• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଖୋର୍ଦ୍ଧାରେ ଜିଲ୍ଲାସ୍ତରୀୟ ସୁଭଦ୍ରର ୫ମ କସ୍ତି ପ୍ରଦାନ ସମାରୋହ

Proprietor Abhimanyu Maharana by Proprietor Abhimanyu Maharana
August 30, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଖୋର୍ଦ୍ଧାରେ ଜିଲ୍ଲାସ୍ତରୀୟ ସୁଭଦ୍ରର ୫ମ କସ୍ତି ପ୍ରଦାନ ସମାରୋହ
Share on FacebookShare on TwitterWhatsapp

ସମୃଦ୍ଧ ଓଡ଼ିଶା ପାଇଁ ପ୍ରତ୍ୟେକ ମହିଳା ଉଦ୍ୟୋଗୀ ହୁଅନ୍ତୁ, ଆଇନ ମନ୍ତ୍ରୀ

ଖୀର୍ଦ୍ଧା (ଓଡିଶା ତାଜା ନ୍ୟୂଜ ) :- ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସମାଜ ମଙ୍ଗଳ ଉପ ବିଭାଗ ର ମିଳିତ ଆନୁକୂଲ୍ୟରେ ଶୁକ୍ରବାର ଜୟରାଜ ଗୁରୁ ଟାଉନ ହଲ ପରିସରରେ ଜିଲ୍ଲାସ୍ତରୀୟ ସୁଭଦ୍ରର ୫ମ କସ୍ତି ପ୍ରଦାନର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି ! ଏହି କାର୍ଯ୍ୟକ୍ରମରେ ଜିଲ୍ଲପାଳ ଅମ୍ରିତ ଋତୁରାଜଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥିଭାବେ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରି ପୂର୍ଥୀ ରାଜ ହରିଚନ୍ଦନ ଓ ସମ୍ମାନିତ ଅତିଥି ଭାବେ ଜିଲା ପରିଷଦ ଅଧ୍ୟକ୍ଷା ରୂପଶ୍ରୀ ରାଣୀ ଗୁମାନସିଂହ, ଉପାଧ୍ୟକ୍ଷ ଗୋପୀନାଥ ମହାରଣା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲା ପରିଷଦ ଜ୍ୟୋତି ଶଙ୍କର ସାହୁ, ଉପଜିଲାପାଳ ସ୍ୱଚ୍ଛ ସ୍ୱସ୍ତିକ ସାହୁ ପ୍ରମୁଖ ଯୋଗଦେଇ ଜଗନ୍ନାଥଙ୍କ ପ୍ରତିମୃତ୍ତିରେ ଫୁଲ,

ଚନ୍ଦନ ଅର୍ପଣ ଓ ପ୍ରଦୀପ ପ୍ରଜ୍ବଳନ କରି ଶୁଭ ଉଦଘାଟନ କରିଥିଲେ । କଲ୍ୟାଣ ଅଧିକାରୀ କୁସୁମ କୁମାରୀ ପ୍ରହରାଜ ମଞ୍ଚ ପରିଚାଳନା କରିଥିଲେ । ଉପସ୍ଥାପିକା ଭାବେ ରେବତୀ ପଣ୍ଡା କାର୍ଯ୍ୟ ସମ୍ପାଦନ କରିଥିଲେ । ମା’ ଭଉଣୀମାନେ ଆଗକୁ ବଢ଼ିଲେ ସୁନାର ପରିବାର, ସମାଜ ଓ ଓଡ଼ିଶା ହସି ଉଠିବ। ସୁଭଦ୍ରା ଆତ୍ମନିର୍ଭର କେନ୍ଦ୍ର, ଦରଜୀ ସିଲାଇ କେନ୍ଦ୍ର, ମିଶନ କାଫେ ଦ୍ୱାରା ଖୋର୍ଦ୍ଧାର ସୁଭଦ୍ରା ଭଉଣୀମାନେ ସମଗ୍ର ଓଡ଼ିଶାକୁ ରାସ୍ତା ଦେଖାଇବେ ।

ଆଜିର ଏହି ସୁଭଦ୍ରା ପଞ୍ଚମ କିସ୍ତି ପ୍ରଦାନରେ ଜିଲାର ୪,୫୯,୫୦୧ ଜଣ ହିତାଧିକାରୀ ମା, ଭଉଣୀ ଅନ୍ତର୍ଭୁକ୍ତ ହୋଇଛନ୍ତି ବୋଲି ମୁଖ୍ୟଅତିଥି ତଥା ଆଇନ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ସୂଚନା ପ୍ରଦାନ କରିଥିଲେ।ସଫଳ ମଣିଷ, ସଫଳ ବ୍ୟବସାୟୀ ହେଲେ ମୋଟେ ଗାଁ, ସମାଜ ଓ ସହରରେ ସୁନାମ ମିଳିବ । ମହିଳାମାନେ ସୁଭଦ୍ରା ସହାୟତାକୁ ଉପଯୁକ୍ତ ବିନିଯୋଗ କରି ଲକ୍ଷ ପତି ଦିଦିରୁ କୋଟି ପତି ଦିଦି ହୁଅନ୍ତୁ।ସଫଳ ସୁଭଦ୍ରା ଭଉଣୀ କଳ୍ପନା ବଳିୟାର ସିଂ, କବିତା ମାଧୁ,

ରଞ୍ଜିତା ସାହୁ, ଗୀତାଞ୍ଜଳି ରଣସିଂହ, ସନ୍ନ୍ୟାସୀ ରାଣୀ ଦାସ ଏବଂ ହସନ୍ନା ବେଗମ୍ ସିଲାଇ ମେସିନ କାମ, ବଡ଼ି ତିଆରି, ଲେଡିସ କର୍ଣ୍ଣର ଆଦି ଛୋଟ ଉଦ୍ୟୋଗ ଉପରେ ନିଜର ସଫଳ ନେଇ ଜିଲ୍ଲାପାଳ ଅମ୍ରିତ ଋତୁରାଜ କହିଲେ l ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଡିବିଟିଏଲ ସୁଭଦ୍ରା କିସ୍ତି ପ୍ରଦାନ କାର୍ଯ୍ୟକ୍ରମ ନୟାଗଡ଼ ଜିଲା ଲାଠିପଡ଼ାରୁ ସିଧା ପ୍ରସାରଣ କାର୍ଯ୍ୟକ୍ରମ ପ୍ରଦର୍ଶିତ ହୋଇଥିଲା । ପରିଶେଷରେ ଅତିରିକ୍ତ ଜିଲାପାଳ ପ୍ରତାପ ଚନ୍ଦ୍ର ବେଉରା ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଟାଇକନ୍ ୨୦୨୬ରେ ସାଗର ବିଜନେସ୍ ପ୍ରଦର୍ଶନ କଲା ଅଭିନବ ନିର୍ମାଣ ସମାଧାନ

Sagar Business Showcases Innovative Construction Solutions at TiECon Bhubaneswar 2026

October 31, 2026
ଟାଇକନ୍ ୨୦୨୬ରେ ସାଗର ବିଜନେସ୍ ପ୍ରଦର୍ଶନ କଲା ଅଭିନବ ନିର୍ମାଣ ସମାଧାନ

ଟାଇକନ୍ ୨୦୨୬ରେ ସାଗର ବିଜନେସ୍ ପ୍ରଦର୍ଶନ କଲା ଅଭିନବ ନିର୍ମାଣ ସମାଧାନ

October 31, 2026
Khimji Jewellers Unveils ‘Dhanteras Dhanvarsha’ , a shower of festive offers across its collections

ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ଉତ୍ସବ ଅଫର ବର୍ଷା

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଟାଇକନ୍ ୨୦୨୬ରେ ସାଗର ବିଜନେସ୍ ପ୍ରଦର୍ଶନ କଲା ଅଭିନବ ନିର୍ମାଣ ସମାଧାନ

Sagar Business Showcases Innovative Construction Solutions at TiECon Bhubaneswar 2026

October 31, 2026
ଟାଇକନ୍ ୨୦୨୬ରେ ସାଗର ବିଜନେସ୍ ପ୍ରଦର୍ଶନ କଲା ଅଭିନବ ନିର୍ମାଣ ସମାଧାନ

ଟାଇକନ୍ ୨୦୨୬ରେ ସାଗର ବିଜନେସ୍ ପ୍ରଦର୍ଶନ କଲା ଅଭିନବ ନିର୍ମାଣ ସମାଧାନ

October 31, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version