• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଉତ୍କଳ ସାମ୍ବାଦିକ ସଂଘର ମାଲକାନଗିରି ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ : ସାମ୍ବାଦିକତା ଓ ଜନସେବାମୂଳକ କାର୍ଯ୍ୟକୁ ଅଧିକ ଗୁରୁତ୍ୱ

Proprietor Abhimanyu Maharana by Proprietor Abhimanyu Maharana
September 3, 2026
in ଓଡ଼ିଶା, ମାଲକାନଗିରି, ହୋମ୍
0
ଉତ୍କଳ ସାମ୍ବାଦିକ ସଂଘର ମାଲକାନଗିରି ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ : ସାମ୍ବାଦିକତା ଓ ଜନସେବାମୂଳକ କାର୍ଯ୍ୟକୁ ଅଧିକ ଗୁରୁତ୍ୱ
Share on FacebookShare on TwitterWhatsapp

ମାଲକାନଗିରି (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ଉତ୍କଳ ସାମ୍ବାଦିକ ସଂଘ, ମାଲକାନଗିରି ଜିଲ୍ଲା ଶାଖା ପକ୍ଷରୁ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଜିଲ୍ଲା ସଂଘ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ସଭାପତି ଅଶୋକ ମିଶ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବୈଠକରେ ସମ୍ପାଦକ ଶ୍ରୀନିବାସ ପାତ୍ର, କୋଷାଧ୍ୟକ୍ଷ ହୃଷୀକେଶ ଶେଠୀ, କାର୍ଯ୍ୟକାରୀ ସଭାପତି ନିରଞ୍ଜନ ମଲ୍ଲ ଏବଂ ବରିଷ୍ଠ ଉପଦେଷ୍ଟା ରତ୍ନାକର ଦାସ ପ୍ରମୁଖ ମଞ୍ଚାସୀନ ଥିଲେ। ଜିଲ୍ଲାର ୭ଟି ବ୍ଲକରୁ ୬୦ରୁ ଅଧିକ ସଦସ୍ୟ ବୈଠକରେ ଯୋଗଦେଇଥିଲେ। ବୈଠକରେ ଜିଲ୍ଲା ସଂଘର ବିଭିନ୍ନ ସାଂଗଠନିକ ଓ ସେବାମୂଳକ କାର୍ଯ୍ୟକଳାପ ଉପରେ ବ୍ୟାପକ ଆଲୋଚନା ହୋଇଥିଲା।

ଆଗାମୀ ଦିନରେ ସାମ୍ବାଦିକତା ସହ ଜନସେବାମୂଳକ କାର୍ଯ୍ୟକୁ ଅଧିକ ଗୁରୁତ୍ୱ ଦେଇ କାର୍ଯ୍ୟକ୍ରମ ଜାରି ରଖିବାକୁ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ବିଗତ ଦିନରେ କାଲିମେଳା ସ୍ୱାସ୍ଥ୍ୟ କେନ୍ଦ୍ରରେ କୁଲର ବଣ୍ଟନ, ମେଧାବୀ ଛାତ୍ରୀଙ୍କୁ ଆର୍ଥିକ ସହାୟତା, ବଡ଼ଯାତ୍ରା ସମୟରେ ଶ୍ରଦ୍ଧାଳୁମାନଙ୍କୁ ମୃଦୁପାନୀୟ ବଣ୍ଟନ ଓ ଚାରାରୋପଣ ଭଳି କାର୍ଯ୍ୟଗୁଡ଼ିକୁ ଭବିଷ୍ୟତରେ ମଧ୍ୟ ଜାରି ରଖିବାକୁ ନିଷ୍ପତ୍ତି ନିଆଯାଇଥିଲା। ସେହିପରି ଆସନ୍ତା ୫ ତାରିଖ ଗୁରୁ ଦିବସ ଅବସରରେ କାଲିମେଳାଠାରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇ ଉଲ୍ଲେଖନୀୟ କାର୍ଯ୍ୟ କରୁଥିବା ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କୁ ସମ୍ବର୍ଦ୍ଧିତ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା ।

ଜିଲ୍ଲା ସଂଘର ନିଜସ୍ୱ କାର୍ଯ୍ୟାଳୟ ଗୃହ ନିର୍ମାଣ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ଏହା ପାଇଁ ସ୍ଥାନ ଚୟନ ସରିଥିବାରୁ ଖୁବ୍ ଶୀଘ୍ର ଗୃହ ନିର୍ମାଣ କାର୍ଯ୍ୟ ଆରମ୍ଭ କରିବାକୁ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ନିଆଯାଇଥିଲା। ବୈଠକରେ ସାମ୍ବାଦିକମାନଙ୍କ ବିଭିନ୍ନ ସମସ୍ୟା, ଖବର ସଂଗ୍ରହ ଓ ପରିବେଷଣ ସମୟରେ ସୃଷ୍ଟି ହେଉଥିବା ବାଧାବିଘ୍ନ ଏବଂ ସାମ୍ବାଦିକ ବୃତ୍ତିର ବିଭିନ୍ନ ଦିଗ ଉପରେ ମଧ୍ୟ ଆଲୋଚନା ହୋଇଥିଲା। ବିଶେଷକରି ନୂତନ ସାମ୍ବାଦିକମାନଙ୍କୁ ସାମ୍ବାଦିକତାର ନୀତି, ଆଦର୍ଶ ଓ ନିୟମାବଳୀ ସମ୍ପର୍କରେ ଅବଗତ କରାଇବା ପାଇଁ ଖୁବ୍ ଶୀଘ୍ର ଏକ କର୍ମଶାଳା ଆୟୋଜନ କରିବା ନେଇ ଆଲୋଚନା ହୋଇଥିଲା।

ଏହାଛଡ଼ା ରାଜ୍ୟର ସାମ୍ବାଦିକମାନଙ୍କ ପାଇଁ ପ୍ରଚଳିତ ‘ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନା’କୁ ଅପରିବର୍ତ୍ତିତ ରଖି ଏହାର ନବୀକରଣ କରାଯାଇଥିବାରୁ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜ୍ଞାପନ କରାଯାଇଥିଲା। ସଂଘର ସେବାମୂଳକ କାର୍ଯ୍ୟକଳାପ ପ୍ରତି ଆକର୍ଷିତ ହୋଇ ୬ ଜଣ ସାମ୍ବାଦିକ ନୂତନ ଭାବେ ସଂଘର ସଦସ୍ୟତା ଗ୍ରହଣ କରିଥିଲେ। ବୈଠକରେ ସେମାନଙ୍କୁ ଉତ୍ତରୀୟ ପ୍ରଦାନ କରି ସ୍ୱାଗତ ଜଣାଯାଇଥିଲା। ଶେଷରେ ଜିଲ୍ଲା ସମ୍ପାଦକ ଶ୍ରୀ ପାତ୍ର ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାରଳାଖେମୁଣ୍ଡି ସ୍ଥିତ ସି. ୟୁ. ଟି. ଏମ. ରେ ପୋଷଣ ସପ୍ତାହ – ୨୦୨୬ର ଶୁଭାରମ୍ଭ

ପାରଳାଖେମୁଣ୍ଡି ସ୍ଥିତ ସି. ୟୁ. ଟି. ଏମ. ରେ ପୋଷଣ ସପ୍ତାହ – ୨୦୨୬ର ଶୁଭାରମ୍ଭ

September 3, 2026
ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ ପର୍ଯ୍ୟବେକ୍ଷକଙ୍କ ଗଜପତି ଜିଲ୍ଲା ଗସ୍ତ

ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ ପର୍ଯ୍ୟବେକ୍ଷକଙ୍କ ଗଜପତି ଜିଲ୍ଲା ଗସ୍ତ

September 3, 2026
ଶ୍ରୀ ଶ୍ରୀ ଶ୍ରୀ ରସିକରାଜ ମହାପ୍ରଭୁ ମନ୍ଦିର ପୁନରୁଦ୍ଧାର ପାଇଁ ସମୀକ୍ଷା କଲେ ବିଧାୟକ ରୂପେଶ ପାଣିଗ୍ରାହୀ

ଶ୍ରୀ ଶ୍ରୀ ଶ୍ରୀ ରସିକରାଜ ମହାପ୍ରଭୁ ମନ୍ଦିର ପୁନରୁଦ୍ଧାର ପାଇଁ ସମୀକ୍ଷା କଲେ ବିଧାୟକ ରୂପେଶ ପାଣିଗ୍ରାହୀ

September 3, 2026
ପାର୍ବଣଋତୁ ଆଗମନରେ ଚଳଚଞ୍ଚଳ ମୂର୍ତ୍ତିକାରିଗର : ମିଳୁନି ପ୍ରୋତ୍ସାହନ, ବୁଡ଼ି ବାକୁ ବସିଲାଣି ପାରମ୍ପରିକ କୌଳିକ ବୃତ୍ତି

ପାର୍ବଣଋତୁ ଆଗମନରେ ଚଳଚଞ୍ଚଳ ମୂର୍ତ୍ତିକାରିଗର : ମିଳୁନି ପ୍ରୋତ୍ସାହନ, ବୁଡ଼ି ବାକୁ ବସିଲାଣି ପାରମ୍ପରିକ କୌଳିକ ବୃତ୍ତି

September 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାରଳାଖେମୁଣ୍ଡି ସ୍ଥିତ ସି. ୟୁ. ଟି. ଏମ. ରେ ପୋଷଣ ସପ୍ତାହ – ୨୦୨୬ର ଶୁଭାରମ୍ଭ

ପାରଳାଖେମୁଣ୍ଡି ସ୍ଥିତ ସି. ୟୁ. ଟି. ଏମ. ରେ ପୋଷଣ ସପ୍ତାହ – ୨୦୨୬ର ଶୁଭାରମ୍ଭ

September 3, 2026
ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ ପର୍ଯ୍ୟବେକ୍ଷକଙ୍କ ଗଜପତି ଜିଲ୍ଲା ଗସ୍ତ

ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ ପର୍ଯ୍ୟବେକ୍ଷକଙ୍କ ଗଜପତି ଜିଲ୍ଲା ଗସ୍ତ

September 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version