ବାଲୁଗାଁ (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ବାଲୁଗାଁ ସ୍ଥିତ ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ଵରୀୟ ବିଶ୍ବ ବିଦ୍ୟାଳୟ ରେ ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ବର୍ଣ୍ଣାଢ଼୍ୟ ପରିବେଶରେ ପାଳିତ ହୋଇଯାଇଛି । ପ୍ରଭାତ ରୁ ବିଭିନ୍ନ ଆଧ୍ୟାତ୍ମିକ କାର୍ଯ୍ୟ କ୍ରମ ବ୍ରହ୍ମା କୁମାରୀ ସରିତା ଭଉଣୀ ଓ ଲତା ଭଉଣୀ ତଥା ଭାଇ ମାନଙ୍କ ମିଳିତ ସହଯୋଗ ମଧ୍ୟରେ ଅନୁଷ୍ଠିତ ହୋଇ ଥିବା ବେଳେ ଅଡିଟୋରିୟମ ଗ୍ରୃହରେ ସାଂସ୍କୃତିକ ଓ ସାରସ୍ଵତ ସଭା ଅନୁଷ୍ଠିତ ହୋଇଥିଲା ନିମନ୍ତ୍ରିତ ଅତିଥି ଭାବେ ବାଲୁଗାଁ ମହାବିଦ୍ୟାଳୟ ର ପ୍ରାକ୍ତନ ମୁଖ୍ୟ ଲିପିକ ତଥା ବରିଷ୍ଠ ମଞ୍ଚ କଳାକାର ତ୍ରିବିକ୍ରମ ପଣ୍ଡା,















