• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସରେଇକେଲା ବୁଢ଼ୀ ମାଁ ମନ୍ଦିର ସମ୍ମୁଖରେ ସଡ଼କ ଦୁର୍ଘଟଣାର ସିରିଜ୍ ଥମିବାର ନାଁ ନେଉନାହିଁ

Proprietor Abhimanyu Maharana by Proprietor Abhimanyu Maharana
August 30, 2026
in ଓଡ଼ିଶା, ବରଗଡ଼, ବଲାଙ୍ଗିର, ହୋମ୍
0
ସରେଇକେଲା ବୁଢ଼ୀ ମାଁ ମନ୍ଦିର ସମ୍ମୁଖରେ ସଡ଼କ ଦୁର୍ଘଟଣାର ସିରିଜ୍ ଥମିବାର ନାଁ ନେଉନାହିଁ
Share on FacebookShare on TwitterWhatsapp

୨୪ ଘଣ୍ଟାରେ ୨ୟ ବାଇକ୍ ଦୁର୍ଘଟଣା, ପୁଣି ଗଲା ଜଣଙ୍କ ଜୀବନ

ପଦମ୍‌ପୁର (ଓଡିଶା ତାଜାନ୍ୟୁଜ ) ନି. ପ୍ର :- ଛତିଶଗଡ଼ ମୁଖ୍ୟ ରାସ୍ତାର ସରେଇକେଲା ସ୍ଥିତ ବୁଢ଼ୀ ମାଁ ମନ୍ଦିର ସମ୍ମୁଖରେ ସଡ଼କ ଦୁର୍ଘଟଣାର ସିରିଜ୍ ଥମିବାର ନାଁ ନେଉନାହିଁ । ଗତକାଲି ଏକ ବାଇକ୍ ଦୁର୍ଘଟଣାରେ ଜଣଙ୍କର ଜୀବନ ଯାଇଥିବା ବେଳେ, ମାତ୍ର ୨୪ ଘଣ୍ଟା ମଧ୍ୟରେ ଆଜି ପୁଣି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ଘଟିଛି ଓ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି ଲ । ମିଳିଥିବା ସୂଚନା ଅନୁଯାୟୀ, ଆଜି ଗୋଟିଏ ବାଇକ୍ ଛତିଶଗଡ଼ ପଟୁ ଆସୁଥିବା ବେଳେ ଅନ୍ୟ ବାଇକ୍‌ଟି ପଦମ୍‌ପୁର ଆଡ଼ୁ ବିପରୀତ ଦିଗରୁ ଆସୁଥିଲା ।

ବୁଢ଼ୀ ମାଁ ମନ୍ଦିର ନିକଟରେ ଦୁଇଟିଯାକ ବାଇକ୍‌ ମଧ୍ୟରେ ଅତି ତୀବ୍ର ବେଗରେ ମୁହାଁମୁହିଁ ଧକ୍କା ହୋଇଥିଲା । ଟକ୍କର ଏତେ ଭୟଙ୍କର ଥିଲା ଯେ ଦୁଇ ବାଇକ୍ ଚାଳକ ରାସ୍ତା ଉପରେ ଛିଟିକି ପଡ଼ିଥିଲେ । ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ଗତକାଲି ମଧ୍ୟ ଠିକ୍ ଏହି ସ୍ଥାନରେ ଏକ ବାଇକ୍ ଦୁର୍ଘଟଣା ଘଟି ଜଣେ ବ୍ୟକ୍ତି ପ୍ରାଣ ହରାଇଥିଲେ ।

ମାତ୍ର ୨୪ ଘଣ୍ଟା ମଧ୍ୟରେ ଲଗାତାର ଦୁଇଟି ମୁହାଁମୁହିଁ ବାଇକ୍ ଦୁର୍ଘଟଣାରେ ୨ ଜଣଙ୍କ ଜୀବନ ଯିବା ପରେ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଅସନ୍ତୋଷ ଓ ଶୋକର ଛାୟା ଖେଳିଯାଇଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଜାରି ରଖିଛି । ତେବେ ଏହି ସ୍ଥାନରେ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ତୁରନ୍ତ ସ୍ପିଡ୍ ବ୍ରେକର୍ କିମ୍ବା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ସ୍ଥାନୀୟ ବାସିନ୍ଦା ଦାବି କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧାରୋଡ୍ ରେଳ ମଣ୍ଡଳରେ ଜାତୀୟ କ୍ରୀଡ଼ା ଦିବସ ପାଳିତ

ଖୋର୍ଦ୍ଧାରୋଡ୍ ରେଳ ମଣ୍ଡଳରେ ଜାତୀୟ କ୍ରୀଡ଼ା ଦିବସ ପାଳିତ

August 30, 2026
ଆଦିବାସୀ ମହାବିଦ୍ଯାଳୟର ୪୮ତମ ସ୍ୱନକ୍ଷତ୍ର ଉତ୍ସବ

ଆଦିବାସୀ ମହାବିଦ୍ଯାଳୟର ୪୮ତମ ସ୍ୱନକ୍ଷତ୍ର ଉତ୍ସବ

August 30, 2026
ସରେଇକେଲା ବୁଢ଼ୀ ମାଁ ମନ୍ଦିର ସମ୍ମୁଖରେ ସଡ଼କ ଦୁର୍ଘଟଣାର ସିରିଜ୍ ଥମିବାର ନାଁ ନେଉନାହିଁ

ସରେଇକେଲା ବୁଢ଼ୀ ମାଁ ମନ୍ଦିର ସମ୍ମୁଖରେ ସଡ଼କ ଦୁର୍ଘଟଣାର ସିରିଜ୍ ଥମିବାର ନାଁ ନେଉନାହିଁ

August 30, 2026
ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା ୧୦ ପ୍ରଶ୍ନର ଜବାବ୍ ମାଗିଲେ – ଅରୁଣ

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା ୧୦ ପ୍ରଶ୍ନର ଜବାବ୍ ମାଗିଲେ – ଅରୁଣ

August 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧାରୋଡ୍ ରେଳ ମଣ୍ଡଳରେ ଜାତୀୟ କ୍ରୀଡ଼ା ଦିବସ ପାଳିତ

ଖୋର୍ଦ୍ଧାରୋଡ୍ ରେଳ ମଣ୍ଡଳରେ ଜାତୀୟ କ୍ରୀଡ଼ା ଦିବସ ପାଳିତ

August 30, 2026
ଆଦିବାସୀ ମହାବିଦ୍ଯାଳୟର ୪୮ତମ ସ୍ୱନକ୍ଷତ୍ର ଉତ୍ସବ

ଆଦିବାସୀ ମହାବିଦ୍ଯାଳୟର ୪୮ତମ ସ୍ୱନକ୍ଷତ୍ର ଉତ୍ସବ

August 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version