଗ୍ରାହୀ ଙ୍କୁ ଦାବୀ ପତ୍ର ପ୍ରଦାନ

ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ବିଭିନ୍ନ ସମସ୍ଯାକୁ ନେଇ ବିଧାୟକ ରୂପେଶ ପାଣିଗ୍ରାହୀ ଙ୍କୁ ଦାବୀ ପତ୍ର ପ୍ରଦାନ

August 30, 2026
ଜାତୀୟ କ୍ରୀଡା ଦିବସ ଅବସରରେ କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

ଜାତୀୟ କ୍ରୀଡା ଦିବସ ଅବସରରେ କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

August 30, 2026
ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ପ୍ରଦର୍ଶନୀ ଫୁଟବଲ୍‌ ପ୍ରତିଯୋଗୀତା : ପ୍ରଶାସନ ଏକାଦଶ ବିଜୟୀ

ଜାତୀୟ କ୍ରୀଡ଼ା ଦିବସ ପାଳନ ଅବସରରେ ପ୍ରଦର୍ଶନୀ ଫୁଟବଲ୍‌ ପ୍ରତିଯୋଗୀତା : ପ୍ରଶାସନ ଏକାଦଶ ବିଜୟୀ

August 30, 2026
ଖୋର୍ଦ୍ଧାରେ ଜିଲ୍ଲାସ୍ତରୀୟ ସୁଭଦ୍ରର ୫ମ କସ୍ତି ପ୍ରଦାନ ସମାରୋହ

ଖୋର୍ଦ୍ଧାରେ ଜିଲ୍ଲାସ୍ତରୀୟ ସୁଭଦ୍ରର ୫ମ କସ୍ତି ପ୍ରଦାନ ସମାରୋହ

August 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ବିଭିନ୍ନ ସମସ୍ଯାକୁ ନେଇ ବିଧାୟକ ରୂପେଶ ପାଣିଗ୍ରାହୀ ଙ୍କୁ ଦାବୀ ପତ୍ର ପ୍ରଦାନ

ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ବିଭିନ୍ନ ସମସ୍ଯାକୁ ନେଇ ବିଧାୟକ ରୂପେଶ ପାଣିଗ୍ରାହୀ ଙ୍କୁ ଦାବୀ ପତ୍ର ପ୍ରଦାନ

August 30, 2026
ଜାତୀୟ କ୍ରୀଡା ଦିବସ ଅବସରରେ କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

ଜାତୀୟ କ୍ରୀଡା ଦିବସ ଅବସରରେ କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

August 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version